ଫ୍ୟାଶନ୍‌: ହେୟାର ଷ୍ଟ୍ରେଟ୍‌ନିଂ

କେଶର ସୌନ୍ଦର୍ଯ୍ୟ ବଢ଼ାଇବା ଲାଗି ଅନେକ ମହିଳା ହେୟାର ଷ୍ଟ୍ରେଟ୍‌ନିଂ କରୁଛନ୍ତି। ତେବେ ଏହା କରିବା ପୂର୍ବରୁ
ଜାଣିରଖନ୍ତୁ କିଛି ଟିପ୍ସ…

ସବୁବେଳେ ଭଲ କ୍ୱାଲିଟିର ଷ୍ଟ୍ରେଟ୍‌ନର ବ୍ୟବହାର କରନ୍ତୁ। କିଣିବା ପୂର୍ବରୁ ଏହାର ବ୍ୟବହାର ସମ୍ପର୍କରେ ଭଲଭାବେ ଜାଣନ୍ତୁ।
ଷ୍ଟ୍ରେଟ୍‌ନିଂ କରିବା ପୂର୍ବରୁ ପାନିଆକୁ ଠିକ୍‌ ଭାବେ ଧରି କେଶକୁ ଛୋଟ ଛୋଟ ଭାଗ କରି ଦିଅନ୍ତୁ। କେଶର ଗୋଟିଏ ଗୋଟିଏ ଭାଗକୁ ଷ୍ଟ୍ରେଟ୍‌ନିଂ କରନ୍ତୁ। ବଡ଼ ବଡ଼ ଭାଗକୁ ଷ୍ଟ୍ରେଟ୍‌ନିଂ କରିବା ଦ୍ୱାରା କେଶ ଖରାପ ହେବାର ସମ୍ଭାବନା ଥାଏ।
ଷ୍ଟ୍ରେଟ୍‌ନିଂ କରିବା ପୂର୍ବରୁ ଭଲଭାବେ ଶାମ୍ପୋ କରନ୍ତୁ। ଏପରି ନ କଲେ କେଶ ମୂଳରେ ଥିବା ଧୂଳି, ରୂପି ଆଦି ଷ୍ଟ୍ରେଟ୍‌ନର ସଂସ୍ପର୍ଶରେ ଆସି କେଶକୁ କ୍ଷତି ପହଞ୍ଚାଇପାରେ। ଶାମ୍ପୋ କରିବା ପୂର୍ବରୁ କେଶକୁ କେମିକାଲମୁକ୍ତ ରଖନ୍ତୁ।
କେଶ ଷ୍ଟ୍ରେଟ୍‌ନିଂ କରିବା ପୂର୍ବରୁ ଏହାର ତାପମାତ୍ରା ଜାଣିରଖନ୍ତୁ। ମେଶିନର ତାପମାତ୍ରା ଅଧିକ ରହିଲେ ତାହା କେଶ ପ୍ରତି କ୍ଷତିକାରକ ହୋଇଥାଏ। ତେଣୁ ଏହାକୁ ନର୍ମାଲ ମୋଡ୍‌ରେ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍

ଆବଶ୍ୟକ ସାମଗ୍ରୀ ଗାଜର- ୧ଟି, ବଟମ୍‌ ମସରୁମ୍‌- ୫/୬ଟି, ବନ୍ଧାକୋବି- ଅଧାକପ୍‌ରୁ କମ୍‌ (କଟା), ଫ୍ରେଞ୍ଚ ବିନ୍ସ- ଅଧାକପ୍‌, ଛୋଟ ପିଆଜ- ୧ଟି, ରସୁଣ- ୧...

ସଫଳତା ଅନ୍ତରାଳେ…

ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ସମଗ୍ର ବିଶ୍ୱରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ମହିଳା ଦିବସ’। ମହିଳାମାନଙ୍କୁ ସ୍ବାବଲମ୍ବୀ କରାଇବା, ସେମାନଙ୍କ ଭିତରେ ଲୁଚି ରହିଥିବା ପ୍ରତିଭାକୁ...

ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା

ଅମୃତଭଣ୍ଡାରେ ଅନେକ ଉପକାରୀ ଗୁଣ ଭରି ରିହିଛି । ଏହାକୁ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀର ପାଇଁ ବରଦାନ ସଦୃଶ ହୋଇଥାଏ। ଜାଣନ୍ତୁ...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ଚାମୁଚେ…

ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ ପରେ ଚାମୁଚେ ଆଲୋଭେରା ବା ଘିକୁଆଁରୀ ରସ ପିଇଲେ ବହୁ ସୁଫଳ ମିଳିଥାଏ । ଏହା ରକ୍ତସଞ୍ଚାଳନ ବୃଦ୍ଧି...

ଚିକେନ୍‌ ଦମ୍‌ ବିରିଆନି

ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରଟି ବିଦ୍ୟାନଗରୀ ଭାବେ ପରିଚିତ। ଏହି ବିଦ୍ୟାନଗରୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌...

ଅଫିସ୍‌ରେ ଏସବୁକୁ କରନ୍ତୁ ନାହିଁ ଅଣଦେଖା, ଘଟିପାରେ ଅର୍ଥର ଅଭାବ

ଘର ବ୍ୟତୀତ ଦୋକାନ, ବ୍ୟବସାୟ, କାରଖାନା, ଅଫିସ ଇତ୍ୟାଦିରେ ବାସ୍ତୁର ଅନେକ ଭୂମିକା ରହିଛି। ବିଶ୍ୱାସ କରାଯାଏ ଯେ, ଯଦି ଆମେ ଏହି ସ୍ଥାନଗୁଡ଼ିକରେ ବାସ୍ତୁକୁ...

ଉପକାରୀ ଡାଲଚିନି

ଡାଲଚିନିକୁ ସାଧାରଣତଃ ଏକ ମସଲା ଦ୍ରବ୍ୟ ଭାବେ ବ୍ୟବହାର କରାଯାଇଥାଏ। କିନ୍ତୁ ଏହାର ସେବନ ଦ୍ୱାରା ଶରୀରକୁ କ’ଣ ସବୁ ଉପକାର ମିଳିଥାଏ ସେ ବିଷୟରେ...

ଗୃହିଣୀଙ୍କ ପାଇଁ

ଶପିଂକୁ ଯିବା ପୂର୍ବରୁ ଆପଣଙ୍କ ଗ୍ରୋସରିର ଲିଷ୍ଟ୍‌ ମୋବାଇଲରେ ସେଭ୍‌ କରନ୍ତୁ। ଏପରି କଲେ ଆପଣ କୌଣସି ଦୋକାନକୁ ଯାଇ ସାମଗ୍ରୀ ଆଣିବାକୁ ଭୁଲିବେ ନାହିଁ।...

Advertisement
Archives

Model This Week