ଫୁଡ ପଏଜନିଙ୍ଗ୍‌ ଠାରୁ ମୁକ୍ତି ଦେବ ଏହି ଖାଦ୍ୟ

ପାଗ ବଦଳିବା ସହ ଖାଇବା-ପିଇବା ଏବଂ ଦୈନଦିନ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଖାସ କରି ବର୍ଷାଦିନେ ଖାଦ୍ୟପେୟକୁ ନେଇ ଅଧିକ ସାବଧାନ ରହିବାକୁ ପଡ଼ିଥାଏ। କାରଣ ବର୍ଷାଦିନେ ବାହାରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ ହୋଇଥିବା ବେଳେ ଫୁଡ ପଏଜନିଙ୍ଗ୍‌ ସମସ୍ୟା ଦେଖା ଦେଇଥାଏ। ଯଦି ଆପଣ ଖରାଦିନେ ନିଜକୁ ଫୁଡ ପଏଜନିଙ୍ଗ୍‌ରୁ ଦୁରେଇ ରଖିବାକୁ ଚାହୁଁଛନ୍ତି, ତେବେ ଏହି ସବୁ ଖାଦ୍ୟ ଖାଇବା ଆରମ୍ଭ କରନ୍ତୁ।
*ଫୁଡ ପଏଜନିଙ୍ଗ୍‌ର ସମସ୍ୟା ଦେଖାଗଲେ କଦଳୀ ଖାଇବା ଆରମ୍ଭ କରନ୍ତୁ। କାରଣ ଏଥିରେ ପୋଟାସିୟମ ଅଧିକ ପରିମାଣରେ ରହିଥାଏ। ଯାହା ପେଟର ସଂକ୍ରମଣକୁ କମ୍‌ କରିଥାଏ ।
*ଗୋଟେ ଚାମଚ ଅଦାର ରସ ପିଇ ଗୋଟେ ଗ୍ଲାସ ପାଣି ପିଇ ଦିଅନ୍ତୁ। ଏହାଦ୍ୱାରା ଫୁଡ ପଏଜନିଙ୍ଗ୍‌ ସମସ୍ୟା ଦୂର ହୋଇଥାଏ। ଅଦାରେ ଆଣ୍ଟି ବ୍ୟାକ୍ଟେରିଆଲ ଏବଂ ପେଟ ବିନ୍ଧା ଦୂର କରିବାର ଗୁଣ ରହିଥାଏ। ଦରକାର ଠାରୁ ଅଧିକ ଅଦା ମଧ୍ୟ ସ୍ବାସ୍ଥ୍ୟ ପାଇଁ ହାନିକାରକ ବୋଲି କୁହାଯାଏ।
* ସେହିପରି ଜିରା ଖାଇବା ଦ୍ୱାରା ମଧ୍ୟ ଫୁଡ ପଏଜନିଙ୍ଗ୍‌ର ସମସ୍ୟା ଦୂର ହୋଇଥାଏ। ଫୁଡ ପଏଜନିଙ୍ଗ୍‌ର ସମସ୍ୟା ଦେଖାଗଲେ ଜିରାକୁ ଭାଜି ଚୁନା କରି ନିଜ ସୁପ୍‌ରେ ପକାଇ ପିଅନ୍ତୁ ଦେଖିବେ ଆପଣଙ୍କ ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇବା ପୂର୍ବରୁ ଗ୍ରୀନ୍‌ ଟି ପିଇବା କେତେଦୂର ଠିକ୍‌

ଶରୀର ଲାଗି ଗ୍ରୀନ୍‌ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍‌ କରିବା ସହ ହୃଦ୍‌ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍‌ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି...

