Posted inଜାତୀୟ

ଫୁଟବଲ ପ୍ରଶିକ୍ଷଣ ଯୋଗୁ ୮ ପଞ୍ଚାୟତର ୨୦ ଗାଁରେ ହେଉନି ଏବେ ବାଲ୍ୟବିବାହ

ରାଞ୍ଚି,୧୫।୭: ଝାଡ଼ଖଣ୍ଡର ୮ଟି ପଞ୍ଚାୟତର ୨୦ ଗାଁରେ ଏବେ ବାଲ୍ୟ ବିବାହ ବନ୍ଦ ହୋଇଯାଇଛି। ଜନଜାତି ଅଧ୍ୟ୍ୟୁଷିତ ଏହି ଗାଁଗୁଡ଼ିକରେ କମ୍‌ ବୟସର ଝିଅପୁଅଙ୍କୁ ବିବାହ କରି ଦିଆଯାଉଥିଲା। ତେବେ ଏଠାରେ ଏଭଳି ପିଲାଙ୍କୁ ନେଇ ଫୁଟବଲ୍‌ ଦଳ ଗଠନ କରାଯାଇ ଏବେ ପ୍ରଶିକ୍ଷଣ ଦିଆଯାଉଛି। କୋଚ୍‌ ଆନନ୍ଦ ଗୋପାଲ ୨୦୧୩ଠାରୁ ଏଠାରେ ଫୁଟବଲ ପ୍ରଶିକ୍ଷଣ ଆରମ୍ଭ କରିଥିଲେ। ଗାଁ ଗାଁ ବୁଲି ଆନନ୍ଦ ବାଲ୍ୟବିବାହ ନ କରିବାକୁ ମାତାପିତାଙ୍କୁ ଅବଗତ କରାଇବା ସହିତ ଏହାର କୁପରିଣତି ସମ୍ପର୍କରେ ବୁଝାଇଥିଲେ। ଆନନ୍ଦଙ୍କ କଥାରେ ଲୋକଙ୍କ ମନରେ ନୂତନ ଭାବନା ଜାଗି ଉଠିଲା। ସେମାନେ ଝିଅଙ୍କ ବାଲ୍ୟବିବାହ ନ କରାଇ ପ୍ରଥମେ ତାଙ୍କର କ୍ୟାରିୟର ପ୍ରତି ଧ୍ୟାନ ଦେବାକୁ ଆରମ୍ଭ କଲେ। ଏବେ ଆନନ୍ଦଙ୍କ ପ୍ରଶିକ୍ଷଣ ଶିବିରରେ ୬୫୦ଜଣ ବାଳିକା ଫୁଟବଲ ଖେଳ ତାଲିମ୍‌ ନେଉଛନ୍ତି। ୨୦୧୬ରେ ଝାଡ଼ଖଣ୍ଡ ଦଳ ଅଣ୍ଡର-୧୭ରେ ଜାତୀୟ କପ୍‌ ଜିଣିବା ପରେ ଏସବୁ ଗାଁର ଲୋକଙ୍କ ଚିନ୍ତାଧାରାରେ ବହୁ ପରବର୍ତ୍ତନ ଆସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର-ପଶ୍ଚିମାଞ୍ଚଳରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଳୀ,୨ା୩: ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦେଶରେ ଗ୍ରୀଷ୍ମ ପ୍ରବାହ କିଭଳି ରହିବ ସେ ନେଇ ମଙ୍ଗଳାବର ଇଣ୍ଡିଆନ୍‌ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ (ଆଇଏମ୍‌ଡି)...

ୟୁପିରେ ୧୬ ଜାନୁୟାରୀ, ମହାରାଷ୍ଟ୍ରରେ ୧୫ ଫେବୃୟାରୀ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ

ନୂଆଦିଲ୍ଲୀ,୬ ।୧: ମୁମ୍ବାଇରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହା ଦ୍ୱିତୀୟ ଲହର ସଂକ୍ରମର ସୀମାକୁ ଅତିକ୍ରମ କଲାଣି । ଗତ...

ଦ୍ରୌପଦୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୬: ଜେଡ୍‌ ପ୍ଲସ୍‌ ସୁରକ୍ଷାରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଏନ୍‌ଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ବତନ୍ତ୍ର...

କଶ୍ମୀରର ୧୦୦ ଜଣିଆ ପ୍ରତିନିଧିଙ୍କୁ ଭେଟିଲେ ଶାହ

ନୂଆଦିଲ୍ଲୀ,୩।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର କଶ୍ମୀରର ୧୦୦ ଜଣିଆ ଏକ ପ୍ରତିନିଧି ଦଳଙ୍କୁ ନିଜ କାର୍ଯ୍ୟାଳୟରେ ଭେଟିଛନ୍ତି। ଏହି ପ୍ରତିନିଧି ଦଳରେ କଶ୍ମୀରର...

ଦିଲ୍ଲୀ ରଣକ୍ଷେତ୍ର: ଟେକାମାଡ଼ କଲେ ଛାତ୍ର, ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୧୬ା୧୨ : ଦିଲ୍ଲୀରେ ସିଏଏ ବିରୋଧୀ ଆନ୍ଦେଳାନ ରବିବାର ମଧ୍ୟରାତ୍ରିରେ ଉଗ୍ରରୂପ ଧାରଣ କରିଛି। ଜେଏମ୍‌ଆଇୟୁରୁ ଆରମ୍ଭ ହୋଇଥିବା ବିକ୍ଷୋଭଜନିତ ହିଂସା ବିଭିନ୍ନ ଅଞ୍ଚଳକୁ ବ୍ୟାପିବା...

କଂଗ୍ରେସରେ ସାମିଲ ହୋଇପାରନ୍ତି ପିକେ

ନୂଆଦିଲ୍ଲୀ,୨୯।୭: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ସାମିଲ ହୋଇପାରନ୍ତି। ଗତ କିଛି ଦିନରୁ ଏନେଇ ରାଜନୈତିକ ଚର୍ଚ୍ଚା ଲାଗିରହିଛି। ନିକଟରେ ପ୍ରଶାନ୍ତ କିଶୋର କଂଗ୍ରେସର...

ପାଠପଢ଼ା ଶେଷ, ଚାକିରି ନାହିଁ, ରାଜସ୍ଥାନରେ ଅଧିକ ବେକାର ଗ୍ରାଜୁଏଟ୍‌…

ନୂଆଦିଲ୍ଲୀ, ୩୧।୧ : ସାରା ଦେଶରେ ଯୁବକମାନେ ବେକାରି ସମସ୍ୟା ସହ ଲଢୁଛନ୍ତି। ଭଲ ଅଧ୍ୟୟନ ପରେ ଏହି ଅବସ୍ଥା । କେତେକ ବୃହତ ରାଜ୍ୟରେ...

ଗୁଜୁରାଟ ଗସ୍ତରେ ମୋଦି: ରାସ୍ତା ପାଲଟିଲା ଜନସମୁଦ୍ର

ନୂଆଦିଲ୍ଲୀ,୨୬।୫: ଲୋକ ସଭା ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିବା ପରେ ପ୍ରଥମଥର ପାଇଁ ଗୁଜୁରାଟ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅହମଦାବାଦ୍‌ରେ ପହଞ୍ଚିବା...

Advertisement
Archives

Model This Week