Posted inଜାତୀୟ

ଫେଶନ ଡିଜାଇନର ରୋଡ୍ରିକ୍ସଙ୍କ ପରଲୋକ

ପଣଜୀ,୧୩ା୨: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ଖ୍ୟାତନାମା ଫେଶନ ଡିଜାଇନର ତଥା ଲେଖକ ଓ୍ବେଣ୍ଡେଲ୍‌ ରୋଡ୍ରିକ୍ସଙ୍କର ବୁଧବାର ତାଙ୍କ ଗୋଆ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୯ ବର୍ଷ ହୋଇଥିଲା। ବଲିଉଡ୍‌ ସେଲିବ୍ରିଟିମାନଙ୍କ ସହ ତାଙ୍କର ଉତ୍ତମ ସମ୍ପର୍କ ରହିଥିଲା। ସେ ବଲିଉଡ୍‌ ଅଭିନେତା ଅଭିନେତ୍ରୀମାନଙ୍କ ପାଇଁ କେବଳ ପୋଷାକ ଡିଜାଇନ କରୁ ନ ଥିଲେ, ସେ କୌଜାଦ ଗୁସ୍ତାଦଙ୍କ ‘ବୁମ୍‌’ ଓ ମଧୁର ଭଣ୍ଡାରକରଙ୍କ ଫେଶନ ଚଳଚ୍ଚିତ୍ରରେ ମଧ୍ୟ ସ୍ଥାନ ପାଇଥିଲେ। ଏହା ବ୍ୟତୀତ ଅନେକ ପତ୍ରିକାରେ ତାଙ୍କ ଲେଖା ପ୍ରକାଶିତ ହୋଇଛି। ସବୁଜ ପରିବେଶ ପାଇଁ କାମ କରୁଥିବା ରୋଡ୍ରିକ୍ସ ଗଛକଟା ବିରୋଧରେ ପ୍ରଚାର ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ୫ ସୁତ୍ରୀ ଯୋଜନା

ନୂଆଦିଲ୍ଲୀ,୪।୪: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କରୋନା ବୃଦ୍ଧି...

ନୀତିଶଙ୍କ ଉପରକୁ ପଥର ମାଡ଼

ପାଟନା,୩।୧୧: ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଜାରି ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଉପରକୁ ପଥର ମାଡ଼ କରାଯାଇଛି।...

ଆର୍‌ସି ଏବଂ ଡିଏଲ୍‌ ସହିତ ଲିଙ୍କ୍‌ ହେବ ମୋବାଇଲ୍‌ ନମ୍ବର: ମୋଦି ସରକାର ଲୋଡିଲେ ଲୋକଙ୍କ ମତାମତ

ନୂଆଦିଲ୍ଲୀ,୭।୧୨: ଏଣିକି ରେଜିଷ୍ଟ୍ରେଶନ ସାର୍ଟିଫିକେଟ(ଆର୍‌ସି) ଏବଂ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ସହିତ ମୋବାଇଲ୍‌ ନମ୍ବରକୁ ଲିଙ୍କ୍‌ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି।...

ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସେ ହେଉଛନ୍ତି ଅଭିଷେକ ସିଂ। ସ୍ଥାନୀୟ ସିହାଓ୍ବଲ ଅଞ୍ଚଳରେ ଥିବା ଏକ...

ପଞ୍ଚକୁଲା ହିଂସା: ହନିପ୍ରୀତଙ୍କୁ ଜାମିନ

ଚଣ୍ଡିଗଡ଼,୬।୧୧: ୨୦୧୭ର ବହୁ ଚର୍ଚ୍ଚିତ ପଞ୍ଚକୁଲା ହିଂସା ମାମଲାରେ ଆତ୍ମଘୋଷିତ ବାବା ଗୁରମିତ ସିଂହଙ୍କ ପୋଷ୍ୟକନ୍ୟା ହନିପ୍ରୀତ ସିଂହଙ୍କୁ ବୁଧବାର ଜାମିନ ମିଳିଛି। ଜାମିନ ମିଳିବାର...

କେଉଁଦିନ ପାଳନ କରାଯାଏ ଛୋଟ ଦୀପାବଳି

ଦୀପାବଳି ପାଳନର ମହତ୍ୱ ଯେପରି ରହିଛି ଠିକ୍‌ ସେହିପରି ଏହା ପୂର୍ବଦିନର ପର୍ବ ଗୁଡିକର ମହତ୍ୱ ମଧ୍ୟ ରହିଛି। ଯେମିତି ଧନତେରାସ୍‌ ସେମିତି ଛୋଟ ଦୀପାବଳି।...

ଡିଏମ୍‌କେ ବିଧାୟକ କେପିପି ସାମୀଙ୍କ ପରଲୋକ

ଚେନ୍ନାଇ,୨୭।୨: ତାମିଲନାଡୁର ପୂର୍ବତନ ମନ୍ତ୍ରୀ ତଥା ଡିଏମ୍‌କେ ବିଧାୟକ କେପିପି ସାମୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ମୃତ୍ୟୁ...

କେନ୍ଦ୍ର ସରକାର-ଟୁଇଟରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାର ଓ ଟୁଇଟରକୁ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଜନହିତକର ଆବେଦନର ଶୁଣାଣି ସମୟରେ ନୋଟିସ ଜାରି କରିଛନ୍ତି । ସୁପ୍ରିମକୋର୍ଟ କେନ୍ଦ୍ର,...

Advertisement


Archives

Model This Week