ବ।ରମ୍ବ।ର ବିଦ୍ୟୁତ ବିଭ୍ରାଟ ନେଇ ଉତ୍ତେଜନା: ୨ କର୍ମଚାରୀ ଅଟକ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ଉତ୍ତେଜନା ଦେଖାଯାଇଛି। ଏ ନେଇ ରବିବାର ସକାଳେ ଗଡ଼ସନ୍ତ୍ରୀଠାରେ ଉତ୍ତେଜନା ଦେଖାଯିବା ସହିତ ୨ ବିଦ୍ୟୁତ କର୍ମଚାରୀଙ୍କୁ ଏକ ଦୋକାନ ଘରେ ଅଟକ ରଖାଯାଇଛି। ସେମାନେ ହେଲେ ପିଲୁ ସାମଲ ଓ ସୁଶାନ୍ତ ଦାସ।
ସାମାନ୍ୟ ପବନ ହେଲେ ବିଦ୍ୟୁତ କାଟ, ପୁରୁଣା ତାର ଓ ଖୁଣ୍ଟଗୁଡ଼ିକ ନ ବଦଳାଇବା ଆଦି ସମସ୍ୟା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଚିକିତ୍ସାଳୟରେ ପଶିଲା କରୋନା

ଅନୁଗୋଳ ଅଫିସ୍‌, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୁର୍ଘଟଣାଗ୍ରସ୍ତ ହୋଇ ଆସିଥିବା ଜଣେ ଯୁବକଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ପଜିଟିଭ ବାହାରିଛି। ଯୁବକ...

ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି

ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ...

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...

ପାଲଲହଡ଼ାବାସୀଙ୍କୁ ନାଳ ପାଣି ଯୋଗାଣ ଅଭିଯୋଗ

ପାଲଲହଡ଼ା,୨୪ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦର ମହକୁମାବାସୀଙ୍କୁ ସ୍ବଚ୍ଛ ପିଇବା ପାଣି ଯୋଗାଣ ପାଇଁ ନିର୍ମାଣ ହୋଇଥିବା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇପଡିଛି। ଏକ କମ୍ପାନୀ...

କେନାଲ କାମକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା: କାମ ବନ୍ଦ କରାଇଲେ କ୍ଷତିଗ୍ରସ୍ତ

ଛେଣ୍ଡିପଦା,୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗେଡିଆ ସଜରାସାହିରୁ ପୁରୁଣାଗଡ ଲମ୍ବିଥିବା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କେନାଲ କାମକୁ ନେଇ ଶନିବାର ଉତ୍ତେଜନା...

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ।...

ଖାଁ ଖାଁ ଗୋତମରା ଗାଁ

ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି...

ତେଜରାତି ଦୋକାନରେ ଚଢ଼ାଉ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- କରୋନା ଯୋଗୁ ନିତ୍ୟ ବ୍ୟବହାର୍ଯ୍ୟ ତଥା ଅତ୍ୟାବଶ୍ୟକ ସାମଗ୍ରୀକୁ ଦୋକାନୀ ଚଢ଼ା ଦରରେ ବିକୁଥିବା  ଅଭିଯୋଗ ପାଇ ଅନୁଗୋଳ ଜିଲା କିଶୋରନଗର ବ୍ଲକର...

Advertisement


Archives

Model This Week