ଫୋନ୍‌ପେର ଓ୍ବାନ୍‌ ଷ୍ଟପ୍‌ ପିଓଏସ୍‌

ଭୁବନେଶ୍ୱର,୭।୭:ଫୋନ୍‌ପେ ପକ୍ଷରୁ ଏକ ଅତ୍ୟାଧୁନିକ ଓ୍ବାନ୍‌ ଷ୍ଟପ ପଏଣ୍ଟ-ଅଫ-ସେଲ (ପିଓଏସ୍‌) ଡିଭାଇସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହା ବ୍ୟବସାୟୀଙ୍କୁ ଡେବିଟ କାର୍ଡ, କ୍ରେଡିଟ କାର୍ଡ ଏବଂ ୟୁପିଆଇ ମାଧ୍ୟମରେ ପେମେଣ୍ଟ ଗ୍ରହଣ କରିବାକୁ ସକ୍ଷମ ସହ ଏକ ସରଳ ଓ ବାଧାରହିତ ସେଟଲମେଣ୍ଟ ଅନୁଭୂତି ପ୍ରଦାନ କରିବ। ଉକ୍ତ ଡିଭାଇସରେ ଫୋନପେ ପିଓଏସ ଆପ୍‌ ପୂର୍ବରୁ ଲୋଡ଼ ହୋଇ ଆସୁଛି ଏବଂ ଏହା ଟାପ/ସ୍ବାଇପ/ଡିପ ଏବଂ ଇଣ୍ଟରଅପରେବଲ ଡାଇନାମିକ କ୍ୟୁଆର କୋଡ୍‌ ମାଧ୍ୟମରେ ଟ୍ରାଞ୍ଜାକ୍ସନର ସମର୍ଥନ କରୁଛି। ଆଣ୍ଡ୍ରଏଡ ପ୍ଲାଟଫର୍ମ ଉପରେ ନିର୍ମିତ ଏହି ପିଓଏସ ଡିଭାଇସ ବ୍ୟବସାୟୀମାନଙ୍କ ପାଇଁ ଚେକଆଉଟ ଅନୁଭୂତିରେ ପରିବର୍ତ୍ତନ ଆଣିଛି ା ଗ୍ରାହକମାନେ କାଉଣ୍ଟର, ଟେବୁଲ, ଡେଲିଭରୀ ଲୋକେଶନ କିମ୍ବା ସେଲ୍ୟୁଲାର କଭରେଜ ଥିବା ଯେକୌଣସି ସ୍ଥାନରେ ଥାଆନ୍ତୁ ନା କାହିଁ ଏହି ଡିଭାଇସ ସମଗ୍ର ପ୍ରକ୍ରିୟାକୁ ସହଜ କରିଥାଏ। ଉଭୟ ମର୍ଚ୍ଚାଣ୍ଟ ଏବଂ ଉପଭୋକ୍ତାଙ୍କ ଡାଟାକୁ ସୁରକ୍ଷିତ ରଖିବା ପାଇଁ ଏହା ପିସିଆଇ-ପିଟିଏସ ୬ସାର୍ଟିଫିକେଶନ ଦ୍ୱାରା ସମର୍ଥିତ ରହିଛି। ଏ ସମ୍ପର୍କରେ ଫୋନପେର ଅଫଲାଇନ ବିଜ୍‌ନେସ ମୁଖ୍ୟ ବିବେକ ଲୋହଚେବ କହିଛନ୍ତି, ଫୋନପେ ପିଓଏସ ଡିଭାଇସ ହେଉଛି ଏକ ୱାନ-ଷ୍ଟପ ସଲ୍ୟୁଶନ ଯାହା ଆମର ମର୍ଚ୍ଚାଣ୍ଟ ପାର୍ଟନରମାନଙ୍କୁ ସେମାନଙ୍କର ଗ୍ରାହକଙ୍କର କିଣିବାର ଅଭିଜ୍ଞତାକୁ ବୃଦ୍ଧି କରିବାକୁ ଉତ୍ସାହିତ କରିଥାଏ। ଏଥିରେ ଏକ ଏକୀକୃତ ଏବଂ ସମନ୍ବିତ ଇଣ୍ଟରଫେସ ରହିଛି, ଯାହା ପେମେଣ୍ଟର ବିଭିନ୍ନ ପଦ୍ଧତିକୁ ସୁବିଧା ଦେଇଥାଏ ଏବଂ ସହଜ କରିଥାଏ। ଉଲ୍ଲେଖଯୋଗ୍ୟ, ସମଗ୍ର ଦେଶରେ ଫୋନ୍‌ପେର ୩୫କୋଟିରୁ ଅଧିକ ମର୍ଚ୍ଚାଣ୍ଟମାନଙ୍କର ଏକ ବ୍ୟାପକ ନେଟୱର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri