Posted inଜାତୀୟ

ଫେବୃୟାରୀ ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଅରବିନ୍ଦ କେଜରିଓ୍ବାଲ ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ଆମ୍‌ ଆଦ୍‌ମୀ ପାର୍ଟ(ଏଏପି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ଦଳର ୬୨ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କେତେକ ଶପଥ ନେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଦଳୀୟ ବୈଠକରେ କେଜରିଓ୍ବାଲଙ୍କୁ ନେତା ଭାବେ ନିର୍ବାଚିତ କରାଯିବ। ଏହି ବୈଠକ କେଜରିଓ୍ବାଲଙ୍କ ବାସଭବନରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ନକଲି ସାଧୁ ଗିରଫ, ୭୦ ହଜାର ଟଙ୍କା ଜବତ…

ଇଟାନଗର, ୨୦।୯ : ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ ଜିଲାରୁ ୧୧ ଜଣ ନକଲି ସାଧୁଙ୍କୁ ପୋଲିସ ଗିରଫ କରିଛି। ପଶ୍ଚିମବଙ୍ଗର ମାଲଦାଠାରେ ଆଶ୍ରମ ନିର୍ମାଣ...

୩୨ ବର୍ଷ ପରେ କଶ୍ମୀରରେ ଖୋଲିଲା ସିନେମା ହଲ୍‌

ଶ୍ରୀନଗର,୨୦।୯: କଶ୍ମୀରବାସୀ ବଡ ପରଦାରେ ଫିଲ୍ମ ଦେଖିବାର ଅପେକ୍ଷା ଏବେ ଶେଷ ହୋଇଛି। ମଙ୍ଗଳବାର ଶ୍ରୀନଗରର ସୋନମାର୍ଗଠାରେ ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ପ୍ରଥମ ମଲ୍ଟିପ୍ଲେକ୍ସ...

ବନ୍ଦ ହେଲା ୟାହୁର ନ୍ୟୁଜ ୱେବସାଇଟ୍‌

ନୂଆଦିଲ୍ଲୀ,୨୬।୮: ଭାରତରେ ୟାହୁ ତା’ର ନ୍ୟୁଜ ୱେବସାଇଟ୍‌ ଗୁରୁବାର ବନ୍ଦ କରିଦେଇଛି। ଏଗୁଡ଼ିକ ମଧ୍ୟରେ ୟାହୁ ନ୍ୟୁଜ, ୟାହୁ କ୍ରିକେଟ ଫାଇନାନ୍ସ, ଏଣ୍ଟରଟେନମେଣ୍ଟ ଓ ମେକର୍ସ...

୨ ଆତଙ୍କବାଦୀଙ୍କୁ ଚଣ୍ଡିଗଡ଼ରେ ପହଞ୍ଚାଇବା ପାଇଁ ଡିଏସ୍‌ପି କରିଥିଲେ ୧୨ ଲକ୍ଷ ଟଙ୍କାର ଡିଲ୍‌

ଶ୍ରୀନଗର,୧୩।୧: ଡିଏସ୍‌ପି ଦେବିନ୍ଦର ସିଂଙ୍କୁ ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଗିରଫ କରାଯାଇଛି। କଶ୍ମୀରର କୁଲଗାମ୍‌ରେ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର...

‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’

ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି।...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୨ ମୃତ, ୧୫ ଆହତ

ଶ୍ରୀନଗର,୨।୧: ଜମ୍ମୁ-କଶ୍ମୀରରେ ସୁନ୍ଦରବନୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ଖାଲରେ...

ଏଣିକି ରାଜ୍ୟପାଳ ନୁହେଁ ମୁଖ୍ୟମନ୍ତ୍ରୀ ରହିବେ ବିଶ୍ୱବିଦ୍ୟାଳୟର କୁଳାଧିପତି

କୋଲକାତା,୨୬।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟପାଳଙ୍କ ବଦଳରେ ମମତା ବାନାର୍ଜୀ...

ପ୍ରଥମେ ଲୁଟ କର-ପରେ ନିର୍ଦ୍ଦୋଷରେ ଖଲାସ, ଏହା କେନ୍ଦ୍ର ସରକାରଙ୍କ ମଡେଲ: କଂଗ୍ରେସ…

ନୂଆଦିଲ୍ଲୀ,୨୧।୩ : ବିରୋଧୀଦଳର ନେତାଙ୍କ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଏବଂ ସେଣ୍ଟ୍ରାଲ ଇନଭେଷ୍ଟିଗେଶନ ବ୍ୟୁରୋ (ସିବିଆଇ) ବ୍ୟବହାର କରାଯାଉଥିବା ବେଳେ ମେହୁଲ ଚୋକସିଙ୍କ ନାମ...

Advertisement
Archives

Model This Week