ଫେରାର ଅଭିଯୁକ୍ତ ଗିରଫ

ଯୋଡ଼ା, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ଜେଏମ୍‌ଏଫସି କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ପୋଲିସ କବଳରୁ ଫେରାର ହୋଇଯାଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି| ଯୋଡା ଥାନା ସବଇନ୍ସପେକ୍ଟର ରଞ୍ଜିତ କୁମାର ପଟ୍ଟନାୟକଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡା ସହରର ଚେମେରି କ୍ୟାମ୍ପ ଠାରେ ରହୁଥିବା ମନୋଜ କାଳନ୍ଦୀ ନାମକ ଯୁବକ ବିଭିନ୍ନ ମାରଣାସ୍ତ୍ର ଏବଂ ବନ୍ଧୁକ ଦେଖାଇ ସହରରେ ଆତଙ୍କ ଖେଳାଉଥିଲା। ମନୋଜ କାଳନ୍ଦୀ ନାମରେ ୨୦୧୪ ମସିହାରେ ଯୋଡା ଥାନାରେ ୨୫(ସ)ଆର୍ମସ ଆକ୍ଟ ରୁଜୁ କରି କୋର୍ଟ ଚାଲାଣ କରାଯାଇଥିଲା ା ବଡବିଲ ଜେଏମ୍‌ଏଫସି କୋର୍ଟ ଏହାର ବିଚାର କରି ୨୦୧୮ ମସିହାରେ ଅଭିଯୁକ୍ତ ମନୋଜ କାଳନ୍ଦୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ା ତାଙ୍କୁ କୋର୍ଟକୁ ନେବା ବେଳେ ସେ ଫେରାର ହୋଇଯାଇଥିଲେ। ପୋଲିସ ଏହାର ତଦନ୍ତ ଜାରି ରଖିଥିଲା। ଗୁରୁବାର ଝୁମ୍ପୁରା ଥାନା ଅଞ୍ଚଳରୁ ଗିରଫ କରାଯାଇଥିବା ସବଇନ୍ସପେକ୍ଟର ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ବାଲେଶ୍ଵରରେ ସ୍ଥିତି ସମୀକ୍ଷା କଲେ ଡିଜିପି ଅରୁଣ ଷଡଙ୍ଗୀ

ବାଲେଶ୍ଵର,୨୦।୬(ମାନସ ବିଶ୍ୱାଳ): ଡିଜିପି ଅରୁଣ ଷଡଙ୍ଗୀ ସନ୍ଧ୍ୟା ୭.୩୦ ମିନିଟରେ ବାଲେଶ୍ଵର ପହଞ୍ଚି ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ପରିସରରେ ଡିଜିପିଙ୍କ...

ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ ନିଷ୍ପତ୍ତି

ବାଲେଶ୍ୱର,୨୦।୬: ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ...

ବାଲେଶ୍ୱରରେ ଜୁନ୍‌ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ

ବାଲେଶ୍ୱର,୨୦।୬(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଟା ଜାରି...

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ...

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ...

ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି...

ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ...

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri