Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌: ଟିକେଟ ମୂଲ୍ୟ ଫେରସ୍ତ ପାଇବେ କ୍ରେତା

ପ୍ୟାରିସ, ୮ା୫ (ଏପି)-କରୋନା ଭାଇରସ୍‌ ପାଇଁ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଆୟୋଜନ ନେଇ ଅନିଶ୍ଚିତତା ଦେଖାଦେଇଛି। ଫ୍ରେଞ୍ଚ୍‌ ଟେନିସ୍‌ ଫେଡେରେଶନ (ଏଫ୍‌ଟିଏଫ୍‌) କହିଛି ଟିକେଟ କ୍ରେତାଙ୍କୁ ଟିକେଟର ମୂଲ୍ୟ ଫେରାଇ ଦିଆଯିବ। ରୋଲାଣ୍ଡ ଗ୍ୟାରୋସଠାରେ ଏହି କ୍ଲେକୋର୍ଟ ଟୁର୍ନାମେଣ୍ଟ ମେ ୨୪ରୁ ଜୁନ୍‌ ୭ ପର୍ଯ୍ୟନ୍ତ ଖେଳାଯାଇଥାନ୍ତା। ପରବର୍ତ୍ତୀକାଳରେ ଏହାକୁ ସେପ୍ଟେମ୍ବର ୨୦ରୁ ଅକ୍ଟେବାର ୪ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଟୁର୍ନାମେଣ୍ଟ ଯଦି ଆୟୋଜିତ ହୁଏ ତେବେ ଏଥିପାଇଁ ନୂଆ ଟିକେଟର ବ୍ୟବସ୍ଥା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ତ୍ରୀଙ୍କୁ ବିକିନିରେ ଦେଖି ହାର୍ଦ୍ଦିକ ପାଣ୍ଡ୍ୟା କହିଲେ..

ଆଇପିଏଲର ୧୪ତମ ସିଜନକୁ ସ୍ଥଗିତ ରଖାଯିବା ପରଠାରୁ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ପରିବାର ସହିତ ସମୟ ଅତିବାହିତ କରୁଛନ୍ତି। ସେ ସୋସିଆଲ...

କଳିଙ୍ଗରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୪।୯(ସ୍ପୋଟର୍‌ସ ବ୍ୟୁରୋ):ଭୁବନେଶ୍ୱରରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ମେଗା ଇଭେଣ୍ଟ। ଆଉ ଠିକ୍‌ ଦୁଇମାସ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେଶନ...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

ଶାମିଙ୍କୁ କାହିଁକି ଟି୨୦ ଦଳରେ ଚୟନ କରାଯାଉନାହିଁ? ପ୍ରଶ୍ନ ଉଠାଇ ବର୍ଷିଲେ…

ନୂଆଦିଲ୍ଲୀ,୩୧।୮: ୧୯୮୩ ବିଶ୍ୱକପ୍‌ ବିଜେତା ଭାରତୀୟ ଟିମ୍‌ର ସଦସ୍ୟ ମଦନ ଲାଲ ଏସିଆ କପ୍‌ରେ ମହମ୍ମଦ ଶାମିଙ୍କ ଚୟନ କରା ନ ଯିବାକୁ ନେଇ ପ୍ରଶ୍ନ...

ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡକୁ ଲାଗିଲା ବଡ଼ ଝଟକା !

ଲଣ୍ଡନ,୧୮।୮: ଇଂଲଣ୍ଡ ପେସର ମାର୍କ ଉଡ୍‌ ଭାରତ ବିପକ୍ଷ ତୃତୀୟ ଟେଷ୍ଟ ଖେଳିବା ନେଇ ଆଶଙ୍କା ଦେଖାଦେଇଛି । ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ତାଙ୍କ...

ଫ୍ରେଞ୍ଜ୍‌ ଓପନ୍‌: ସେମିରେ କ୍ୱିଟୋଭା, କେନିନ୍‌

ପ୍ୟାରିସ୍‌,୮।୧୦(ଏପି): ଦୁଇଥର ଓ୍ବିମ୍ବେଲଡନ ଟାଇଟଲ ହାସଲ କରିଥିବା ଚେକ୍‌ ଗଣରାଜ୍ୟର ଅଭିଜ୍ଞ ଖେଳାଳି ପେଟ୍ରା କ୍ୱିଟୋଭା ଫ୍ରେଞ୍ଚ୍‌ ଓପନ୍‌ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସପ୍ତମ ସିଡ୍‌...

ଡି’ଭିଲର୍ସଙ୍କ ଉପରେ ଅଖତରଙ୍କ ବଡ଼ ବୟାନ

ଲଣ୍ଡନ, ୮ା୬- ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଏବି ଡି’ଭିଲର୍ସଙ୍କ ସମ୍ପର୍କରେ ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର ଶନିବାର ବଡ଼ ବୟାନ ଦେଇଛନ୍ତି। ପୂର୍ବତନ ଦକ୍ଷିଣ...

ନୂଆ ଇନିଂସରେ ଗମ୍ଭୀରଙ୍କ ଦମ୍‌ଦାର ପ୍ରଦର୍ଶନ

ନୂଆଦିଲ୍ଳୀ,୨୪।୫(ପି.ଟି.)- ଭାରତୀୟ ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଇନିଂସରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ପ୍ରଥମଥର ପାଇଁ ସଂସଦୀୟ ନିର୍ବାଚନରେ ଅଂଶଗ୍ରହଣ କରି ସେ ଜବରଦସ୍ତ...

Advertisement
Archives

Model This Week