ଫୁଲବାଣୀରେ ପ୍ରବଳ ବର୍ଷା: ଗଛପଡ଼ି ରାସ୍ତା ଅବରୋଧ, ଛିଡିଲା ବିଦ୍ୟୁତ୍‌ ତାର

ଫୁଲବାଣୀ ଅଫିସ,୨୫।୨: କନ୍ଧମାଳ ଜିଲାରେ ମଙ୍ଗଳବାରରୁ ବର୍ଷା, ପବନ ଲାଗି ରହିଛି। ଏହାର ପ୍ରଭାବରେ ଫୁଲବାଣୀ ସହରରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗଛପଡ଼ି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ ତାର ଛିଡିଛି। ଫଳରେ ସହରରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି। ବିଦ୍ୟୁତ କଟିବାରୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅଗ୍ନିଶମ କର୍ମଚାରୀ ରାସ୍ତା ଉପରେ ପଡ଼ିଥିବା ଗଛକୁ ସଫା କରିଥିବା ବେଳେ ବିଦ୍ୟୁତ୍‌ ସମସ୍ୟା ସ୍ବାଭାବିକ ହେବାକୁ ୨ ଦିନ ସମୟ ଲାଗିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଦର୍ଶନ ବନ୍ଦ

ଆରଡ଼ି,୨୮।୧୨(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ବନ୍ଦ ରହିବ। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏହି...

ଷୋଳମପୁରରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ଗ୍ରାମକୁ ସାନିଟାଇଜ଼ କରାଗଲା

ଭଣ୍ଡାରିପୋଖରୀ, ୧୫।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତର ତୃତୀୟ କରୋନା ପଜିଟିଭ ଗୁରୁବାର ଚିହ୍ନଟ ହୋଇଥିଲେ। ତାଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ

ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର...

ଜିଲାପାଳଙ୍କ ସ୍ବଚ୍ଛତା ତଦାରଖ; ଡଷ୍ଟବିନ୍‌ ନ ଥିବାରୁ ଦୋକାନୀଙ୍କୁ ଜରିମାନା: ଶାୈଚାଳୟରେ ପାଣି ଜମିଥିବା ସ୍ଥାନ ନିଜେ ସଫା କଲେ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ରାତି ପ୍ରାୟ ୧୦ରେ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଗସ୍ତକରି ସହରର ସ୍ବଚ୍ଛତା ତଦାରଖ କରିଥିଲେ। ମୁଖ୍ୟ...

ପୋଖରୀରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ମିଳିନି ପରିଚୟ

କେନ୍ଦୁଝର,୨୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ବଣିଆପାଟ ସାହିର ଏକ ପୋଖରୀରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ବୃଦ୍ଧାଙ୍କ ପରିଚୟ ମିଳିପାରି ନ ଥିବା...

ବସ୍‌ ଦୁର୍ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ସୋର ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି  ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ମର୍ମନ୍ତୁଦ...

ଚିକିତ୍ସାରେ ଅର୍ଥ ବାଧକ

ଚମ୍ପୁଆ, ୧୨ ।୩(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଜାମୁଦଲକ ପଞ୍ଚାୟତର ମଙ୍ଗଳପୁର ମୁଣ୍ଡା ସାହିରେ ସୋନୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ଅର୍ଥ...

୩୩୧ ରିପୋର୍ଟକୁ ଅପେକ୍ଷା

ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ...

Advertisement
Archives

Model This Week