ଫୁଟିଲା ପାରିଜାତ

ବୈଶିଙ୍ଗା,୧୧ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୈଶିଙ୍ଗା ଗ୍ରାମର ରାଜୀବ କୁମାର ଜେନାଙ୍କ ବାଡ଼ିରେ ରବିବାର ସକାଳେ ଏକ ପାରିଜାତ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ଖବର ପ୍ରଚାରିତ ହେବା ପରେ ଏହାକୁ ଦେଖିବା ପାଇଁ ସେଠାରେ ଲୋକେ ଭିଡ଼ ଜମାଇଥିଲେ। ୧୦ ବର୍ଷ ତଳେ ଏହି ଗଛଟିକୁ କୋଲକାତାରୁ ଆଣି ଅତିଯତ୍ନରେ ଲଗାଇ ଥିବା ରାଜୀବ କହିଛନ୍ତି। ଏହି ଫୁଲ ଫୁଟିବା ଏକ ଶୁଭ ସଂକେତ ବୋଲି ସ୍ଥାନୀୟ ବାସିନ୍ଦା ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୧୮।୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ମୟୂରଭଞ୍ଜ ଜିଲା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ହୃଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ...

ବାଲି ବ୍ୟବସାୟୀ ୨ ଭାଇ ଗିରଫ, ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୨୪।୪ (ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ହିଞ୍ଜିଳି ତହସିଲ ଅନ୍ତର୍ଗତ ଦୟାନିଧିପୁର ଗ୍ରାମରେ ୨ ଜଣ ଆର୍‌ଆଇଙ୍କୁ ଆକ୍ରମଣ ସହ ଗାଡି ଚଢାଇ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ...

ସୋସିଆଲ୍‌ ମିଡିଆରେ ଅପପ୍ରଚାର କରି ୪ ଗିରଫ

କେନ୍ଦୁଝର, ୬ା୪(ଡି.ଏନ୍‌.ଏ.)-କରୋନାକୁ ନେଇ ସୋସିଆଲ ମିଡିଆରେ ଅପପ୍ରଚାର କରିବା ୪ଜଣ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ କେନ୍ଦୁଝର ଟାଉନ ପୋଲିସ ରବିବାର ସେମାନଙ୍କୁ ଗିରଫ...

ଆମ୍ବ ବଗିଚାରେ ଚାଲିଥିଲା ଜୁଆଆଡ୍ଡା: ୮ ଗିରଫ, ଟଙ୍କା ମୋବାଇଲ ଜବତ

ବ୍ରହ୍ମପୁର ଅଫିସ,୨୯।୪: ସଦର ଥାନା ଅନ୍ତର୍ଗତ ଆମ୍ବଗଡ଼ ନିକଟରେ ଥିବା ଏକ ଆମ୍ବ ବଗିଚାରେ ଜୁଆଆଡ୍ଡା ଚାଲିଥିବା ପୋଲିସ ଖବର ପାଇଥିଲା। ଗୁରୁବାର ମଧ୍ୟାହ୍ନରେ ସଦର...

କଅଁଳ ବୟସରେ ପେଟ ଚିନ୍ତା

ଭଞ୍ଜନଗର,୩ା୩(ଡି.ଏନ.ଏ) ରୋଗରେ ପଡ଼ି ମା’ ଚାଲିଗଲା ପରେ ଦୁଇ ଝିଅ ଓ ଗୋଟିଏ ପୁଅକୁ ବାପା ଠିକ୍‌ ଭାବେ ପଚାରିଲେନି। ମା’ ଛେଉଣ୍ଡ ଏହି ପିଲାମାନେ...

ଗଞ୍ଜାମ ଏନ୍‌ଏସିର ମୁଖ୍ୟ ଡ୍ରେନେଜ ଅନୁଧ୍ୟାନ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ନାଳର ପୁନଃ ଉଦ୍ଧାର ଲାଗି ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବୀ ହୋଇ ଆସୁଥିଲା । ଏ ନେଇ ଛତ୍ରପୁର ବିଧାୟକ...

ଏସ୍‌ସିବି କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ହୋହଲ୍ଲା

କଟକ ଅଫିସ, ୧୮।୫: ଏସ୍‌ସିବି ମେଡିକାଲ ପରିସରସ୍ଥ କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ସୋମବାର ସକାଳେ ରୋଗୀଙ୍କ ସମ୍ପର୍କୀୟମାନେ ହୋହଲ୍ଲା କରିଥିଲେ। କୋଭିଡ୍‌ ୱାର୍ଡ ଭିତରକୁ ରୋଗୀ...

ବାସହରା ବନ୍ୟଜନ୍ତୁ ଜନବସତିମୁହାଁ

କେନ୍ଦୁଝର,୫।୩ (ସ୍ବ.ପ୍ର.): ଏକଦା ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଥିବା କେନ୍ଦୁଝରର ବଣପାହାଡ଼ ଏବେ ଗଛଶୂନ୍ୟ ହୋଇପଡିଛି। ଫଳରେ ବନ୍ୟଜନ୍ତୁଙ୍କ ସୁରକ୍ଷିତ ଆଶ୍ରୟସ୍ଥଳ ପଦା ହେବାକୁ ବସିଥିବାରୁ...

Advertisement
Archives

Model This Week