ଫେବୃୟାରୀ ୩ ରୁ ଆଇଏସ୍‌ସି ଦ୍ୱାଦଶ, ୨୭ରୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ-୨୦୨୦ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଦଶମ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। ସେହିପରି ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୩ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୧ରେ ଶେଷ ହେବ। ଦଶମ ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବାକୁଥିବାବେଳେ ୧୦ଟା ୪୫ରେ ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନପତ୍ର ଦିଆଯିବ। ସେହିପରି ଦ୍ୱାଦଶର ମୌଖିକ (ପ୍ରାକ୍ଟିକାଲ୍‌) ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବାକୁ ଥିବାବେଳେ ୮ଟା ୪୫ରେ ପ୍ରଶ୍ନପତ୍ର ଦିଆଯିବ। ଦ୍ୱାଦଶର ଲିଖିତ ପରୀକ୍ଷା ଅପରାହ୍ନ ୨ଟାରେ ଆରମ୍ଭ ହେବାକୁ ଥିବାବେଳେ ୧ଟା ୪୫ରେ ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନପତ୍ର ଦିଆଯିବ। ପରୀକ୍ଷାର୍ଥୀମାନେ www.cisce.org ଓ୍ବେବ୍‌ସାଇଟ୍‌ରୁ ପରୀକ୍ଷା ସୂଚୀ ଏବଂ ଅନ୍ୟାନ୍ୟ ତଥ୍ୟ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ

ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri