ଫିଲ୍ମ ‘୮୩’: ପିତାଙ୍କ ଭୂମିକାରେ ନଜର ଆସିବେ ପ୍ରସିଦ୍ଧ କ୍ରିକେଟରଙ୍କ ପୁଅ

୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍‌ କ୍ୟାପଟେନ୍‌ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ପ୍ରସିଦ୍ଧ କ୍ରିକେଟରଙ୍କ ପିତାଙ୍କ ଭୂମିକାରେ ନଜର ଆସିବେ ତାଙ୍କ ପୁଅ। ୧୯୮୩ ବିଶ୍ୱକପ୍‌ରେ ଭାରତୀୟ ଦଳରେ ଥିବା ସନ୍ଦୀପ ପାଟିଲଙ୍କ ଭୂମିକାରେ ନଜର ଆସିବେ ତାଙ୍କ ପୁଅ ଚିରାଗ ପାଟିଲ। ଚିରାଗ ପୂର୍ବରୁ ଅନେକ ମରାଠୀ ଫିଲ୍ମରେ ଅଭିନୟ କରିଛନ୍ତି। ସେହିପରି ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର ପ୍ରସିଦ୍ଧ ପେସ୍‌ ବୋଲର୍‌ ମାଲକମ୍‌ ମାର୍ଶଲଙ୍କ ଭୂମିକାରେ ପୁଅ ମିଚେଶ ମାର୍ଶଲ ଅଭିନୟ କରିବେ। ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ୍‌ ଗର୍ଡନ ଗ୍ରିନିଜ୍‌ଙ୍କ ଭୂମିକାରେ କାର୍ଲ ଗ୍ରିନିଜ୍‌ ନଜର ଆସିବେ। ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମର ନିର୍ଦ୍ଦେଶନା କବୀର ଖାନ ଦେଉଛନ୍ତି। ପୂର୍ବରୁ ରଣବୀର ଦୀପିକା ରାମଲୀଳା, ବାଜିରାଓ ମସ୍ତାନୀ, ପଦ୍ମାବତ ଭଳି ଫିଲ୍ମରେ ଏକାଠି ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri