ଫୋନ୍‌ରେ ଶୁଣିବାକୁ ମିଳୁଥିବା କରୋନା ଟୋନ୍‌ ସହ ଯୋଡା ଗଲାଣି ବଲିଉଡ୍‌ ଫିଲ୍ମର କିଛି ଦୃଶ୍ୟ

ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ଭାଇରସ ଆତଙ୍କ ଖେଳାଇଥିବା ବେଳେ ଭାରତ ସରକାରଙ୍କ ପକ୍ଷରୁ ଏହାକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏବେ କେତେକ ଟେଲିକମ କମ୍ପାନୀ ପକ୍ଷରୁ ଫୋନ୍‌ର ହ୍ୟାଲୋ ଟୋନ୍‌ରେ କରୋନା ଭାଇରସ ସମ୍ପର୍କିତ ସତର୍କତା କଥା କୁହାଯାଉଛି। ତେବେ ପ୍ରଥମେ ଏହା କାଶରୁ ଆରମ୍ଭ ହେଉଥିବା ବେଳେ ଅନେକ ଲୋକ ଏହାକୁ ଶୁଣି ବିରକ୍ତି ଭାବ ମଧ୍ୟ ପ୍ରକାଶ କଲେଣି। ଏହାକୁ ନେଇ ପ୍ରତିଦିନ ସୋସିଆଲ ମିଡିଆରେ କିଛି ଫନି ଭିଡିଓ ମଧ୍ୟ ଦେଖିବାକୁ ମିଳୁଛି। ନିକଟରେ ଏହି ଫୋନ୍‌ ଟୋନ୍‌ ସହ ବଲିଉଡ୍‌ ଫିଲ୍ମ ‘ଫିର୍‌ ହେରା ଫେରି’ର ଏକ ଦୃଶ୍ୟକୁ ଯୋଡାଯାଇଥିବା ଦେଖାଯାଇଛି। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ପରେଶ ରାଓ୍ବଲ, ଅକ୍ଷୟ କୁମାର ଓ ସୁନିଲ ସେଟ୍ଟିଙ୍କୁ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri