ଫିଲ୍ମ ‘ରାଧେ’ରେ ଏମିତି ରହିବ ସଲମାନଙ୍କ ଲୁକ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଟିଜର ଇତିମଧ୍ୟରେ ଲଞ୍ଚ ହୋଇଯାଇଛି। ଦବଙ୍ଗ ୩ର ଶୁଟିଂ ଶେଷ ହେବାପରେ ସଲ୍ଲୁ ଏହି ଫିଲ୍ମ ପାଇଁ ଶୁଟିଂ ଆରମ୍ଭ କରିଛନ୍ତି। ପ୍ରଭୁଦେବାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମରେ ସଲମାନ ପୋଲିସ ଭୂମିକାରେ ନଜର ଆସିବେ। ଫିଲ୍ମର ଅଧିକାଂଶ ଭାଗରେ ସଲମାନଙ୍କୁ ଆକ୍ସନ ଭୂମିକାରେ ଦେଖିବାକୁ ମିଳିବ। ଆଗାମୀ ବର୍ଷ ଇଦରେ ଏହି ଫିଲ୍ମ ରିଲିଜ୍‌ ହେବ ବୋଲି ଜଣାପଡିଛି। ଫିଲ୍ମ ଏକ କୋରିଆନ୍‌ ଫିଲ୍ମ ଆଉଟ-ଲର ରିମେକ। ପ୍ରଭୁଦେବାଙ୍କ ସହ ଏହା ସଲମାନଙ୍କ ତୃତୀୟ ଫିଲ୍ମ। ମୁମ୍ବାଇର ମେହବୁବ୍‌ ଷ୍ଟୁଡିଓରେ ଫିଲ୍ମର ଅଧିକାଂଶ ଭାଗ ଶୁଟିଂ ହେବ। ଏହି ଫିଲ୍ମର ପ୍ରଯୋଜନା ଦାୟିତ୍ୱ ସମ୍ଭାଳୁଛନ୍ତି ସଲ୍ଲୁଙ୍କ ଭାଇ ସୋହେଲ ଖାନ୍‌। ଆସନ୍ତ ଡିସେମ୍ବର ୨୦ ସଲମାନଙ୍କ ଅଭିନୀତ ଦବଙ୍ଗ-୩ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ପିଲାଙ୍କ ପିତାଙ୍କ ପ୍ରେମରେ ପଡିଥିଲେ ସାଇରା

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ନିଜର ଦମଦାର ଅଭିନୟକୁ ନେଇ ଦର୍ଶକଙ୍କ ନିକଟତର ହୋଇଥିବା ବିଗତ ଦିନର ନାୟିକା ପାଳନ କରିଛନ୍ତି ତାଙ୍କ ୭୬ ତମ ଜନ୍ମଦିନ।...

ଆୟୋଜକ ପାକିସ୍ତାନୀ ବୋଲି ଆମେରିକା ଇଭେଣ୍ଟ୍‌ ରଦ୍ଦ କଲେ ସଲମାନ୍‌

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଆମେରିକାର ହ୍ୟୁଷ୍ଟନ ସହରରେ ଆୟୋଜିତ ହେବାକୁ ଥିବା ଏକ ଲାଇଭ୍‌ ଇଭେଣ୍ଟରେ ଯୋଗ ଦେବାକୁ ମନା କରିଦେଇଛନ୍ତି। ଏହି ଇଭେଣ୍ଟକୁ...

ଜୋତାକୁ ନେଇ ଚର୍ଚ୍ଚାରେ ଏହି ଲୋକପ୍ରିୟ ଅଭିନେତ୍ରୀ

ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ନିୟା ଶର୍ମା ଅନେକ ସମୟରେ ନିଜ ବୋଲ୍ଡ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଏହାକୁ ନେଇ...

ଦୀପିକାଙ୍କ ଫିଲ୍ମରେ ରାନୁ ମଣ୍ଡଳ ଗାଇବେ ଗୀତ, ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଦେଲେ ଏଭଳି ବାର୍ତ୍ତା

ବମ୍ବେ: ଦୀର୍ଘଦିନର ବିରତି ପରେ ଫେରୁଛନ୍ତି ସୋସିଆଲ ମିଡ଼ିଆ ସେନ୍‌ସେଶନ ରାନୁ ମଣ୍ଡଳ। ସେ ଅଭିନେତ୍ରୀ ଦିପିକା ଚିଖଲିୟାଙ୍କ ଫିଲ୍ମ ‘ସରୋଜିନୀ’ର ସମସ୍ତ ଗୀତରେ କଣ୍ଠଦାନ...

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଅନ୍ଧାଧୁନ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

ମୁମ୍ବାଇ: ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା କରାଯାଇଛି। ଏଥିରେ ହିନ୍ଦୀ ଫିଲ୍ମ ଅନ୍ଧାଧୂନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଥିବା ବେଳେ ଆୟୁଷ୍ମାନ ଖୁରାନା...

ଏହି ଲୋକପ୍ରିୟ ଅଭିନେତାଙ୍କୁ ବାଡେଇଲେ ପୋଲିସ କର୍ମଚାରୀ!

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ଆଶିକୀ’ର ଅଭିନେତା ରାହୁଲ ରୟଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ନିଜେ ରାହୁଲ ଏହାକୁ...

ରିୟା ଚକ୍ରବର୍ତ୍ତୀଙ୍କୁ ଜେରା କରିଥିବା ବାନ୍ଦ୍ରା ଡିସିପି କରୋନା ଆକ୍ରାନ୍ତ

ମୁମ୍ବାଇ,୨୯।୮-ବଲିଉଡ ଅଭିନେତା ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ତେବେ ସୁଶାନ୍ତଙ୍କ ମୃତ୍ୟୁ ପରେ ପ୍ରଥମେ ଘଟଣାର...

ବାପା ହେବାକୁ ଯାଉଛନ୍ତି କପିଲ

ମୁମ୍ବାଇ: ଟେଲିଭିଜନ ଜଗତର ହାସ୍ୟ ଅଭିନେତା ଭାବେ ବେଶ୍‌ ପରିଚିତ କପିଲ ଶର୍ମା। କିଛିଦିନ ତଳେ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିବା ବେଳେ...

Play 250+ Trending Games
Archives

Model This Week

Why Dharitri