ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ ଯାଞ୍ଚ କଡ଼ାକଡ଼ି

ବଅଁରପାଳ,୨୨ା୪(ଡି.ଏନ୍‌.ଏ) : ଅନୁଗୋଳ ଜିଲା ବଅଁରପାଳର ବିଭିନ୍ନ ସ୍ଥାନରେ ସୋମବାର   ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ ଚାଲିଛି। ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏହି ଯାଞ୍ଚ କରାଯାଇଥିଲା। କାର ବାଇକ୍‌ ଅଟକାଇ ପୋଲିସ ଓ ସ୍କ୍ବାଡ ମିଶି ଯାଞ୍ଚ କରୁଛନ୍ତି। ମାଜିଷ୍ଟ୍ରେଟ୍‌ ହେମନ୍ତ ପଢ଼ିଆରୀଙ୍କ ଉପସ୍ଥିତିରେ ଏହି ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…

ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ଦିଗପହଣ୍ଡିରେ ପ୍ରସ୍ତୁତି: ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ୱ ବଙ୍ଗଳା ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ ସମ୍ପର୍କିତ ଏକ…

ତୃତୀୟ ପ୍ରୟାସରେ ‘ନିଟ୍‌’ କ୍ରାକ୍ କଲେ ଆକାଶ: ଚିଲିଦା ଗ୍ରାମ ପାଇଁ ଆଣିଲେ ଗୌରବ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମଣା ପଞ୍ଚାୟତ ଚିଲିଦା ଗ୍ରାମର ମେଧାବୀ ଛାତ୍ର ଆକାଶ ସବ୍ୟସାଚୀ ମହାନ୍ତ ଜାତୀୟସ୍ତରର ମେଡିକାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ…

ଭୋଟରଙ୍କ ଆପତ୍ତି ଅଭିଯୋଗ ଶୁଣାଣି ଶିବିର: ସ୍ଥିତି ସମୀକ୍ଷା କଲେ ଭଞ୍ଜନଗର ଉପଜିଲାପାଳ

ଭଞ୍ଜନଗର, ୧୮।୭ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ଚିଠା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍.) ପରବର୍ତ୍ତୀ ଶୁଣାଣି ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏହି…

ପ୍ରଥମ ପ୍ରୟାସରେ ‘ନିଟ୍‌’ କ୍ରାକ୍ କଲେ ଆଶିଷ: ଗଣ୍ଡାବାହାଲ ଗ୍ରାମ ପାଇଁ ଆଣିଲେ ଗୌରବ

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଗଣ୍ଡାବାହାଲ ଗ୍ରାମର ମେଧାବୀ ଛାତ୍ର ଆଶିଷ କୁମାର ମିଶ୍ର ପ୍ରଥମ ପ୍ରୟାସରେ ଜାତୀୟ ସ୍ତରର ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri