ଫେବୃୟାରୀ ପ୍ରଥମ ସପ୍ତାହରେ ବିଧାନସଭା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଅବଗତ କରାଯାଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପାଇଁ ତଥ୍ୟ ମଗାଯାଇଛି। ଜାନୁୟାରୀ ୨୦ ସୁଦ୍ଧା ସମସ୍ତ ବିଭାଗ ସରକାରଙ୍କ ବିକାଶର ତଥ୍ୟ ସଂସଦୀୟ ବିଭାଗକୁ ପ୍ରଦାନ କରିବେ। ଅନ୍ୟପକ୍ଷରେ ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ମଧ୍ୟ ଏକ ପ୍ରସ୍ତାବ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି। ବିଧାନସଭା ଅଧିବେଶନ ପାଇଁ ଚୂଡାନ୍ତ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଫେବୃୟାରୀ ୬ କିମ୍ବା ୭ରୁ ବିଧାନସଭା ଅଧିବେଶନ ଆରମ୍ଭ କରିବା ନେଇ ପ୍ରସ୍ତାବ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri