Posted inଖେଳ

ଫେଡରରଙ୍କୁ ଦ୍ୱିତୀୟ, ନାଡାଲଙ୍କୁ ତୃତୀୟ ସିଡ୍‌

ଲଣ୍ଡନ,୨୬।୬- ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପୂର୍ବରୁ ଖେଳାଳିଙ୍କ ସିଡ୍‌ ବୁଧବାର ପ୍ରକାଶ ପାଇଛି। ୮ ଥର ଚାମ୍ପିୟନ ରୋଜର ଫେଡରରଙ୍କୁ ଦ୍ୱିତୀୟ ସିଡ୍‌ ପ୍ରଦାନ କରାଯାଇଥିବାବେଳେ ରାଫାଲ ନାଡାଲଙ୍କୁ ତୃତୀୟ ସିଡ୍‌ ଦିଆଯାଇଛି। ଡିଫେଣ୍ଡିଂ ଚାମ୍ପିୟନ ନୋଭାକ ଜୋକୋଭିଚ୍‌ ଶୀର୍ଷ ସିଡ୍‌ ପାଇଛନ୍ତି। ଗତ ଥର ଉପବିଜେତା ଦକ୍ଷିଣ ଆଫ୍ରିକାର କେଭିନ ଆଣ୍ଡରସନଙ୍କ ର଼୍ୟାଙ୍କିଙ୍ଗ୍‌ ୮ମକୁ ଖସିଥିଲେ ମଧ୍ୟ ସେ ୪ର୍ଥ ସିଡ୍‌ ବିବେଚିତ ହୋଇଛନ୍ତି। ଫଳରେ ଦୁଇ ଥର ଚାମ୍ପିୟନ ସ୍ପେନର ନାଡାଲଙ୍କୁ ଚଳିତ ଥର ଟାଇଟଲ ପାଇଁ ଫେଡରର ଓ ଜୋକୋଭିଚ୍‌ଙ୍କୁ ହରାଇବାକୁ ପଡ଼ିବ। ମହିଳା ବିଭାଗରେ ନୂଆ କରି ଶୀର୍ଷ ର଼୍ୟାଙ୍କ ଅଧିକାରୀ ହୋଇଥିଲା ଆଶ୍ଲେ ବାର୍ଟିଙ୍କୁ ନଂ ୧ ସିଡ୍‌ ପ୍ରଦାନ କରାଯାଇଛି। ୭ ଥର ଚାମ୍ପିୟନ ସେରେନା ଓ୍ବିଲିୟମ୍ସଙ୍କୁ ୧୧ତମ ମାନ୍ୟତା ଦିଆଯାଇଛି। ଟପ୍‌ ୩୨ ର଼୍ୟାଙ୍କ ଖେଳାଳିଙ୍କ ଗ୍ରାସ କୋର୍ଟରେ ଗତ ୨୪ ମାସର ପ୍ରଦର୍ଶନକୁ ଭିତ୍ତି କରି ସିଡ୍‌ ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri