ଫେରି ପାରନ୍ତି ଇସା

ମୁମ୍ବାଇ: ବଲିଉଡ୍‌ ନାୟିକା ଇସା ଦଓ୍ବେଲ ପୁଣିଥରେ ପରଦା ମୁହାଁ ହୋଇଛନ୍ତି ବୋଲି ଖବର ମିଳିଛି। ବିବାହ ଓ ମାତୃତ୍ୱଲାଭ ପରେ ସେ ବଡ ପରଦାରୁ ଦୂରେଇ ଯାଇଥିଲେ। ହେଲେ ଏବେ ପୁଣିଥରେ ଭଲ କାହାଣୀ ଓ ଭଲ ଚରିତ୍ର ମିଳିଲେ ସେ ପୁଣିଥରେ ଅଭିନୟ କରିବେ ବୋଲି କହିଛନ୍ତି। ତେବେ ପୂର୍ବଭଳି ସେ ଗୋଟିଏ ପ୍ରକାର ଚରିତ୍ରରେ ଅଭିନୟ କରିବେ ନାହିଁ ବୋଲି କହିଛନ୍ତି। ୨୦୦୨ରେ ପ୍ରଥମେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଇସା। ଯଦିଓ ତାଙ୍କ ପ୍ରଥମ ଫିଲ୍ମ ବକ୍ସ ଅଫିସରେ ହିଟ୍‌ ହୋଇ ନ ଥିଲା ଇସାଙ୍କ ଅଭିନୟକୁ କିନ୍ତୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ଆଉ ତୁଷାର କପୁରଙ୍କ ସହ ତାଙ୍କ ଯୋଡିକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ହେଲେ ଏବେ ଇସା କାହାସହ ପରଦାକୁ ଫେରୁଛନ୍ତି ତାକୁ ଅପେକ୍ଷା ରଖିଛନ୍ତି ଦର୍ଶକ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇଲେ ସ୍ବରା

ମୁମ୍ବାଇ: କରୋନା ମହାମାରୀ ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ଯୋଗୁ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି। ଗୋଟିଏ ପଟେ...

ଶେଷରେ ଅନନ୍ୟା

ଯାହାହେଉ ଶେଷରେ କରନ୍‌ ଟେନସନରୁ ମୁକ୍ତ ହେଲେ। କଥା କ’ଣ କି ତାଙ୍କର ଆଗାମୀ ଫିଲ୍ମ ‘ଫାଇଟର’ର ନାୟିକା କିଏ ହେବ ସେ ନେଇ ଅଡୁଆରେ...

ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ

ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ...

ମୋଦିଙ୍କୁ ଟୁଇଟ୍‌ କରି ଚର୍ଚ୍ଚାରେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପର୍‌ଫେକ୍ସନିଷ୍ଟ ଆମିର ଖାଁ ସବୁବେଳେ ସାମାଜିକ ବିଷୟ ବସ୍ତୁକୁ ନେଇ ରିସର୍ଚ୍ଚ କରୁଥିବା ବେଳେ ଏହାକୁ ଠିକ୍‌ ଢଙ୍ଗରେ ଉପସ୍ଥାପନ କରିବା...

ପ୍ରଥମ ଥର ଲାଗି ଏକାଠି ହେବେ ପ୍ରିୟଙ୍କା-ରାଜ କୁମାର ରାଓ

ମୁମ୍ବାଇ: ପ୍ରଥମ ଥର ପାଇଁ ଏକାଠି କାମ କରିବେ ପ୍ରିୟଙ୍କା ଚୋପ୍ରା ଜୋନାସ ଏବଂ ରାଜକୁମାର ରାଓ। ତେବେ ଫିଲ୍ମଟି କେବଳ ନେଟ୍‌ଫିଲ୍ସ ଚ୍ୟାନେଲ୍‌ରେ ରିଲିଜ...

ଫିଲ୍ମ ‘୮୩’ରେ ସୟଦ କିର୍ମାନୀଙ୍କ ଚରିତ୍ରରେ ନଜର ଆସିବେ ଏହି ଅଭିନେତା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହେଉଛି ଫିଲ୍ମ ‘୮୩’। ଏଥିରେ ମୁଖ୍ୟ...

ଚୀର ନିଦ୍ରାରେ ସୁଶାନ୍ତ

ମୁମ୍ବାଇ,୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ ମୁମ୍ବାଇ ସ୍ଥିତ ଭିଲେ ପାର୍ଲେ ସ୍ଥିତ ଶ୍ମଶାନ ଘାଟରେ କରାଯାଇଛି। ସୁଶାନ୍ତଙ୍କୁ ବିଦାୟ ଦେବାକୁ ବଲିଉଡ୍‌...

ନାଗଫାଶ’ରୁ ‘ଅଜାତି’ ଯାଏ ଅପରାଜେୟ ବିଜୟ

ବିଜୟ ମହାନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ସ୍ପର୍ଦ୍ଧିତ ଉଚ୍ଚାରଣ। ପିଲାଠୁ ବୟସ୍କଙ୍କ ଯାଏ ତାଙ୍କୁ ଟେଲିଭିଜନ୍‌ରୁ ବଡ଼ ପରଦା ଯେଉଁଥିରେ ଦେଖିଲେ ଚିହିଁକି ଉଠିଥାଆନ୍ତି...

Coronavirus Update


Archives

Model This Week

Why Dharitri