ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ ଭାଇ ଭଉଣୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଅମଣ୍ଡା। ସୂଚନାଯୋଗ୍ୟ, ଅମଣ୍ଡା ଓ ତାଙ୍କ ଭାଇ ମୋଜେସଙ୍କ ମଧ୍ୟ ଫେସବୁକକୁ ନେଇ ପାଟିତୁଣ୍ଡ ହୋଇଥିଲା। ମୋତେ କାହିଁକି ଫେସବୁକରୁ ଅନଫ୍ରେଣ୍ଡ୍‌ କଲୁ ବୋଲି କହି ଭାଇ ପକେଟରୁ ପିସ୍ତଲ କାଢି ଭଉଣୀ ଉପରକୁ ଗୁଳି ବର୍ଷଣ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭାଇକୁ ଗିରଫ କରିଛି। ମୋଜେସ ନିଜ ପ୍ରତିକ୍ରିୟାରେ କହିଛନ୍ତି, ମୁଁ ଅମଣ୍ଡା ଉପରକୁ ଗୁଳି ମାରିବାକୁ ଚାହୁଁ ନ ଥିଲି। କିନ୍ତୁ ହଠାତ୍‌ ଭୁଲବଶତଃ ପିସ୍ତଲ ହାତ ବାଜିଯିବାରୁ ଗୁଳିଟି ଫୁଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକୃତିକ ବିପର୍ଯ୍ୟୟକୁ ଶୀଘ୍ର ଭୁଲି ପାରନ୍ତି ଭାରତୀୟ !

ନୂଆଦିଲ୍ଲୀ, ୩୧।୮: ପୃଥିବୀରେ ଦକ୍ଷିଣ ଏସିଆ ବାସିନ୍ଦାଙ୍କର ଏକ ସ୍ବତନ୍ତ୍ର ସ୍ଥିତି ରହିଛି। ଏଠାରେ ବହୁ ସମୟରେ ପ୍ରାକୃତିକ ବିପର୍ଯ୍ୟୟ ଅନୁଭୁତ ହୋଇଥାଏ। କେବେ ଭୂମିକମ୍ପ...

ପୃଥିବୀ ଆଡ଼କୁ ମାଡ଼ିଆସୁଛି ୧୦୧୭ ଫୁଟ ଲମ୍ବ ଉଲକାପିଣ୍ଡ

ଓ୍ବାଶିଂଟନ,୨୪।୬: ପୃଥିବୀରେ କରୋନା ଆତଙ୍କ ଦେଖାଦେଇଥିବାବେଳେ ଏବେ ମହାକାଶରୁ ବିରାଟକାୟ ଉଲକାପିଣ୍ଡ ୨୦୧୦-ଏନ୍‌ଓ୍ବାଇ-୬୫ ମାଡ଼ି ଆସୁଛି। ଜୁନ ୨୪ରେ ଏହା ପୃଥିବୀର ନିକଟ ଦେଇ ଗତି...

ବ୍ରିଟେନରେ ଆଠ ଜଣରେ ଜଣଙ୍କର ମୃତ୍ୟୁ ପ୍ରଦୂଷଣ ଯୋଗୁ ହେଉଛି!

କୋପନହେଗାନ,୧୦ ।୯: ଏକ ଗବେଷଣାରୁ ଜଣାପଡିଛି କି ୟୁରୋପରେ ପ୍ରତି ୮ ଜଣଙ୍କ ମଧ୍ୟରେ ଜଣଙ୍କର ମୃତ୍ୟୁ ପ୍ରଦୂଷଣ ଯୋଗୁ ହେଉଛି । ୟୁରୋପ ସଂଘର...

ପ୍ରତିଦିନ ୨ ଘଣ୍ଟା ଟ୍ରାଫିକ ନିୟମ ପାଳନ ସମ୍ପର୍କରେ ସଚେତନ କରାଉଛନ୍ତି ୫୮ ବର୍ଷୀୟା ମହିଳା

ଇନ୍ଦୋର: ୟୁରୋପ ଏବଂ ଆମେରିକାର ଯାତାୟାତ ବ୍ୟବସ୍ଥାକୁ ଦେଖି ନ୍ୟାୟନଗରରେ ରହୁଥିବା ୫୮ ବର୍ଷୀୟା ବୃନ୍ଦା ନାମକ ଜଣେ ମହିଳା ସ୍ବେଚ୍ଛାକୃତ ଭାବେ ପ୍ରତିଦିନ ୨...

୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଲା ସରକାରୀ ସ୍କୁଲ

ପାଟନା, ୧୬।୯: ଲଗାତାର ବର୍ଷା ଯୋଗୁ ବିହାରର ଏକ ସରକାରୀ ସ୍କୁଲ ମାତ୍ର ୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌...

ଜାପାନରେ ୭୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖି ସାରିଲେଣି ଶହେ ବସନ୍ତ

ଟୋକିଓ,୧୪।୯: ଜପାନରେ ଜନ୍ମହାର କମ୍‌ ହେବା ଓ ବୟସ୍କଙ୍କ ସଂଖ୍ୟା ବୃଦ୍ଧି ପାଇବା ଏବେ ଚିନ୍ତାର କାରଣ ପାଲଟିଛି। ଏଠାରେ ପ୍ରଥମ ଥର ଶହେ ବର୍ଷ...

୭ ଘଣ୍ଟା ଅନ୍ଧାରରେ ସାରା ଦେଶ

କଲୋମ୍ବୋ, ୧୮।୮: ସୋମବାର ରାତିରେ ଶ୍ରୀଲଙ୍କା ୭ ଘଣ୍ଟା ପାଇଁ ଅନ୍ଧାରରେ ବୁଡ଼ି ରହିଥିଲା। ରାଜଧାନୀ କଲୋମ୍ବୋରେ ଥିବା କେରାଓ୍ବଲପେଟିଆ ବିଦ୍ୟୁତ୍‌ ୟୁନିଟ୍‌ରେ ଯାନ୍ତ୍ରିକ ତ୍ରୁଟି...

୧୦୦୧ ଛିଦ୍ର ଥିବା ଧବଳ ଶିବଲିଙ୍ଗ ପୂଜା କଲେ ପୂରଣ ହୁଏ ସବୁ ମନସ୍କାମନା

ମଧ୍ୟପ୍ରଦେଶର ଶିବା ସହରରେ ରହିଛି ୧୦୦୧ ଛିତ୍ର ଥିବା ଧବଳ ଶିବଲିଙ୍ଗ। ଏଠାରେ ଥିବା ମହା ମୃତ୍ୟୁଞ୍ଜୟ ମନ୍ଦିରରେ ଏହି ଚମତ୍କାରି ଶିବ ଲିଙ୍ଗ ରହିଛି।...

Coronavirus Update


Archives

Model This Week

Why Dharitri