ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡର ନୂଆ ଉତ୍ପାଦ

ଭୁବନେଶ୍ୱର,୧୫-୭: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ ପକ୍ଷରୁ ଡିଟରଜେଣ୍ଟ ସେଗମେଣ୍ଟରେ ନୂଆ ପ୍ରଡକ୍ଟ ଭୂମ ବଜାରକୁ ଆସିଛି। ଏହାକୁ ଫ୍ୟାଶନ ବିଶେଷଜ୍ଞଙ୍କ ଦ୍ୱାରା ଡିଜାଇନ କରାଯାଇଛି। ଫ୍ୟାବ୍ରିକ କେୟାର ଏବଂ ଲଣ୍ଡ୍ରି ବ୍ରାଣ୍ଡ ବର୍ଗରେ ଉପସ୍ଥିତିକୁ ଦୃଢ କରିବା ଲକ୍ଷ୍ୟରେ କମ୍ପାନୀ ପକ୍ଷରୁ ନୂଆ ପ୍ରଡକ୍ଟକୁ ପ୍ରସ୍ତୁତ କରାଯାଇଛି। ଏହା କପଡାର ଯତ୍ନ କ୍ଷେତ୍ରରେ ବ୍ୟବହାର କରାଯାଇ ପାରିବ। ଏହି ପ୍ରଡକ୍ଟକୁ ଗୁଣବତ୍ତା ବିଶେଷଜ୍ଞଙ୍କ ଦ୍ୱାରା ୧୦୦ ଫ୍ୟାବ୍ରିକ ଉପରେ ପରୀକ୍ଷଣ କରାଯାଇଛି। ଏହା ଫ୍ରଣ୍ଟ ଲୋଡ, ଟପଲୋଡ, ବକେଟ ଓ୍ବାସ ବର୍ଗରେ ଲକ୍ୱିଡ ମ୍ୟାଟ୍ରିକରେ ଆସୁଛି। ଏହି ପ୍ରଡକ୍ଟର ପ୍ୟାକ ୧୧୯ରୁ ୧୪୯ ଟଙ୍କା ରହିଛି। ଏହା କପଡାର ରଙ୍ଗ ଉପରେ କୌଣସି ପ୍ରଭାବ ପକାଇ ନ ଥାଏ। ସେହିଭଳି ସୁଗନ୍ଧ ଉପାଦାନ ସହ ଏହା ବଜାରକୁ ଆସିଛି। ଏହି ପ୍ରଡକ୍ଟକୁ ବଜାର ପ୍ରବେଶ କରାଇ ଖୁସି ବୋଲି ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡର ଏମ୍‌ଡି ଅଶନୀ ବିୟାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁକର ନୂଆ ସମର ୨୦୧୯ କଲେକ୍ସନ

ଭୁବନେଶ୍ୱର,୨୬-୫ : ଡ୍ୟୁକ ଫ୍ୟାସନ୍ସ ଲିମିଟେଡ ପକ୍ଷରୁ ନୂଆ ସମର କଲେକ୍ସନ ୨୦୧୯ ଶୁଭାରମ୍ଭ ହୋଇଛି। ବିଭିନ୍ନ ଷ୍ଟାଇଲ ଏବଂ ରଙ୍ଗରେ ଏହି କଲେକ୍ସନଗୁଡିକ ବଜାରରେ...

ଅଗଷ୍ଟରେ ରପ୍ତାନି ୧୨.୬୬% କମିଲା

ନୂଆଦିଲ୍ଲୀ,୧୬।୯: କରୋନା ପ୍ରଭାବ ଯୋଗୁ ଗତ ୬ ମାସ ହେବ ଘରୋଇ ବଜାରରୁ ରପ୍ତାନି ହ୍ରାସ ଧାରା ଲାଗି ରହିଛି। ଅଗଷ୍ଟରେ ରପ୍ତାନି ୧୨.୬୬% ହ୍ରାସ...

ମହାମାରୀ ବେଳେ ସୁଧ ଛାଡ଼ ପ୍ରସଙ୍ଗ ବିଚାର କରିବ କମିଟି

ନୂଆଦିଲ୍ଲୀ,୧୬।୯: କୋଭିଡ୍‌-୧୯ ମହାମାରୀ ସମୟରେ ଋଣ କିସ୍ତି ଉପରେ ଲାଗୁ ହେଉଥିବା ସୁଧ ଛାଡ଼ ଉପରେ ସରକାରୀ କମିଟି ବିଚାର କରିବ। ଲୋକସଭାକୁ ଏକ ଲିଖିତ...

ଏମ୍‌ଏସ୍‌ଏମ୍‌ଇଙ୍କୁ ୭୯ହଜାର କୋଟି ଟଙ୍କା ଋଣ ପ୍ରଦାନ

ନୂଆଦିଲ୍ଲୀ,୨୪।୬: ଚଳିତ ମାସ ୨୦ ସୁଦ୍ଧା ଦେଶର ବ୍ୟାଙ୍କଗୁଡିକ ୧୯ ଲକ୍ଷ ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଙ୍କୁ ପ୍ରାୟ ୭୯ହଜାର କୋଟି ଟଙ୍କାର ଋଣ...

ଆମେରିକାର ୮୦ ଧନୀ ମହିଳାଙ୍କ ମଧ୍ୟରେ ୩ ଭାରତୀୟ

ନ୍ୟୁୟର୍କ,୮।୬: ନିଜର ଦକ୍ଷତା ବଳରେ ସଫଳତା ହାସଲ କରିଥିବା ୮୦ ସବୁଠାରୁ ଧନୀ ମହିଳାଙ୍କ ମଧ୍ୟରେ ୩ ଜଣ ପ୍ରବାସୀ ଭାରତୀୟ ରହିଛନ୍ତି। ଫୋବର୍‌ସ ପକ୍ଷରୁ...

ସାଓମିର ନୂଆ ରେଡମି ନୋଟ ୭ ଏସ୍‌

ଭୁବନେଶ୍ୱର,୨୭-୫: ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ସାଓମି ପକ୍ଷରୁ ନୂଆ ରେଡମି ନୋଟ ୭ ଏସ୍‌ ବଜାରକୁ ଆସିଛି। ଏଥିରେ ୪୮ ଏମ୍‌ପି କ୍ୟାମେରା ସ୍ଥାନିତ ହୋଇଛି।...

ଏହି ଗ୍ଲାମର ଗର୍ଲ ହେବେ ଅମ୍ବାନୀ ପରିବାରର ସାନ ବୋହୂ: ବାପାଙ୍କର ରହିଛି ୮ କମ୍ପାନୀ

ଦେଶର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ। ତେବେ ମୁକେଶଙ୍କ ପରିବାର ବିଷୟରେ...

ଘରକ୍ରେତା, ବ୍ୟାଙ୍କ ଟଙ୍କା ବିଦେଶୀରେ ନିବେଶ କରିଛି ୟୁନିଟେକ୍‌

ନୂଆଦିଲ୍ଲୀ,୧୯-୧: ରିୟଲ ଇଷ୍ଟେଟ କମ୍ପାନୀ ୟୁନିଟେକ୍‌ ଗ୍ରାହକଙ୍କ ଝାଳବୁହା ଧନକୁ ଠକେଇ କରି ବିଦେଶର ଅଫସୋର କମ୍ପାନୀରେ ନିବେଶ କରିଛି। ସେହିଭଳି ବ୍ୟାଙ୍କର ଋଣ ଅର୍ଥକୁ...

Advertisement


Archives

Model This Week

Why Dharitri