ଫେରିଲେ ଏର୍ଣ୍ଣାକୁଲମ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର ଏକ କପଡ଼ା କାରଖାନାରେ ଝିଅମାନେ କାମ କରୁଥିଲେ। ହେଲେ ଲକ୍‌ଡାଉନ୍‌ ଯୋଗୁ ସେଠାରେ ଫସି ରହିଥିଲେ। ଫେରିଥିବା ସମସ୍ତ ଝିଅ କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ପହଞ୍ଚିବା ପରେ ଝିଅମାନଙ୍କୁ ବସ୍‌ରେ ସିଧା କେନ୍ଦ୍ରାପଡ଼ାକୁ ନିଆଯାଇଛି। ସେଠାରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ କ୍ୱାରାଣ୍ଟାଇନ୍‌ରେ ରହିବା ବନ୍ଦୋବସ୍ତ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧.୩୦ ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ...

ସୀମା ସିଲ୍‌ ସତ୍ତ୍ୱେ ହାଇଦ୍ରାବାଦରୁ ଆସିଲେ ଶହେରୁ ଉର୍ଦ୍ଧ୍ୱ ପ୍ରବାସୀ

ବାଲେଶ୍ୱର ଅଫିସ,୧୨।୫-ସୀମା ସିଲ୍‌ କରାଯାଇଥିଲେ ମଧ୍ୟ ହାଇଦ୍ରାବାଦରୁ ଶହେରୁ ଊର୍ଦ୍ଧ୍ୱ ପ୍ରବାସୀ ଚାଲି ଚାଲି ଆସି ସୋମବାର ବାଲେଶ୍ୱର ଜିଲା ରେମୁଣା ଗୋଲେଇରେ ପହଞ୍ଚିଥିଲେ। ଏତେସଂଖ୍ୟକ...

ଯୁଆଡ଼େ ଦେଖିଲେ ବିଜେଡି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଉପକୂଳ, ପଶ୍ଚିମ, ଉତ୍ତର, ଦକ୍ଷିଣ ଯେଉଁଠି ଦେଖିଲେ ବିଜେଡି। ସବୁଆଡ଼େ ଶଙ୍ଖନାଦ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବରଦସ୍ତ କ୍ରେଜ୍‌ ସବୁଠି...

ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି...

କୋଭିଡ୍‌ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ

ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ...

ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି...

ପଳାଶୁଣୀ ବସ୍‌ଷ୍ଟାଣ୍ଡ୍‌ରେ ନାହିଁ ଶୌଚାଳୟ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ୧ନମ୍ବର ସ୍ମାର୍ଟସିଟିରେ ପରିଣତ କରିବା ସହ ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢ଼ି ତୋଳିବା ପାଇଁ ବିଏମ୍‌ସି...

ଶ୍ରୀକପିଳେଶ୍ୱର ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗ: ହାଇକୋର୍ଟ ରାୟ ଖୁଣ୍ଟିଆ ସେବାୟତଙ୍କ ସପକ୍ଷରେ

ପୁରୁଣା ଭୁବନେଶ୍ୱର, ୧୭।୧୦(ଡି.ଏନ.ଏ.): ଦୀର୍ଘଦିନ ଧରି ଶ୍ରୀକପିଳେଶ୍ୱର ମନ୍ଦିରରେ ୨ ପ୍ରମୁଖ ସେବାୟତ ଗୋଷ୍ଠୀ ମଧ୍ୟରେ ଉପୁଜିଥିବା ବିବାଦର ସମାଧାନ ନିମନ୍ତେ ହାଇକୋର୍ଟ ଦେବୋତ୍ତର ଆୟୁକ୍ତଙ୍କୁ...

Advertisement
Archives

Model This Week