Posted inଜାତୀୟ

ଫେବୃୟାରୀ ୧ରେ କେନ୍ଦ୍ର ବଜେଟ: ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ

ନୂଆଦିଲ୍ଲୀ,୧୪ା୧୨ (ଆଇଏଏନ୍‌ଏସ୍‌): ୨୦୨୦-୨୧ ଆର୍ଥକ ବର୍ଷ ଲାଗି ଫେବୃୟାରୀ ୧ରେ କେନ୍ଦ୍ର ବଜେଟ ଉପସ୍ଥାପନ ହେବ। ସେହିଭଳି ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ ଆଗତ କରାଯିବ। ୨୦୧୫-୧୬ ପରେ ପ୍ରଥମ ଥର ଲାଗି ଶନିବାର ବଜେଟ ଉପସ୍ଥାପନ କରାଯିବ। କେନ୍ଦ୍ର ସରକାର ପରମ୍ପରା ଅନୁଯାୟୀ କାର୍ଯ୍ୟ ଜାରି ରଖିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ଶୁକ୍ରବାର କହିଛନ୍ତି। ପ୍ରକାଶଥାଉ କି, ୨୦୧୭-୧୮ର କେନ୍ଦ୍ର ବଜେଟ ଫେବୃୟାରୀ ୧ରେ ଆଗତ କରାଯାଇଥିଲା ଓ ସେବେଠାରୁ ଏହି ପରମ୍ପରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?