Posted inଖେଳ

ଫେଡରରଙ୍କୁ ହରାଇଲେ ତିସିତ୍‌ସିପାସ୍‌

ଲଣ୍ଡନ୧୭ା୧୧ (ଏଏଫ୍‌ପି)-ଏଟିପି ଫାଇନାଲ୍ସରେ ପ୍ରଥମ ପଦାର୍ପଣରେ ଗ୍ରୀସ୍‌ର ଷ୍ଟିଫାନୋସ ତିସିତ୍‌ସିପାସ୍‌ ବଡ଼ ସଫଳତା ହାସଲ କରିଛନ୍ତି। ଶନିବାର ସେ ୬ଥର ଚାମ୍ପିୟନ ରୋଜର ଫେଡରରଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ୩୮ ବର୍ଷୀୟ ଫେଡରରଙ୍କଠାରୁ ୬ଷ୍ଠ ସିଡ୍‌ ତିସିତ୍‌ସିପାସ ୧୭ ବର୍ଷ ସାନ। ଏହାପୂର୍ବରୁ ସେ ଅଷ୍ଟ୍ରେଲିଆନ ଓପନରେ ଥରେ ଫେଡରରଙ୍କୁ ପରାସ୍ତ କରିଥିଲେ। ମାତ୍ର ପରେ ଦୁଇଥର ପରାଜୟ ବରଣ କରିବାକୁ ହୋଇଥିଲା। ତିସିତ୍‌ସିପାସ୍‌ ଫାଇନାଲରେ ୫ମ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏବଂ ଗତଥରର ଚାମ୍ପିୟନ ଜର୍ମାନୀର ଆଲେକ୍‌ଜାଣ୍ଡର ଜେଭରେଭ୍‌ଙ୍କ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ୫୦ ଅର୍ଦ୍ଧଶତକ ହାସଲ କଲେ ଓ୍ବାର୍ନର

ଦୁବାଇ, ୮।୧୦: ଆଇପିଏଲ୍‌ର ୨୨ତମ ମୁକାବିଲାରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷରେ ଟସ୍‌ ଜିତି ବ୍ୟାଟିଂ କରିଥିବା ସନ୍‌ରାଇଜର୍ସ ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୬...

ଦଶନ୍ଧି ପରେ ଶରଥଙ୍କୁ ଟାଇଟଲ

ମସ୍କଟ, ୧୬ା୩ (ପି.ଟି.)-ଭାରତର ଭେଟେରାନ ଟେବୁଲ ଟେନିସ ଖେଳାଳି ଅଚନ୍ତା ଶରଥ କମଲ ଏକ ଦଶନ୍ଧି ପରେ ଏକ ଟାଇଟଲ ଜିତିବାରେ ସମର୍ଥ ହୋଇଛନ୍ତି। ଏଠାରେ...

ମୁମ୍ବାଇକୁ ହରାଇଲା ବେଙ୍ଗାଲୁରୁ

ବାମ୍ବୋଲିମ୍‌ ୧୬ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସୋମବାର ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଖେଳାଯାଇଥିବା ଏକ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସି ୪-୨ ଗୋଲରେ ମୁମ୍ବାଇ...

ପ୍ରଥମ ଟେଷ୍ଟ: ପଦାର୍ପଣରେ ମେୟର୍ସଙ୍କ ଅପରାଜିତ ଦ୍ୱିଶତକ, ଓ୍ବେଷ୍ଟଇଣ୍ଡିଜର ଚମତ୍କାର ବିଜୟ

ଚଟ୍ଟୋଗ୍ରାମ, ୮।୨: ଓ୍ବେଷ୍ଟଇଣ୍ଡିଜ ମିଡ୍‌ଲଅର୍ଡର ବ୍ୟାଟ୍ସମ୍ୟାନ କାଇଲ ମେୟର୍ସ ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ପଦାର୍ପଣ ଟେଷ୍ଟର ଚତୁର୍ଥ ଇନିଂସରେ ଅପରାଜିତ ଦ୍ୱିଶତକ ହାସଲ କରି...

ଚା’ ପାନ ସୁଦ୍ଧା ଦକ୍ଷିଣ ଆଫ୍ରିକା ୨୬/୪

ରାଞ୍ଚି,୨୧।୧୦- ଏଠାରେ ଚାଲିଥିବା ତୃତୀୟ ଟେଷ୍ଟରେ ୩ୟ ଦିନ ଚା’ ପାନ ବିରତି ସୁଦ୍ଧା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ମାତ୍ର...

ଆଇପିଏଲ୍‌ରେ ପ୍ରଥମ ଭାରତୀୟ ଭାବେ ଏହି ଖାସ୍‌ ରେକର୍ଡ କରିପାରନ୍ତି ବିରାଟ କୋହଲି

ବିରାଟ କୋହଲି ତାଙ୍କ ନାମରେ ଅନେକ ରେକର୍ଡ କରିଛନ୍ତି। ଆଇପିଏଲ ୨୦୨୧ରେ ସେ ଏକ ସ୍ବତନ୍ତ୍ର ରେକର୍ଡ ସ୍ଥାପନ କରିପାରିବାର ସୁଯୋଗ ରହିଛି। ଏପର୍ଯ୍ୟନ୍ତ କୌଣସି...

ସୌରାଷ୍ଟ୍ର ରଣଜୀ ଚାମ୍ପିଅନ୍‌

କୋଲକାତା,୧୯।୨: ରଣଜୀ ଟ୍ରଫି ୨୦୨୩ର ଫାଇନାଲରେ ସୌରାଷ୍ଟ୍ର ବେଙ୍ଗଲକୁ ୯ ଉଇକେଟରେ ପରାସ୍ତ କରିଛି। ଏହା ସହିତ ଗତ ତିନି ସିଜିନରେ ଦ୍ୱିତୀୟ ଥର ପାଇଁ...

ସିତିସପାସ୍‌-ଗାରିନ୍‌ ସେମିଫାଇନାଲ ମୁକାବିଲା

ହାମବର୍ଗ, ୨୭ା୯ (ଏପି)-ଗ୍ରୀସ୍‌ର ଷ୍ଟିଫାନସ ସିତିସପାସ୍‌ ୧୬ ମାସରେ ପ୍ରଥମ ଥର ଏକ କ୍ଲେକୋର୍ଟ ଟେନିସ୍‌ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ହାମବର୍ଗ ଓପନ୍‌ ଟେନିସ୍‌...

Advertisement
Archives

Model This Week