ଫେସ୍‌ବୁକ୍‌, ଗୁଗଲରେ ବିଜ୍ଞାପନ;ରାଜନୈତିକ ଦଳ ଖର୍ଚ୍ଚ କରିଛନ୍ତି ୫୩ କୋଟି

ନୂଆଦିଲ୍ଲୀ,୨୦-୫: ଦେଶର ରାଜନୈତିକ ଦଳଗୁଡ଼ିକ ଚଳିତ ବର୍ଷ ଫେବୃୟାରୀରୁ ଅଦ୍ୟାବଧି ଫେସ୍‌ବୁକ୍‌ ଓ ଗୁଗଲ ଆଦି ସୋସିଆଲ ମିଡିଆରେ ନିଜର ପ୍ରଚାର ପାଇଁ ୫୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଏମାନଙ୍କ ମଧ୍ୟରେ ଶାସକ ଦଳ ଭାଜପା ସର୍ବାଗ୍ରେ ରହିଛି। ଫେସ୍‌ବୁକ୍‌ ବିଜ୍ଞାପନ ରିପୋର୍ଟରୁ ଜଣାପଡିଛି ଯେ, ଫେବୃୟାରୀରୁ ମେ ୧୫ ସୁଦ୍ଧା ଏହାର ମଞ୍ଚରେ ୧.୨୧ ଲକ୍ଷ ରାଜନୈତିକ ବିଜ୍ଞାପନ ଦିଆଯାଇଥିଲା। ଏହିସବୁ ବିଜ୍ଞାପନରେ ରାଜନୈତିକ ଦଳଗୁଡ଼ିକ ୨୬.୫ କୋଟି ଟଙ୍କା ବ୍ୟୟ କରିଛନ୍ତି। ଏଭଳି ଭାବେ ଗୁଗଲ, ୟୁଟ୍ୟୁବ୍‌ ଏବଂ ଏହାର ସହାୟକ କମ୍ପାନୀଗୁଡ଼ିକରେ ୧୯ ଫେବୃୟାରୀରୁ ଅଦ୍ୟାବଧି ୧୪,୮୩୭ ବିଜ୍ଞାପନ ବାବଦରେ ରାଜନୈତିକ ଦଳଗୁଡ଼ିକ ୨୭.୩୬ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଶାସକ ଦଳ ଭାଜପା ଫେସ୍‌ବୁକ୍‌ରେ ୨୫୦୦ରୁ ଅଧିକ ବିଜ୍ଞାପନ ବାବଦରେ ୪.୨୩ କୋଟି ଟଙ୍କା ବ୍ୟୟ କରିଛି। ସେହିପରି ଗୁଗଲ ମଞ୍ଚରେ ଏହି ଦଳ ୧୭ କୋଟି ଟଙ୍କା ବ୍ୟୟ କରିଥିବା ବେଳେ କଂଗ୍ରେସ ଫେସ୍‌ବୁକ୍‌ରେ ୩,୬୮୬ ବିଜ୍ଞାପନ ବାବଦରେ ୧.୪୬ କୋଟି ଟଙ୍କା, ଗୁଗଲରେ ୪୨୫ ବିଜ୍ଞାପନ ବାବଦରେ ୨.୭୧ କୋଟି ଟଙ୍କା ବ୍ୟୟ କରିଛି। ସେହିପରି ତୃଣମୂଳ କଂଗ୍ରେସ ଫେସ୍‌ବୁକ୍‌ରେ ୨୯.୨୮ ଲକ୍ଷ ଟଙ୍କା, ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ୧୩.୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri