ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ୧ . ୮୫ ଲକ୍ଷ ଜବତ 

ହାଟଡ଼ିହୀ,୧୭l୪:(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଣା ନିକଟରେ ବୁଧବାର ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ସମୟରେ ଜଣେ ବ୍ୟକ୍ତିଙ୍କଠାରୁ ୧ଲକ୍ଷ ୮୫ହଜାର ଟଙ୍କା ଜବତ ହୋଇଛି।

ଉକ୍ତ ବ୍ୟକ୍ତି ଜଣକ ନିକଟସ୍ଥ ବ୍ୟାଙ୍କରୁ ନିଜ କାର୍ଯ୍ୟ ସମ୍ବନ୍ଧୀୟ ଟଙ୍କା ଉଠାଇ ସୁଝିବା ପାଇଁ ନେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚିହ୍ନା ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା: ପଥର ତଳେ ମୃତଦେହ ଚାପି ଦେଇ ଦୁର୍ବୃତ୍ତ ଫେରାର

ପାଟକୁରା, ୨ା୬(ଡ଼ି.ଏନ.ଏ.)-କେନ୍ଦ୍ରାପଡା ଜିଲା ପାଟକୁରା ଥାନା ଅନ୍ତର୍ଗତ ପଳସୁଧା ପଞ୍ଚାୟତ ନିକଟ ପାଇକା ନଦୀର ପଥର ବୁରୁଜ ନିକଟରେ ଶୁକ୍ରବାର ରାତିରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ...

ପୋର୍ଟ ଭିତରେ ଜଳିଗଲା ହାଇଓ୍ବା

ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍‌ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍‌ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି।...

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ: ୩ ବୁଥ୍‌ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ

କୃଷ୍ଣପ୍ରସାଦ,୨୪ା୪(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି| ଭୋଟ ଆରମ୍ଭରୁ ହିଁ ମୋଟ ୮୭ ବୁଥ୍‌ରେ ମତଦାତାଙ୍କ ପ୍ରବଳ...

ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ...

ଛତ୍ରପୁରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଭେଣ୍ଡିଂ ଜୋନ ଉଦ୍‌ଘାଟିତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଯାଇଛି। ଛତ୍ରପୁର ବିଧାୟକ...

ବୁଗୁଡ଼ାରେ ଶଟ୍‌ଡାଉନ୍‌ ଶେଷ ଦିନ: ପୋଲିସ, ପ୍ରଶାସନ ପକ୍ଷରୁ କଡ଼ା ବ୍ୟବସ୍ଥ୍ୟା

ବୁଗୁଡ଼ା,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜାରି ହୋଇଛି ୮ ଦିନିଆ ଶଟଡାଉନ। ମଙ୍ଗଳବାର ଶଟଡାଉନ...

ଟାଙ୍ଗୀ ବ୍ଲକ: ଇଭିଏମ୍‌ରେ ତ୍ରୁଟି ନେଇ ଉତ୍ତେଜନା; ପ୍ରଶାସନିକ ହସ୍ତକ୍ଷେପ ଯୋଗୁ ଶୃଙ୍ଖଳିତ ମତଦାନ

ଟାଙ୍ଗୀ(ଖୋର୍ଦ୍ଧା),୨୪ା୪(ଡି.ଏନ.ଏ.)-ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ବ୍ଲକସ୍ଥିତ ୧୪୨ଟି ମତଦାନ କେନ୍ଦ୍ରରେ ମଙ୍ଗଳବାର ଶୃଙ୍ଖଳିତ ଭାବେ ମତଦାନ  ଶେଷହୋଇଛି। ତେବେ କନ୍ତଳବାଇ ପଞ୍ଚାୟତସ୍ଥ ୧୮୨ ନଂ ବୁଥ୍‌...

ବକେୟା ଦରମା ଦାବିରେ ଓଏସ୍‌ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍‌ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ...

Play 250+ Trending Games
Archives

Model This Week

Why Dharitri