ଫୋର୍ବସର ଅଧିକ ଆୟ କରୁଥିବା ନାୟିକାଙ୍କ ତାଲିକାରୁ ବାଦ୍‌ ପଡିଲେ ଦୀପିକା, ପ୍ରିୟଙ୍କା

ନୂଆଦିଲ୍ଲୀ,୨୫।୮: ଫୋର୍ବସ ନିକଟରେ ପ୍ରକାଶ କରିଛି ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସଙ୍କ ତାଲିକା। ହେଲେ ଏଥିରେ ୨୦୧୭ରେ ଭାରତର ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସ ଭାବେ ଦୀପିକା ପାଦୁକୋନଙ୍କ ନାଁ ଏଥର ତାଲିକାରୁ ବାଦ୍‌ ପଡିଛି। ସେହିପରି ୨୦୧୮ରେ ଫୋର୍ବସର ମୋଷ୍ଟ ପାଓ୍ବାରଫୁଲ୍‌ ଓମେନ୍‌ ତାଲିକାରେ ୯୪ ତମ ସ୍ଥାନ ପାଇଥିବା ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାବି ଏବର୍ଷ ତାଲିକାରେ ନାହାଁନ୍ତି। ତେବେ ଚଳିତ ବର୍ଷ ପରି ଏବର୍ଷ ମଧ୍ୟ ସ୍କାରଲେଟ୍‌ ଜନଶନ୍‌ ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସ ତାଲିକାର ଏକ ନମ୍ବର ସ୍ଥାନରେ ରହିଛନ୍ତି। ଏବେ ସେ ୫୬ ମିଳିୟନ୍‌ ଡଲାର ଆୟ କରି ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହୟତା ରାଶି ଘୋଷଣା

ଲକ୍ଷ୍ନୌ,୧୬।୯: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ହଜରତଗଞ୍ଜରେ ଏକ ନିର୍ମାଣଧୀନ କାନ୍ଥ ଭୁଷୁଡି ପଡିବା ଫଳରେ ୯ ଜଣଙ୍କର ମୃତ୍ୟୁ ହୋଇଛି।...

ପେଁକାଳିର ଜେଜେ ବୈକୁଣ୍ଠ ବାରେକ୍‌

ଓଡ଼ିଆ ଯାତ୍ରା ଜଗତର ଏହା ହେଉଛି ଏକ ପ୍ରସିଦ୍ଧ ତଥା ଅତି ଲୋକପ୍ରିୟ ସଂଳାପ। ଏହା ହେଉଛି ଦିବଂଗତ ନାଟ୍ୟକାର ଅନନ୍ତ ଓଝାଙ୍କ ରଚିତ ‘ମୋ...

ପୁଣି ଚର୍ଚ୍ଚାରେ ମଲାଇକାଙ୍କ ଲଭ ଷ୍ଟୋରୀ

ମୁମ୍ବାଇ: ବଲିଉଡର ଷ୍ଟାର କପୁଲ ମଲାଇକା ଆରୋରା ଓ ଅର୍ଜୁନ କପୁର କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ ପୁଣିଥରେ...

ସିଏଏକୁ ସମର୍ଥନ କରିପାରେ ଶିବସେନା: ‘ସାମନା’ ଦେଲା ସଙ୍କେତ

ମୁମ୍ବାଇ,୨୫।୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ହୋଇଥିବା ବିବାଦ ସମସ୍ତଙ୍କୁ ଜଣା। କାହିଁକିନା ଭାଜପା ସହ ମତଭେଦ...

ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଲୋକପ୍ରିୟ ରାପର ହନି ସିଂ

ବମ୍ବେ: ୨୦ ବର୍ଷର ବୈବାହିକ ସମ୍ପର୍କ। ତଥାପି ତୁଟିଲା ସମ୍ପର୍କ। ସ୍ତ୍ରୀଙ୍କ ଠାରୁ ଅଲଗା ହୋଇଛନ୍ତି ଲୋକପ୍ରିୟ ପଞ୍ଜାବୀ ଗାୟକ ତଥା ରାପର ୟୋ ୟୋ...

ଦିଲ୍ଲୀରେ ପ୍ରଥମ ଥର ହେଲା ରାପିଡ ଆଣ୍ଡିଜେନ୍‌ ଟେଷ୍ଟ: ୨୪୨ କଣ୍ଟେନମେଣ୍ଟ ଜୋନ୍‌ରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀରେ ଦ୍ରୁତଗତିରେ ବଢ଼ୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଗୁରୁବାରଠାରୁ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟିଂ ଆରମ୍ଭ ହୋଇଛି। ଏହି ଟେଷ୍ଟିଂ ଦ୍ୱାରା ବହୁତ କମ୍‌...

ଭାଜପା ପାଇଁ ଏଏପି ଏକମାତ୍ର ଆହ୍ବାନ; ମୋତେ ଅଭିମନ୍ୟୁ ଭାବି ଚକ୍ରବ୍ୟୁହ ରଚନା କରାଯାଉଛି: କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୮।୧୧: ଗୁଜରାଟ ନିର୍ବାଚନରେ ଭାଜପାକୁ ଟକ୍କର ଦେବା ଲାଗି ଅଣ୍ଟା ଭିଡିଛି ଏଏପି। ଏହାକୁ ନେଇ ଉଭୟ ଦଳ ବିରୋଧରେ ବାକ୍‌ବିତଣ୍ଡା ଜାରି ରହିଛି। ଏହି...

ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ପାରନ୍ତି ମୋଦି

ନୂଆଦିଲ୍ଲୀ,୫।୬: ଜୁନ୍‌ ୨୧ରେ ପାଳନ ହେବାକୁ ଯାଉଛି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ଏହା ପୂର୍ବରୁ ଶୁକ୍ରବାର ଅନ୍ତରାଷ୍ଟ୍ରୀୟ ଭିଡିଓ ବ୍ଲଗ ପ୍ରତିଯୋଗୀତା ‘ମାଇଁ ଲାଇଫ ମାଇଁ...

Advertisement
Archives

Model This Week