ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ୧ . ୮୫ ଲକ୍ଷ ଜବତ 

ହାଟଡ଼ିହୀ,୧୭l୪:(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଣା ନିକଟରେ ବୁଧବାର ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ସମୟରେ ଜଣେ ବ୍ୟକ୍ତିଙ୍କଠାରୁ ୧ଲକ୍ଷ ୮୫ହଜାର ଟଙ୍କା ଜବତ ହୋଇଛି।

ଉକ୍ତ ବ୍ୟକ୍ତି ଜଣକ ନିକଟସ୍ଥ ବ୍ୟାଙ୍କରୁ ନିଜ କାର୍ଯ୍ୟ ସମ୍ବନ୍ଧୀୟ ଟଙ୍କା ଉଠାଇ ସୁଝିବା ପାଇଁ ନେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ତହସିଲଦାର ଭାବେ ଯୋଗ ଦଲେ ନିତିଶ କୁମାର ତ୍ରିପାଠୀ

ପୁରୁଷୋତ୍ତମପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲରେ ନୂତନ ତହସିଲଦାର ଭାବେ ନିତିଶ କୁମାର ତ୍ରିପାଠୀ ଶନିବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲା ଦାରିଙ୍ଗବାଡି...

ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ...

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ...

ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର...

ବଲାଙ୍ଗୀରରେ ବିଶ୍ୱ ପରିବେଶ ଦିବସ ପାଳନ; ଗଛ ଲଗାଇ ଜୀବନ ବଞ୍ଚାଇବାକୁ ଜିଲାପାଳ ଦେଲେ ଆହ୍ବାନ

ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ...

‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’

ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ...

ଯୁବକଙ୍କୁୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୧୨।୧: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖଗଡ଼ାପାଳ ଗ୍ରାମରେ କଙ୍ଗାରୁ କୋର୍ଟ ଅଭିଯୋଗ ହୋଇଛି। ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଗ୍ରାମବାସୀ ବିଦ୍ୟୁତ...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୩ ପଜିଟିଭ

ଭୁବନେଶ୍ୱର, ୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ରବିବାର ୪୮୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଏମ୍‌ସି ପକ୍ଷରୁ ଦିଆଯାଇଥିବା...

Advertisement
Archives

Model This Week