ଫି’ ବୃଦ୍ଧିକୁ ନେଇ ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା, ଫାଟକରେ ତାଲା ପକାଇ ଆନ୍ଦୋଳନରେ ଛାତ୍ରୀଛାତ୍ର

ତାଳଚେର,୨୦।୯(ନି.ପ୍ର.): ରିଆଡ୍‌ମିଶନ ଫି କମାଇବା ଦାବିରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ର ଛାତ୍ରୀଛତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଏଥିସହ ଟାୟାର ଜାଳି ରାସ୍ତାରୋକ କରିବା ସହ କଲେଜ ମଧ୍ୟକୁ କାହାରିକୁ ଛାଡ଼ୁନାହାନ୍ତି। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ତେବେ ଗତ ବର୍ଷଠାରୁ ଚଳିତ ବର୍ଷ ଫି’କୁ ୧୩ଶହ ଟଙ୍କା ଅଧିକ କରାଯାଇଛି। ଏହାକୁ ନେଇ ଛାତ୍ର ଅଶାନ୍ତି ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କୁ ଧକ୍କା ଦେଇ ମିନି ବସ୍‌ ସହ ପିଟିହେଲା କାର୍‌, ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତାରେ ରବିବାର ଏକ କାର୍‌ (ନଂ. ଓଡ଼ି ୦୭ ଏ ବି -୧୫୧୨) ଧକ୍କା ଦେବାରୁ...

ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କଳାହାଣ୍ଡି ଜିଲାର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦୁଇ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର...

ଫନୀ ଉଜାଡ଼ିଦେଇଛି ଝାଟିମାଟିର ଘର:ଆବାସଟିଏ ମାଗିଲେ ଦୃଷ୍ଟିହୀନ ଦମ୍ପତି

ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି।...

ଅନ୍ନପୂର୍ଣ୍ଣା ହିତାଧିକାରୀଙ୍କୁ ମିଳିଲା ଚାଉଳ

ଆରଡି, ୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା...

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ...

ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ...

ଜଙ୍ଗଲକୁ ଟୋଲ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ବୃଦ୍ଧା ମୃତ

କେନ୍ଦୁଝର,୪।୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଆକୁଳ ଅଞ୍ଚଳରେ ବଣୁଆ ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଦଳୀ...

କରୋନା ମୁକାବିଲା ଅଭିଯାନରେ ସାମିଲ ହେଲେ ବିଧାୟିକା

ସୁନ୍ଦରଗଡ, ୨ା୪ (ଡି.ଏନ୍‌.ଏ) : କରୋନା ସଚେତନତା ଅଭିଯାନରେ ସାମିଲ ହୋଇଛନ୍ତି ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ। ସୁନ୍ଦରଗଡ ପୌରାଞ୍ଚଳ ଓ ସଦର ବ୍ଲକର ବିଭିନ୍ନ...

Advertisement
Archives

Model This Week