Advertisement

ଫେସ୍‌ବୁକ ଷ୍ଟାଟସରେ କରୋନା ଗୁଜବ

ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ନୂଆ ସାହିର ସତ୍ୟନାରାୟଣ ସାମଲ (୩୨)। ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ରାୟଗଡ଼ା ଏସ୍‌ପି ଶ୍ରବଣ ବିବେକ ଏମ୍‌. ଏହି ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ସତ୍ୟନାରାୟଣ କିଛିଦିନ ହେବ ରାୟଗଡ଼ା ଜିଲା ମୁନିଗୁଡ଼ାରେ ରହିଆସୁଛନ୍ତି। କେରଳରୁ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ରାୟଗଡ଼ାକୁ ଆସିଛନ୍ତି ଓ ତାଙ୍କୁ ରାୟଗଡ଼ା ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ନେଇ ନିଜ ଫେସ୍‌ବୁକ୍‌ ଷ୍ଟାଟସରେ ପୋଷ୍ଟ କରିଥିଲେ ସତ୍ୟନାରାୟଣ। ପୋଲିସ ପୋଷ୍ଟ ସମ୍ପର୍କରେ ତଦନ୍ତ କରି ଘଟଣାରେ କୌଣସି ସତ୍ୟତା ନ ଥିବା ଜାଣିବା ପରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏନେଇ ମୁନିଗୁଡ଼ା ଥାନାରେ କେସ୍‌ ନଂ ୧୩/୨୦ରେ ଏକ ମାମଲା ରୁଜୁ କରାଯାଇଛି। ସୋସିଆଲ ମିଡିଆରେ କରୋନା ସମ୍ପର୍କରେ ଏଭଳି କୌଣସି ମିଥ୍ୟା ତଥ୍ୟ ପୋଷ୍ଟ କରି ଲୋକଙ୍କୁ ଭୟଭୀତ ନ କରିବା ପାଇଁ ରାୟଗଡ଼ା ଏସ୍‌ପି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲି ଉପନିର୍ବାଚନ: ପ୍ରଦୀପଙ୍କ ପୁଅ ରୁଦ୍ରଙ୍କୁ ବିଜେଡି କଲା ପ୍ରାର୍ଥୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ସ୍ବର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ...

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି।...

ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନକୁ ସିଏମ୍‌ଓର ପରାମର୍ଶ: ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ/ସ୍ଥଗିତ ରଖାଯାଉ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟରେ ଏବେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାଫଳରେ ଆର୍ଥିକ ବୋଝ ବଢ଼ିଛି। ଏପରି କରିବା ଦ୍ୱାରା ଅଭିଭାବକମାନଙ୍କ ରୋଜଗାର...

ପ୍ରଚାର ମଙ୍ଗ ଧରିଛନ୍ତି ଛତ୍ରପୁର ବିଧାୟକ

ଛତ୍ରପୁର,୫।୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକୁ ଆଧାର କରି ଛତ୍ରପୁର ବ୍ଲକ ୨୦ ନଂ. ଜୋନରେ ବିଧାୟକ ସୁବାସ ଚନ୍ଦ୍ର ବେହେରା ପ୍ରଚାର ମଙ୍ଗ...

ରାସ୍ତା କର୍ଦ୍ଦମାକ୍ତ, ଯାତାୟାତରେ ସମସ୍ୟା

ଦାରିଙ୍ଗବାଡ଼ି,୧୦ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ...

ଗୋଟିଏ ଦେଶ, ଗୋଟିଏ ଭାଷା ସମ୍ଭବ ନୁହେଁ

ଭୁବନେଶ୍ୱର,୨୧ା୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଗତ ୧୪ ତାରିଖ ହିନ୍ଦୀ ଦିବସ ପାଳନ ଅବସରରେ ‘ଗୋଟିଏ ଦେଶ, ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଥିଲେ।...

ବିଡିଓଙ୍କ ବଦଳିକୁ ବିରୋଧ: ଆନ୍ଦୋଳନ ଚେତାବନୀ ଦେଲା ମହିଳା ମହାସଂଘ

ଗୋପ,୨୩।୧୧(ଡି.ଏନ୍‌.ଏ.): ଗୋପ ବିଡିଓ ଦୀପ୍ତିରାଣୀ ଦାସ ଯୋଗଦେବାର ଏକ ବର୍ଷ ପୂରି ନ ଥିବାବେଳେ ତାଙ୍କ ବଦଳିକୁ ବାତିଲ ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ସ୍ଥାନୀୟ...

କଣ୍ଟିଲୋ: ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ଇଟାଭାଟି, ଜନଜୀବନ ଅସ୍ତବ୍ୟସ୍ତ

ଖଣ୍ଡପଡ଼ା,୨୬ା୫(ସ୍ବ.ପ୍ର.)-ସମ୍ପ୍ରତି ଟାଣ ଖରା ସମୟରେ ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଅଞ୍ଚଳରେ ଇଟାଭାଟି ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି । ଭାଟିରୁ ନିର୍ଗତ ଧୂଆଁ ପରିବେଶକୁ...

Advertisement
Archives

Model This Week