ଫିଲ୍ମ ମେକର ବାସୁ ଚାଟାର୍ଜୀଙ୍କ ପରଲୋକ

ମୁମ୍ବାଇ,୪।୬: ଭେଟେରାନ ଫିଲ୍ମ ମେକର ବାସୁ ଚାଟାର୍ଜୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ‘ଛୋଟି ସି ବାତ’ ଓ ‘ରଜନୀଗନ୍ଧା’ ଭଳି ଚଳଚ୍ଚିତ୍ରର ନିର୍ମାତା ଥିଲେ ଶ୍ରୀଯୁକ୍ତ ଚାଟାର୍ଜୀ। ଫିଲ୍ମ ମେକର ତଥା ଇଣ୍ଡିଆନ୍‌ ଫିଲ୍ମ ଆଣ୍ଡ ଟେଲିଭିଜନ ଡିରେକ୍ଟରର୍ସ ଆସୋସିଏଶନ(ଆଇଏଫ୍‌ଟିଡିଏ)ର ପ୍ରେସିଡେଣ୍ଟ ଅଶୋକ ପଣ୍ଡିତ ଟୁଇଟ କରି ପ୍ରଥମେ ବାସୁ ଚାଟାର୍ଜୀଙ୍କ ମୃତ୍ୟୁ ଖବର ଦେଇଥିଲେ। ମୁମ୍ବାଇର ସାନ୍ତାକ୍ରୁଜ ଶ୍ମଶାନରେ ଦିନ ୨ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପଣ୍ଡିତ କହିଛନ୍ତି। ଚାଟାର୍ଜୀଙ୍କ ମୃତ୍ୟୁରେ ବଲିଉଡ୍‌ ନିର୍ଦ୍ଦେଶକ ମଧୁର ଭଣ୍ଡାରକର ମଧ୍ୟ ଟୁଇଟ୍‌ କରି ଶୋକ ବ୍ୟକ୍ତ କରିଛନ୍ତି। ଚାଟାର୍ଜୀଙ୍କ ବେଷ୍ଟ ଫିଲ୍ମ ମଧ୍ୟରେ ରହିଛି ‘ଚମେଲିକି ସାଦି’, ‘ମଞ୍ଜିଲ’ ଓ ‘ବାତୋ ବାତୋ ମେଁ’।


Enter your email to get our daily news in your inbox.

All Right Reserved By Dharitri.Com

କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ...

ସର୍‌ନେମ ଉଧାର ଆଣିଛନ୍ତି ରାହୁଲ: ଗିରିରାଜ ସିଂ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ ’ ବୟାନକୁ ନେଇ ବିବାଦ ଥମିବାର ନାଁ ନେଉନି। ଶନିବାର ପୁଣିଥରେ ରାହୁଲ ଏଥିପାଇଁ...

ଟ୍ରେନ୍‌ ବାତିଲ ପରେ ଦାଦନଙ୍କ ଭିଡ଼

ସୁରଟ୍‌, ୯ା୫: ଟ୍ରେନ୍‌ ବାତିଲ ପରେ ସୁରଟ୍‌ ସହରରେ ଦାଦନ ଶ୍ରମିକଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି। ସେଠାରେ ଥିବା କମ୍ପାନୀଗୁଡ଼ିକ ଲକ୍‌ଡାଉନ ଯୋଗୁ ବନ୍ଦ...

କରୋନା ମୁକାବିଲା: ଆନ୍ଧ୍ରପ୍ରଦେଶ-ତାମିଲନାଡୁ ସୀମାରେ ପାଚେରୀ

ହାଇଦ୍ରାବାଦ୍‌,୨୮।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କରୋନା...

୮୮ ପୃଷ୍ଠାର ଏଫ୍‌ଆଇଆର୍‌: ଲେଖି ଲେଖି ପୋଲିସ ନୟାନ୍ତ

ଡେରାଡୁନ୍‌: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍‌ଆଇଆର (ଫାଷ୍ଟ ଇନ୍‌ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା...

ଛବିର ମଣିଷ କାଳୀପ୍ରସାଦ

ଭଲ ମଣିଷ ଭିତରେ ଯେଉଁମାନଙ୍କ ପାଖରେ ସୃଜନଶୀଳତା ଥାଏ ସେମାନେ ସଂସାର ଭିତରେ କମ୍‌ ସମୟ ରହିଥାଆନ୍ତି। ତାଙ୍କର ସୀମିତ ପରିସୀମା ମଧ୍ୟରେ ସେମାନଙ୍କର ସୃଜନଶୀଳତାକୁ...

ତେଲେଙ୍ଗାନା ବିଧାନସଭାରେ ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ

ହାଇଦ୍ରାବାଦ,୧୬।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ବିରୋଧରେ ତେଲେଙ୍ଗାନା ବିଧାନସଭାରେ ଏକ ପ୍ରସ୍ତାବ ପାସ୍‌ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ...

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ...

Coronavirus Update


Archives

Model This Week

Why Dharitri