ଫେକ୍‌ ନ୍ୟୁଜ୍‌ ରୋକିବାକୁ ହ୍ବାଟ୍ସଆପ୍‌ର ପଦକ୍ଷେପ

ନୂଆଦିଲ୍ଲୀ,୫। ୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଫେକ୍‌ ନ୍ୟୁଜ ବା ମିଥ୍ୟା ସୂଚନା ର ପ୍ରସାର ବ୍ୟାପିଛି। ହ୍ବାଟ୍ସଆପ୍‌ ଭଳି ଅନ୍ୟ ସୋସିଆଲ ସାଇଟଗୁଡିକରେ ଫେକ୍‌ ନ୍ୟୁଜ ଫରଓ୍ବାର୍ଡ ହେଉଥିବା ଦେଖାଯାଉଛି। ଏହାକୁ ବିଚାରକରି ହ୍ବାଟ୍ସଅପ୍‌ ପକ୍ଷରୁ ଫେକ୍‌ ନ୍ୟୁଜ ଫରଓ୍ବାର୍ଡ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। କମ୍ପାନୀ ଏଥିଲାଗି ଏକ ଚାଟ୍‌ବୁଟ ଶୁଭାରମ୍ଭ କରିଛି। ଫେକ୍‌ ନ୍ୟୁଜ ଠାବକରିବାରେ ଏହା ସହାୟକ ହୋଇପାରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି। ଏଥିଲାଗି କମ୍ପାନୀ ପଲିଣ୍ଟର ଇନ୍‌ଷ୍ଟିଚ୍ୟୁଟର ଫ୍ୟାକ୍ଟ ଚେକିଂ ନେଟ୍‌ଓ୍ବର୍କ ସହ ଚୁକ୍ତି କରିଛି। ଏହି କମ୍ପାନୀକୁ ହ୍ବାଟ୍ସଆପ୍‌ ୧୦ ଲକ୍ଷ ଡଲାର ଗ୍ରାଣ୍ଟ ଭାବେ ପ୍ରଦାନ କରିଛି। ଦୁଇ କମ୍ପାନୀର ମିଳିତ ପ୍ରୟାସରେ ହ୍ବାଟ୍ସଆପ୍‌ ପ୍ଲାଟ୍‌ଫର୍ମରେ ମିଥ୍ୟା ଖବର ପ୍ରସାରଣକୁ ରୋକାଯିବା ନେଇ ବଳିଷ୍ଠ ପଦକ୍ଷେପ ହେବ ବୋଲି ବିଶେଷଜ୍ଞ କହିଛନ୍ତି। ଯୋଜନା ଅନ୍ତର୍ଗତ ସାରା ବିଶ୍ୱର ୭୦ ଦେଶରେ ରହିଥିବା ସ୍ବାଧୀନ ଫ୍ୟାକ୍ଟ ଚେକରଙ୍କୁ ଯୋଡିଯିବ। ଏହି ବ୍ୟକ୍ତିବିଶେଷ ଭୁଲ୍‌ ସୂଚନାକୁ ଚିହ୍ନଟ କରିବାରେ ଅଗ୍ରଦୂତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଗିଡ଼ିବ ଭାରତୀୟ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୨୦ା୧୧:କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏବେ ଆମେରିକା ପରେ ଭାରତ ଦ୍ୱିତୀୟ ସର୍ବାଧିକ କ୍ଷତିଗ୍ରସ୍ତ ଦେଶ...

ଭୂଷଣ ଷ୍ଟିଲର ୪ ହଜାର କୋଟି ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୩-୧୦: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡ(ବିପିଏସ୍‌ଏଲ୍‌)ର ୪ ହଜାର କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। କମ୍ପାନୀ ବିରୋଧରେ ଋଣ ଠକେଇ...

ୟସ୍‌ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌...

ପାର୍ବଣରେ ବଢିବ ଗାଡି ବିକ୍ରି

ନୂଆଦିଲ୍ଲୀ,୯।୮: ଚଳିତ ବର୍ଷର ପାର୍ବଣକୁ ଆଖି ଆଗରେ ରଖି ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ସେମାନଙ୍କର ନୂଆ ନୂଆ ମଡେଲ୍‌ର ଉନ୍ମୋଚନ କରାଉଛନ୍ତି। ଫଳରେ ଆଗାମୀ...

ପେଟ୍ରୋଲ, ଡିଜେଲ ଦର ବଢ଼ିଲା

ନୂଆଦିଲ୍ଲୀ,୧୮-୯: ସୌଦି ଆରବର ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ପରେ ଅଶୋଧିତ ତେଲ ବଜାରରେ ହଇଚଇ ସୃଷ୍ଟି ହୋଇଛି। ଏହି କାରଣରୁ ଦେଶରେ ପେଟ୍ରୋଲ...

୫୫ହଜାର ଛୁଇଁଲା ସୁନା ଦର

ନୂଆଦିଲ୍ଲୀ: ପ୍ରାୟ ୨ ବର୍ଷ ପରେ ପୁଣି ଥରେ ସୁନାା ଦର ୫୫ ହଜାର ଟଙ୍କା ଛୁଇଁଛି। ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ...

ପୁରୀ-ହବିବଗଞ୍ଜ-ପୁରୀ ଟ୍ରେନର ମିଳିତ ବଗି ସଂଯୋଗ

ଭୁବନେଶ୍ୱର,୨୧-୫ : ଯାତ୍ରୀଙ୍କୁ ଉନ୍ନତ ସେବା ଯୋଗାଣ କରିବା ଲକ୍ଷ୍ୟରେ ରେଲଓ୍ବେ ପକ୍ଷରୁ ପୁରୀ-ହବିବଗଞ୍ଜ-ପୁରୀ ମଧ୍ୟରେ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନରେ ମିଳିତ ବଗି ସ୍ଥାୟୀ...

ପିଏମ୍‌ ସ୍ବନିଧିରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଯୋଗଦାନ ଉନ୍ନତ

ନୂଆଦିଲ୍ଲୀ,୧୩।୯:ପ୍ରଧାନମନ୍ତ୍ରୀ ସ୍ବନିଧି ଯୋଜନାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ବ୍ୟାଙ୍କଗୁଡିକ ବର୍ତ୍ତମାନ ସୁଦ୍ଧା ଉକ୍ତ ବର୍ଗରେ ପ୍ରାୟ ୯୦%ରୁ ଊର୍ଦ୍ଧ୍ୱ ଋଣ ମଞ୍ଜୁର...

Advertisement
Archives

Model This Week