ଅନିୟମିତ ଜୀବନଶୈଳୀ ଓ ଅପ୍ରଜନନତା

”ଏଣ୍ଡୋମେଟ୍ରିଓସିସ୍‌ ହେଉଛି ଏକ ସମାନ ପରିସ୍ଥିତି ଯେଉଁଠାରେ ଗର୍ଭାଶୟର ଲାଇନ ଏହାର ବାହାର ଆଡ଼କୁ ବୃଦ୍ଧି ପାଇବା ଆରମ୍ଭ ହୋଇଥାଏ(ଏଣ୍ଡୋମେଟ୍ରିଆଲ ଇମ୍‌ପ୍ଲାଣ୍ଟ), ଅତିଶୟ ଯନ୍ତ୍ରଣା ଏବଂ...

ପୁରୁଷ ବନ୍ଧ୍ୟାତ୍ୱ

ପ୍ରତ୍ୟେକ ବିବାହିତ ଦମ୍ପତିଙ୍କ ଜୀବନରେ ସନ୍ତାନଟିଏ ନିହାତି କାମ୍ୟ। ଏପରି କେତେକ ଦମ୍ପତି ଅଛନ୍ତି ଯେଉଁମାନଙ୍କ ପାଇଁ ସନ୍ତାନଟିଏ ଜନ୍ମ ଦେବା ସମ୍ଭବ ହୁଏନାହିଁ। ଏଥିପାଇଁ...

ମଧୁମେହରେ କିଡ୍‌ନୀ ସମସ୍ୟା

”ଡାଇବେଟିସ୍‌(ମଧୁମେହ) ରୋଗୀଙ୍କ କିଡ୍‌ନୀ ଆକ୍ରାନ୍ତ ହେଲେ ସର୍ବପ୍ରଥମେ ପରିସ୍ରାରେ ଅଧିକ ମାତ୍ରାରେ ଆଲ୍‌ବୁମିନ୍‌ ନାମକ ଏକ ପ୍ରୋଟିନ ନିଷ୍କାସିତ ହୋଇଥାଏ। ତେଣୁ ପ୍ରତ୍ୟେକ ଡାଇବେଟିସ ରୋଗୀଙ୍କ...

ନବଧା ଶକ୍ତି ସ୍ବରୂପିଣୀ

ସାରା ଦେଶ ଏବେ ମା’ ଆଦ୍ୟାଶକ୍ତିଙ୍କ ଆବାହନରେ ମଗ୍ନ। ମା’ ଆସିବେ ଦୁଷ୍ଟ ଶକ୍ତିର ସଂହାର କରିବେ। ଏଥିପାଇଁ ତ ଏବେ ସବୁଆଡେ ଚାଲିଛି ନବରାତ୍ର...

ଚର୍ମକୁଞ୍ଚନରୁ ଦୂରେଇ ରଖି ବାର୍ଦ୍ଧକ୍ୟରୁ ଯବାନ କରାଏ ଏହି ଫଳ

ଫଳ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥିବା ବେଳେ ଶରୀରକୁ ଶକ୍ତି ଯୋଗାଇଥାଏ। ମାତ୍ର କିଛି ଫଳର ଏପରି ଗୁଣ ରହିଛି, ଯାହା ବାର୍ଦ୍ଧକ୍ୟରୁ ଯୌବନ ରଖିବାରେ...

ହୋଲିରେ ଆଖିର ସୁରକ୍ଷା

ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ...

ସୋସିଆଲ୍‌ ମିଡିଆ କ୍ରେଜ୍‌

ବର୍ତ୍ତମାନ ଅଧିକାଂଶ ମହିଳା ବିଭିନ୍ନ ସୋସିଆଲ ମିଡ଼ିଆରେ ଆକ୍ଟିଭ୍‌ ରହୁଥିବା ଦେଖିବାକୁ ମିଳୁଛି। ହେଲେ କେତେକଙ୍କଠାରେ ଏହାକୁ ବ୍ୟବହାର କରିବା କ୍ରେଜ୍‌ ଏତେ ଅଧିକ ଯେ,...

Coronavirus Update

Archives

Model This Week

Why Dharitri