Posted inଜାତୀୟ

ଫେବୃୟାରୀରେ ବାୟୁସେନାକୁ ମିଳିବ ୪ ଚିନୁକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୯।୭: ଫେବୃୟାରୀରେ ଭାରତୀୟ ବାୟୁସେନାକୁ ୪ ଶକ୍ତିଶାଳୀ ସିଏଚ୍‌-୪୭ ଚିନୁକ୍‌ ହେଲିକପ୍ଟର ମିଳିବ। ଏନେଇ ଆମେରିକା ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିବ। ୨୦୧୫ରେ ଭାରତ ୧୫ ଚିନୁକ୍‌ ସହିତ ୨୨ଟି ଆପାଚେ ହେଲିକପ୍ଟର ପାଇଁ ଆମେରିକା ସହିତ ବୁଝାମଣା କରିଥିଲା। ଏହା ଅନ୍ତର୍ଗତ ଆମେରିକା ଚିନୁକ୍‌ ହେଲିକପ୍ଟର ଭାରତକୁ ଯୋଗାଇ ଦେଉଛି। ଏହି ଆଧୁନିକ ସିଏଚ୍‌-୪୭ ଚିନୁକ୍‌ ହେଲିକପ୍ଟର ବହୁବିଧ କାର୍ଯ୍ୟ କରିବାକୁ ସକ୍ଷମ ହେବ। ଏହାଦ୍ୱାରା ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri