Posted inଖେଳ

ଫେଡରରଙ୍କୁ ୧୦ମ ହାଲେ ଏଟିପି ଟାଇଟଲ

ହାଲେ ଓ୍ବେଷ୍ଟଫଲେନ (ଜର୍ମାନୀ), ୨୪ା୬ (ଏଏଫ୍‌ପି)-ରୋଜର ଫେଡରର ହାଲେ ଏଟିପି ଇଭେଣ୍ଟ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ବେଲଜିୟମର ଡେଭିଡ୍‌ ଗଫିନଙ୍କୁ ୭-୬ (୭/୨), ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥିସହିତ ଏଠାରେ ସେ ୧୦ମ ଥର ପାଇଁ ଚାମ୍ପିୟନ ହୋଇପାରିଛନ୍ତି। ୩୭ ବର୍ଷୀୟ ଫେଡରର କହିଛନ୍ତି, ଏହାପୂର୍ବରୁ କୌଣସି ଟୁର୍ନାମେଣ୍ଟ ୧୦ ଥର ଜିତିବାରେ ସମର୍ଥ ହୋଇ ନ ଥିଲି। ସୁଇସ୍‌ ଟେନିସ ଷ୍ଟାରଙ୍କର ଏହା ହେଉଛି କ୍ୟାରିୟରର ୧୦୨ତମ ଟାଇଟଲ। ଆସନ୍ତା ମାସରେ ଫେଡରର ଲଣ୍ଡନରେ ତାଙ୍କ ୯ମ ଓ୍ବିମ୍ବେଲଡନ ଟାଇଟଲ ଅଭିଯାନ ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଲାଗି କର ବା ମର ସ୍ଥିତି

ଲିଡ୍ସ,୨୯।୬ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରିଥିବା ପାକିସ୍ତାନ ଶନିବାର ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ଭେଟିବ। ଆରମ୍ଭରୁ ୩ଟି...

ଶାହାଜାଦ୍‌ଙ୍କ ଶତକ: ସିରିଜ ଡ୍ର’ କଲା ଆଫଗାନିସ୍ତାନ

ବେଲ୍‌ଫାଷ୍ଟ, ୨୨।୫- ଘରୋଇ ଆୟର୍ଲାଣ୍ଡ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୨ୟ ଦିନିକିଆ ମ୍ୟାଚ୍‌କୁ ଆଫଗାନିସ୍ତାନ ୧୨୬ ରନରେ ଜିତିନେଇଛି। ଏଥିସହ ଦୁଇ...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ଆର୍ଚର ବନାମ ଗେଲ୍‌

ସାଉଥାମ୍ପଟନ,୧୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ ବାଉଲ...

ଭାରତୀୟ ଟି୨୦ ବିଶ୍ୱକପ୍‌ ଦଳ ଘୋଷିତ: ବାଦ୍‌ ପଡ଼ିଲେ ସିନିୟର ଖେଳାଳି

ମୁମ୍ବାଇ,୮।୯: ଆସନ୍ତା ଅକ୍ଟୋବରରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଏବଂ ଓମାନରେ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ଲାଗି ବୁଧବାର ୧୫ ଜଣିଆ ଭାରତୀୟ ଦଳ...

ସୁଯୋଗ ପାଇବା ପୂର୍ବରୁ ବାଦ୍‌ ପଡ଼ିଲେ

ମୋହାଲି,୭।୩: ଭାରତୀୟ ମ୍ୟାନେଜମେଣ୍ଟ ଚାଇନାମ୍ୟାନ୍‌ ସ୍ପିନର କୁଲଦୀପ ଯାଦବଙ୍କୁ ଦଳରୁ ରିଲିଜ କରିଛି। ଅଲରାଉଣ୍ଡର ଅକ୍ଷର ପଟେଲ ସମ୍ପୂର୍ଣ୍ଣ ଫିଟ୍‌ ହେବା ପରେ ଏଭଳି ନିଷ୍ପତ୍ତି...

ଓ୍ବାର୍ନରଙ୍କ ପାଖରେ ୧୪ ବର୍ଷ ତଳର ରେକର୍ଡ ଭାଙ୍ଗିବାର ସୁଯୋଗ

ଦୁବାଇ,୧୪।୧୧: ଟି୨୦ ବିଶ୍ୱକପ୍‌ର ଚଳିତ ସଂସ୍କରଣରେ ଅଷ୍ଟ୍ରେଲିଆ ପାଇଁ ସର୍ବାଧିକ ରନ୍‌ କରିଥିବା ଓପନର ଡେଭିଡ୍‌ ଓ୍ବାର୍ନର ନ୍ୟୁଜିଲାଣ୍ଡ ବିପକ୍ଷ ଫାଇନାଲରେ ଏକ ସ୍ବତନ୍ତ୍ର ରେକର୍ଡର...

ଅଟୋ ଚଳାଇ ପୁଅକୁ କ୍ରିକେଟର କରିଥିଲେ ମୋହମ୍ମଦ ଗୌସ: ଟେଷ୍ଟରେ ଡେବ୍ୟୁ ଦେଖିବା ପୂର୍ବରୁ ନିଧନ

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଦ୍ରୁତ ବୋଲର ମୋହମ୍ମଦ ସିରାଜଙ୍କ ବାପା ମୋହମ୍ମଦ ଗୌସଙ୍କ ଶୁକ୍ରବାର ନିଧନ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସେ...

ଆଇସିସିର ବାଉଣ୍ଡାରୀ ନିୟମ ପରିବର୍ତ୍ତନକୁ ନିଶାମଙ୍କ ପରିହାସ

ନୂଆଦିଲ୍ଲୀ, ୧୬।୧୦ (ପି.ଟି.)- ବିବାଦୀୟ ବାଉଣ୍ଡାରୀ କାଉଣ୍ଟ ନିୟମ ପରିବର୍ତ୍ତନ କରିବା ପରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏବେ ସମାଲୋଚନାର ଶିକାର ହୋଇଛି। ନ୍ୟୁଜିଲାଣ୍ଡ...

Advertisement
Archives

Model This Week