Posted inଜାତୀୟ

ଫେବୃୟାରୀ-୧ରେ ଫାଶୀ: ରକ୍ଷା ପାଇବା ଲାଗି ବିନୟ-ଅକ୍ଷୟ-ପଓ୍ବନଙ୍କ ପାଖରେ ରହିଛି ବିକଳ୍ପ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀଦଣ୍ଡ ପାଇଁ ମୃତ୍ୟୁ ଓ୍ବାରେଣ୍ଟ୍‌ ଜାରି ହୋଇସାରିଛି। ଇତିମଧ୍ୟରେ ମୁକେଶ ସିଂଙ୍କ ଫାଶୀରୁ ରକ୍ଷା ପାଇବା ସମସ୍ତ ବିକଳ୍ପ ଶେଷ ହୋଇଛି। ବୁଧବାର ରାଜକ୍ଷମା ବିରୋଧରେ ସେ ସୁପ୍ରିମ୍‌କୋର୍ଟରେ କରିଥିବା ଆବେଦନ ଖାରଜ ହୋଇଛି। ତେବେ ଦୋଷୀ ବିନୟ ଶର୍ମାଙ୍କ ପାଖରେ ଏବେ ରାଜକ୍ଷମା ଏବଂ ରାଜକ୍ଷମା ଖାରଜ ହେବା ପରେ ସୁପ୍ରିମ୍‌କୋର୍ଟରେ ଆବେଦନ କରିବା ଆଦି ୨ଟି ବିକଳ୍ପ ରହିଛି। ସେହିପରି ପଓ୍ବନ ଗୁପ୍ତା ଏବଂ ଅକ୍ଷୟ ସିଂଙ୍କ ପାଖରେ ୩ଟି ବିକଳ୍ପ ରହିଛି। ସେମାନେ କ୍ୟୁରେଟିଭ୍‌ ପିଟିଶନ୍‌ ଦାଖଲ କରିପାରିବେ। ଏହାପରେ ଏହି ୨ ଦୋଷୀ ରାଷ୍ଟ୍ରପତିଙ୍କ ପାଖରେ ରାଜକ୍ଷମା ଲାଗି ମଧ୍ୟ ଆବେଦନ କରିବା ବିକଳ୍ପ ରହିଛି। ରାଜକ୍ଷମା ଖାରଜ ହେଲେ ଏହା ବିରୋଧରେ ସୁପ୍ରିମ୍‌କୋର୍ଟରେ ମଧ୍ୟ ସେମାନେ ଆବେଦନ କରିପାରିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଅକ୍ଷୟଙ୍କ ରାଜକ୍ଷମା ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ହାଇଆଲର୍ଟ ଜାରି

ଚଣ୍ଡିଗଡ,୩୦।୯:ପଞ୍ଜାବର ୪ଟି ସହରରେ ଆତଙ୍କବାଦୀମାନେ ଆକ୍ରମଣ ଯୋଜନା କରିଛନ୍ତି। ଗୁଇନ୍ଦା ସୁତ୍ରରୁ ମିଳିଥିବା ଖବର ଅନୁଯାୟୀ, ଅମୃତସର, ପଠାନକୋର୍ଟ, ବାଟଲା ଏବଂ ଗୁରୁଦାସପୁରରେ ଆତ୍ମଘାତୀ ଆକ୍ରମଣ...

ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୧।୧୧: ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌ର ବ୍ୟବସ୍ଥା ଅନୁଯାୟୀ ଚିଟ୍‌ଫଣ୍ଡ ଜମାରାଶି ସୀମା ୩ ଗୁଣ ବଢ଼ାଯାଇଛି। ଏହି...

ପାର୍ଲାମେଣ୍ଟରେ ତେଲ ଦର ତାତି

ନୂଆଦିଲ୍ଲୀ,୨୯।୩: ବିରୋଧୀ ଦଳଗୁଡ଼ିକ ସୋମବାର ପାର୍ଲାମେଣ୍ଟରେ ତେଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ନେଇ ହଟ୍ଟଗୋଳ କରିବା ସହ ବର୍ଦ୍ଧିତ ଦର ପ୍ରତ୍ୟାହାର ଦାବି...

କୋଚିଂ ନେବାକୁ ଆସି ଛାତ୍ରଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୩ା୮: ମେଡିକାଲ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଜଣେ ଛାତ୍ର ରାଜସ୍ଥାନର କୋଟାରେ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଚଳିତ ବର୍ଷ କୋଟାରେ ଏହା...

ସୀମାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ…

ଗୁରଦାସପୁର, ୨୧।୧୨: ପୂର୍ବରୁ ଜମ୍ମୁ-କଶ୍ମୀରର ଏଲଓସିରେ ପାକିସ୍ତାନ ପଟୁ ଅନୁପ୍ରବେଶ ହେଉଥିଲା। ତେବେ ଏବେ ପାକିସ୍ତାନୀ ଆତଙ୍କବାଦୀମାନେ ପଞ୍ଜାବରେ ସୀମାବାଟେ ଭାରତରେ ଅନୁପ୍ରବେଶ କରିବା ଉଦ୍ୟମ...

୩ ଦିନିଆ ଭାରତ ଗସ୍ତରେ ଆସିବେ ଆଣ୍ଟୋନିଓ ଗୁଟେରସ୍‌

ନୂଆଦିଲ୍ଳୀ,୧୭।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ୩ ଦିନିଆ ଗସ୍ତରେ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ...

ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ଅଜବ ଦାବି!

ଅଗରତାଲା,୧୫ ।୨: ତିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ପୁଣିଥରେ ନିଜର ଅଜବ ଦାବିକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଅଗରତାଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ...

ଜିଏସଟିରେ ପରିବର୍ତ୍ତନ କରିବୁ…..କର୍ନାଟକରେ ଏମିତି କହିଲେ ରାହୁଲ ଗାନ୍ଧୀ

ବେଙ୍ଗାଲୁରୁ,୨୪।୪: କର୍ନାଟକ ବିଧାନ ସଭା ନିର୍ବାଚନ ପାଇଁ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ତେବେ କଂଗ୍ରେସ ପୁଣି ରାଜ୍ୟରେ ଶାସନକୁ ଫେରିବା ପାଇଁ...

Advertisement
Archives

Model This Week