ଫିଲ୍ମ ‘ରାଧେ’ରେ ୩ ଖଳନାୟକଙ୍କୁ ସାମ୍ନା କରିବେ ସଲମାନ

ମୁମ୍ବାଇ: କରୋନା ଭାଇରସକୁ ସାମ୍ନା କରୁଥିବା ସାରା ବିଶ୍ୱ ଏବେ ଏହି ମହାମାରୀ କବଳରୁ ରକ୍ଷା ପାଇବାକୁ ଚାହୁଁଛି। ଏହି ସମୟରେ ବଲିଉଡ୍‌ ମଧ୍ୟ ତା’ର ସମସ୍ତ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏବେ ଫିଲ୍ମ ସମ୍ପର୍କିତ ଖବର ଉପରେ ନଜର ପକାଇଲେ ଦେଖାଯାଏ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅପ୍‌କମିଂ ଫିଲ୍ମ ‘ରାଧେ:ୟୁଓର ମୋଷ୍ଟ ଓ୍ବାେଣ୍ଟେଡ ଭାଇ’କୁ ନେଇ ବ୍ୟସ୍ତ ରହୁଛନ୍ତି। ଏହି ଫିଲ୍ମକୁ ଦର୍ଶକେ ମଧ୍ୟ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି। ଏଥିରେ ସଲମାନ ୩ଜଣ ଖଳନାୟକଙ୍କୁ ସାମ୍ନା କରିବେ ବୋଲି ଜଣାପଡିଛି। ଏହି ଖଳନାୟକମାନେ ହେଲେ, ରଣଦୀପ ହୁଡ୍ଡା, ଗୌତମ ଗୁଲାଟି ସିକ୍କିମର ଅଭିନେତା ସାଙ୍ଗ ହେ। ଏଥିରେ ମାତ୍ର ୫ ମିନିଟର ଆକ୍ସନ୍‌ ଶଟ୍‌ ପାଇଁ ବହୁବାର ଟେକ୍‌ ନିଆଯାଇଥବା ନିକଟରେ ପ୍ରକାଶ କରିଥିଲେ ରଣଦୀପ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଆସିଲା ନୂଆ ମେମ୍ବର

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କ ଚୋପ୍ରା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ନିକ୍‌ ଜୋନାସ୍‌ଙ୍କୁ ବିବାହ ପରେ ଉଭୟ ପ୍ରଥମ ବିବାହ ବାର୍ଷୀକି ପାଳନ କରିବାକୁ ଯାଉଛନ୍ତି।...

ଚେସ୍‌ ପ୍ରିୟ କ୍ୟାଟ୍ରିନା

ଅଭିନେତ୍ରୀ ହେବା ପୂର୍ବରୁ କ୍ୟାଟ୍ରିନା ଚେସ୍‌ ଖେଳିବାକୁ ପସନ୍ଦ କରୁଥିଲେ। ଏପରି କି ଜଣେ ଭଲ ଚେସ୍‌ ଖେଳାଳି ଭାବରେ ସେ ଅନେକ ଥର ପୁରସ୍କୃତ...

ଓଡ଼ିଆ ଝିଅ ଅପ୍‌ସରା ରାନୀଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର୍‌ ରିଲିଜ୍‌: ଦେଖନ୍ତୁ..

ଭୁବନେଶ୍ୱର: ରିଲିଜ ହୋଇଛି ବହୁ ଚର୍ଚ୍ଚିତ ଅପସରା ରାନୀ ଓରଫ ଅଙ୍କିତା ମହାରଣାଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର। ୨.୪୩ ମିନିଟ୍‌ର ଏହି ଟ୍ରେଲରକୁ ଭରପୁର ଭଲପାଇବା...

ପରଲୋକରେ ଦୃଶ୍ୟମ ନିର୍ଦ୍ଦେଶକ

ମୁମ୍ବାଇ,୧୭।୮: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ କଳା ବର୍ଷ ସାଜିଛି। ଗତ କିଛି ମାସ ହେଲା ବଲିଉଡ୍‌ର କେତେକ ଜଣାଶୁଣା ସେଲିବ୍ରିଟିଙ୍କ ସମେତ ନିର୍ଦ୍ଦେଶକ...

ମା’ ତୁମେ ବହୁତ ମନେ ପଡୁଛ…

ମୁମ୍ବାଇ: ବଲିଉଡ୍‌ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ୨୪ ଫେବୃୟାରୀ ଅର୍ଥାତ୍‌ ସୋମବାର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ଶ୍ରୀଦେବୀଙ୍କ ଅଚାନକ ମୃତ୍ୟୁ ସିନେପ୍ରେମୀଙ୍କୁ ହତବାକ କରିଦେଇଥିଲା।...

ଆସନ୍ତା ବର୍ଷ ବିବାହ କରିବେ ନେହା

ବମ୍ବେ: ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ତଥା ବିଗ୍‌ ବସ୍‌-୧୨ର ପ୍ରତିଯୋଗୀ ନେହା ପେଡନସେ। ପ୍ରେମିକ ଶାର୍ଦ୍ଦୁଳ ସିହଙ୍କୁ ସେ ବିବାହ...

ଚୁଜି ହେଲେଣି ହୁମ୍ମା

ହୁମ୍ମା ଏଣିକି ଆଉ ତରବର ହୋଇ ସିନେମା ସାଇନ୍‌ କରିବେ ନାହିଁ। ଅଫର ମିଳିଥିବା ଫିଲ୍ମର କାହାଣୀ ଏବଂ ସେଥିରେ ତାଙ୍କର ଭୂମିକାକୁ ଭଲ ଭାବରେ...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶାହରୁଖ

ମୁମ୍ବାଇ: ଚଳିତ ନିର୍ବାଚନରେ ବାଜିମାତ କରିଛି ଭାଜପା। ପୂର୍ଣ୍ଣ ବହୁମତ ସହ ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ନିର୍ବାଚନ...

Coronavirus Update


Archives

Model This Week

Why Dharitri