Posted inଜାତୀୟ

ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ: ଟାୟାର ଭିତରୁ ମିଳିଲା ୨କୋଟି ୪୦ ଲକ୍ଷର ବଣ୍ଡଲ

ବେଙ୍ଗାଲୁର୍‌,୨୧।୪: ଲୋକ ସଭା ନିର୍ବାଚନ ପାଇଁ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। କର୍ନାଟକ ଶିମୋଗା ଜିଲାରେ ଏକ ଟାୟାର ଭିତରୁ ୨ କୋଟି ୪୦ ଲକ୍ଷ ଟଙ୍କାର ୨ହଜାର ଟଙ୍କିଆ ବଣ୍ଡଲ ଜବତ ହୋଇଛି। ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇ ତଦନ୍ତ ଜାରି ରହିଛି। ଏକ କାରରେ ଥିବା ଟାୟାର ଖୋଳିବା ପରେ ଏଥିରୁ ଟଙ୍କା ଜବତ ହୋଇଥିବା କୁହାଯାଉଛି। ଏହାର ଭିଡ଼ିଓ ମଧ୍ୟ ସୋସିଆଲ୍‌ ମିଡ଼ିଆରେ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆସୁଛି ଦିଲ୍ଲୀରୁ: ଅନିଲ

ଚଣ୍ଡିଗଡ଼,୨୭।୪: ହରିୟାଣାରେ କରୋନା ସଂକ୍ରମଣ ପାଇଁ ଦିଲ୍ଲୀ ଦାୟୀ ବୋଲି କହିଛନ୍ତି ହରିୟାଣାର ଗୃହମନ୍ତ୍ରୀ ଅନିଲ ବିଜ। ସେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ...

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା

କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା...

ମଦ୍ୟପାନ ଅଭ୍ୟାସ: ମହିଳାଙ୍କ ମଧ୍ୟରେ ୨ ଗୁଣା ବଢ଼ିଛି, ପୁରୁଷଙ୍କ କ୍ଷେତ୍ରରେ ଅଧା କମିଛି

ଅହମଦାବାଦ,୧୧।୧: ଗୁଜରାଟରେ ଗତ ୫ ବର୍ଷ ମଧ୍ୟରେ ମହିଳାଙ୍କ ମଧ୍ୟରେ ମଦ୍ୟପାନ ଅଭ୍ୟାସ ଦୁଇଗୁଣା ବଢ଼ିଥିବାବେଳେ ପୁରୁଷଙ୍କ କ୍ଷେତ୍ରରେ ଏହା ଅଧା କମିଛି। ଜାତୀୟ ପରିବାର...

ନିର୍ବାଚନ ପୂର୍ବରୁ ନୀତୀଶଙ୍କୁ ଝଟକା!

ପାଟନା,୧୬।୮: ବିହାରରେ ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ହେଲାଣି ସରଗରମ। ହେଲେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଝଟକା ଲାଗିପାରେ ବୋଲି ଆଲୋଚନା...

କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେ ନାହିଁ ରବିଶଙ୍କର

ନୂଆଦିଲ୍ଲୀ,୮।୧୧: କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଯୋଗ ଦେବେ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ସରକାର ଏଥିପାଇଁ...

ଘର ତିଆରି କରିବାକୁ ବାକ୍ସରେ ରଖିଥିଲେ ଲକ୍ଷାଧିକ ଟଙ୍କା, ଖାଇଗଲେ ଉଇ

ଭୋପାଳ,୧୭।୨: କୁହାଯାଏ, କଷ୍ଟ ଅର୍ଜିତ ଧନ ନଷ୍ଟ ହୁଏ ନାହିଁ, ମାତ୍ର ଯେତେବେଳେ ଭାଗ୍ୟ ସାଥ୍‌ ଦେଇ ନ ଥାଏ ତାହା ମଧ୍ୟ ଆପଣଙ୍କ ପାଖରେ...

ନାମାଙ୍କନ ପତ୍ର ଦାଖଲ କଲେ ଦିଦି

କୋଲକାତା,୧୦।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ବିଧାନସଭା ଆସନରୁ ଲଢ଼ିବା ପାଇଁ ବୁଧବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନିଜ ଘରୁ ଚାଲିଚାଲି ମହାରୁଦ୍ର ସିଦ୍ଧନାଥ...

ବଳାତ୍କାରୀଙ୍କୁ ଖଣ୍ଡ ଖଣ୍ଡ କରି କାଟି ଦେଲେ ପୀଡ଼ିତାଙ୍କ ବାପା

ଖାଣ୍ଡଓ୍ବା,୨୯।୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୀଡ଼ିତାଙ୍କ ବାପା ଏବଂ ମାମଁୁ ହତ୍ୟା କରିଛନ୍ତି। ହତ୍ୟା ପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି ନଦୀରେ...

Advertisement
Archives

Model This Week