ଫୁସ୍‌ଫୁସ୍‌ କ୍ୟାନସର୍‌ରୁ ରକ୍ଷାକରେ ଗାଜର

ଷ୍ଟେଟ୍‌ ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଗବେଷଣା ଅନୁସାରେ, ଯେଉଁ ବ୍ୟକ୍ତି ବିଟା କ୍ୟାରୋଟିନ ଅଧିକ ଗ୍ରହଣ କରିଥାନ୍ତି, ସେମାନଙ୍କଠାରେ ଅନ୍ୟଲୋକଙ୍କ ତୁଳନାରେ ଫୁସ୍‌ଫୁସ୍‌ କ୍ୟାନସର୍‌ ଆଶଙ୍କା କମ୍‌ ଦେଖାଯାଏ। ଗବେଷଣାରୁ ଜଣାପଡ଼ିଛି, ସପ୍ତାହରେ ଦୁଇଥର ଗାଜର୍‌ ଖାଇବା ଦ୍ୱାରା ଫୁସ୍‌ଫୁସ୍‌ କ୍ୟାନସର୍‌ ଆଶଙ୍କା ୬୦ ପ୍ରତିଶତ କମ୍‌ ହୋଇଥାଏ। ଗାଜର୍‌ରେ ମହଜୁଦ୍‌ ଥିବା ଆଣ୍ଟିଅକ୍ସିଡାଣ୍ଟ କ୍ୟାନସର୍‌ ରୋକିବାରେ ଏବଂ ତାହାକୁ ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ। ବର୍ତ୍ତମାନ ସମୟରେ ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ କ୍ୟାନସର୍‌ ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି। ଖାଦ୍ୟପେୟରେ ଅନିୟମିତତା ସାଙ୍ଗକୁ ଫାଷ୍ଟଫୁଡ୍‌ ଜଙ୍କ୍‌ଫୁଡ୍‌ର ସେବନ ଏଥିପାଇଁ ଦାୟୀ। ତେଣୁ ଖାଦ୍ୟରେ ଗାଜର୍‌କୁ ସାମିଲ କରିବା ଦ୍ୱାରା ଏହି ମାରାମତ୍କ ରୋଗଠାରୁ ଦୂରେଇ ରହିବା ସମ୍ଭବପର ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାଜନିତ ଜଳ ପରିଚାଳନା

”୨୦୫୦ ମସିହା ସୁଦ୍ଧା ପୃଥିବୀର ଜନସଂଖ୍ୟା ପ୍ରାୟ ୯୦୦ କୋଟିକୁ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଏ। ପୃଥିବୀରେ ଗଚ୍ଛିତ ଥିବା ଜଳର ୯୭ ପ୍ରତିଶତ...

ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି...

ମାଇକ୍ରୋଓ୍ବେଭ ଚୁଲି

ମାଇକ୍ରୋଓ୍ବେଭ୍‌ ଚୁଲି ଉଦ୍ଭାବନ କରିଥିଲେ ଆମେରିକାର ପ୍ରସିଦ୍ଧ ପ୍ରତିରକ୍ଷା ସାମଗ୍ରୀ ଯୋଗାଣକାରୀ କମ୍ପାନୀ ରୟଥିଅନ୍‌ର ପ୍ରଯୁକ୍ତି ବିଜ୍ଞାନୀ ପରସି ସ୍ପେନ୍‌ସର୍‌। ସେ ରାଡାର ଯନ୍ତ୍ରରେ ବ୍ୟବହାର...

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନର ଅନିୟମିତ ଜୀବନଶୈଳୀ, ଚିନ୍ତା କାରଣରୁ ଉଚ୍ଚ ରକ୍ତଚାପ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ଏହି ଗମ୍ଭୀର ସମସ୍ୟାକୁ ସାମାନ୍ୟ ଅଣଦେଖା କରିବା ଫଳରେ ଏହା...

ଫ୍ୟାଶନରେ ଅଳତା

ପୂଜା ପାର୍ବଣ ସମୟରେ ମହିଳାମାନେ ବି ଆକର୍ଷଣୀୟ ଦେଖାଯିବା ପାଇଁ ନିଜକୁ ଖୁବ୍‌ ସୁନ୍ଦର ଭାବେ ସଜାଇଥାନ୍ତି। ଝିଲ୍‌ମିଲ୍‌ ଡ୍ରେସ୍‌ କିମ୍ବା ଶାଢି ସାଙ୍ଗକୁ ମ୍ୟାଚିଂ...

ବ୍ୟକ୍ତିତ୍ୱର ପ୍ରଭାବ

କୁହାଯାଏ, ଜଣଙ୍କର ବ୍ୟକ୍ତିତ୍ୱ ବି ଅନ୍ୟମାନଙ୍କ ଉପରେ ଅନେକ ପ୍ରଭାବ ପକାଇଥାଏ। ଯେମିତି କି: ଜଣେ ଗୃହିଣୀଙ୍କ ନିକଟରେ ୧୦ ମିନିଟ୍‌ ବସିପଡିଲେ ଲାଗିବ, ଜୀବନଟା...

ମ୍ୟାଲେରିଆ : କାରଣ, ପ୍ରତିକାର

ମ୍ୟାଲେରିଆ ଜ୍ୱର ‘ମାଈଏନ୍‌ଫିଲିସ ମଶା’ କାମୁଡ଼ିବା ଦ୍ୱାରା ହୋଇଥାଏ। ସର୍ବପ୍ରଥମେ ୧୯୩୪ରେ ରୋନାଲ୍‌ଡ ରସ୍‌ ନାମକ ଜଣେ ବୈଜ୍ଞାନିକ ମ୍ୟାଲେରିଆ ପାରାସାଇଟର ବ୍ୟତୀତ ଆଣ୍ଟି ମ୍ୟାଲେରିଆ...

କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !

ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ...

Advertisement
Archives

Model This Week