ଫେସ୍‌ବୁକ୍‌ରେ ଭିଡିଓ ଭାଇରାଲ୍‌ କରି ୩ ଗିରଫ

ଭବାନୀପାଟଣା,୨୫।୯(ଡି.ଏନ୍‌.ଏ.): ଫେସ୍‌ବୁକ୍‌ରେ ମିଥ୍ୟା ଭିଡିଓ ଭାଇରାଲ କରି ଭବାନୀପାଟଣା ସହରର ୩ ଯୁବକ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ଭବାନୀପାଟଣା ସହର ବାହାଦୁରବଗିଚା ପଡାର ଅମିତ ଚୌଧୁରୀ, ସୁଶାନ୍ତ ପୁରୋହିତ ଓ ଗୌନ୍ତିଆପଡାର ମୋହନ ମେହେରା। ମିଥ୍ୟା ଭିଡିଓ ଭାଇରାଲ୍‌ ସମ୍ପୃକ୍ତି ଥିବା ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ନେଇ ଭବାନୀପାଟଣା ଟାଉନ୍‌ ଥାନା ପକ୍ଷରୁ ଆଇଟି ଆକ୍ଟରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୨ ଟି ଆଇଫୋନ୍‌, ଗୋଟିଏ ମୋବାଇଲ୍‌ ଜବତ ହୋଇଛି। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri