ଫୋନ୍‌ରେ ସ୍ତ୍ରୀ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ବାମୀ

ସଜନାଗଡ଼,୪।୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୯ନଂ. ୱାର୍ଡର କାହାଳିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଫୋନ୍‌ରେ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇ ସ୍ବାମୀ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବାଇଧର ସିଂଙ୍କ ପୁଅ ଗୋପାଳ।
ସୂଚନାଯୋଗ୍ୟ, ସ୍ତ୍ରୀଙ୍କ ସହିତ ଗୋପାଳଙ୍କର କିଛିଦିନ ତଳେ ମନୋମାଳିନ୍ୟ ସୃଷ୍ଟି ହୋଇଥିଲା। ଏହି କାରଣରୁ ତାଙ୍କ ସ୍ତ୍ରୀ ବାପଘରେ ରହୁଥିଲେ। ଶନିବାର ସକାଳେ ଗୋପାଳ ସ୍ତ୍ରୀଙ୍କୁ ଫୋନ୍‌ କରିଥିଲେ। କିନ୍ତୁ ସେ ଫୋନ୍‌ ଉଠାଇ ନଥିଲେ। ଏହି ଘଟଣାକୁ ନେଇ ଗୋପାଳ ରାଗିଯାଇ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ଗୋପାଳଙ୍କୁ ପରିବାର ଲୋକେ ନୀଳଗିରି ମେଡିକାଲକୁ ନେଇଥିଲେ। ଏଥିରେ ଶରୀରର ଅଧିକାଂଶ ଭାଗ ପୋଡିଯାଇଛି। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସତର୍କ ହେବାକୁ ପଡିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ହଜାର ତଳେ ରହୁଛି ସଂକ୍ରମଣ, ଏହା ରାଜ୍ୟ ପାଇଁ ଖୁସି ଖବର। କେବଳ ଗୋଟିଏ ଜିଲାକୁ ଛାଡି ଆଉ ସବୁ ଜିଲାରେ ଟେଷ୍ଟ...

ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି...

ସୌର ଆଲୋକରେ ଚମକିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨୬।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ସୌର ଆଲୋକରେ ଚମକି ଉଠିଛି। ମଙ୍ଗଳବାରଠାରୁ ସୂର୍ଯ୍ୟମନ୍ଦିର ସୈାର ଆଲୋକରେ ଆଲୋକିତ ହେଉଛି। ପ୍ରତି ସନ୍ଧ୍ୟାରୁ ରାତି ୧୦ଟା ପର୍ଯ୍ୟନ୍ତ ସୂର୍ଯ୍ୟ...

କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି।...

ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଆସିକା,୧୨ା୪(ଡି.ଏନ୍‌.ଏ.): କରୋନା ରୋକିବା ପାଇଁ ଜନସାଧାରଣ ଘରୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଶନିବାର ଆସିକା ଏନଏସି ଅଞ୍ଚଳରେ ତହସିଲଦାର ସଦାନନ୍ଦ ସେଠୀ, ଏନଏସି...

ପୋଲିସ ଇନ୍‌ଫର୍ମର ସନ୍ଦେହ: ଜଣକୁ ହତ୍ୟାକଲେ ମାଓବାଦୀ

ଦାରିଙ୍ଗବାଡି,୩।୧(ଡି.ଏନ.ଏ.)-କନ୍ଧମାଳ ଜିଲା କ.ନୂଆଗାଁ ଥାନା ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର ଶିକାର...

ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା...

ବିଜେଡିର ୩ କାଉନସିଲରଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ବିଜେଡିର ଓ୍ବାର୍ଡ ନଂ ୧୦ର ସୁଜାତା କୁମାରୀ ମହାନ୍ତି, ଓ୍ବାର୍ଡ...

Advertisement
Archives

Model This Week