ବଅଁରପାଳରେ ଭାରତ ବନ୍ଦ ପ୍ରଭାବ: ୫୫ନଂ. ଏନ୍‌ଏଚ୍‌ ଅବରୋଧ

ବଅଁରପାଳ,୨୩।୨(ଡି.ଏନ୍‌.ଏ.): ଭୀମ ଆର୍ମି ପକ୍ଷରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ବିରୋଧୀ ରାୟ ଓ କେନ୍ଦ୍ର ସରକାରଙ୍କ ଏନ୍‌ପିଆର, ଏନ୍‌ଆର୍‌ସି, ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଅନୁଗୋଳ ଜିଲା ବଅଁରପାଳଠାରେ ରବିବାର ସକାଳ ୬ଟାରୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସମାଜସେବୀ ଗୋପାଳ ନାଏକଙ୍କ ନେତୃତ୍ୱରେ କର୍ମୀମାନେ ୫୫ ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ଅନ୍ୟମାନଙ୍କ ମଧ୍ୟରେ ବଅଁରପାଳ ସରପଞ୍ଚ ଫକୀର ନାୟକ, ନିର୍ମଳ ନାୟକ, ଦୁଃଶାସନ ନାୟକ, ଦିଲୀପ ନ।ୟକ, ଧର ନାୟକ, ଟୁଟୁ ନାୟକ, ଧନେଶ୍ୱର ନାୟକ, ରିତେଶ ନାୟକ, ଅଶୋକ ନାୟକ, ଜିତୁ ନାଏକ ପ୍ରମୁଖ ଉପସ୍ଥିତ ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୦।୫ ଅନୁଗୋଳ ଜିଲାରେ ବିଦ୍ୟୁତ୍‌ କାଟ ଓ ପାନୀୟ ଜଳ ସମସ୍ୟା ସହ ଡିଏମ୍‌ଏଫ୍‌ରେ ହୋଇଥିବା ବ୍ୟାପକ ଦୁର୍ନୀତି ବିରୋଧରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ।...

ଯୁବକଙ୍କ ସହ ବଟି ମୂଲଚାଲର ଭିଡିଓ ଭାଇରାଲ: ରାତାରାତି ବଦଳିଲେ ବଡ଼ସାହି ଥାନା ଅଧିକାରୀ

ବାରିପଦା ଅଫିସ/ବଡ଼ସାହି,୧୨ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ବଦଳି କରାଯାଇଛି। ତାଙ୍କୁ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ...

ଶିକ୍ଷକ ଅଭାବ ସାଙ୍ଗକୁ ଭିତ୍ତିଭୂମି ଅସଜଡ଼ା

ଭଣ୍ଡାରିପୋଖରୀ,୨୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତର ମାଳଦା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ। ୨ ଶିକ୍ଷକରେ ଦୁଇଟି ଶ୍ରେଣୀ ଚାଲିଛି। ଆବଶ୍ୟକ ସଂଖ୍ୟକ...

କୋଇଲା କ୍ଷେତ୍ରରେ ଏମସିଏଲ୍‌ର ସାନିଟାଇଜେସନ୍‌ କାର୍ଯ୍ୟ

ସମ୍ବଲପୁର, ୧୬।୪ (ବ୍ୟୁରୋ): କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି। ଏହି କ୍ରମରେ କୋଭିଡ- ୧୯କୁ...

ଡ୍ରୋନ୍‌ ସାହାଯ୍ୟରେ ହେଉ ବାସସ୍ଥଳ ନିରୀକ୍ଷଣ

କେନ୍ଦ୍ରାପଡ଼ା ଅଫିସ, ୬।୧୧: ବିରଳ ଅଲିଭ ରିଡ୍‌ଲେର ଜୀବନ ଏବେ ବି ରହସ୍ୟାବୃତ। ଜୀବନ ପ୍ରଣାଳୀକୁ ନେଇ ଗବେଷଣା ଚାଲିଛି। କୁହାଯାଏ, ହଜାର ଶାବକରୁ ମାତ୍ର...

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ...

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌...

ଚର୍ଚ୍ଚ ପରିସରରେ ୧୪୪ ଜାରି

ଭଦ୍ରକ ଅଫିସ, ୨୨ା୫: ଅଧିକାଂଶ ସମୟରେ ଗୋଷ୍ଠୀ ବିବାଦ ଲାଗି ରହୁଥିବା ଭଦ୍ରକ ସଦର ବ୍ଲକର ଗେଲଟୁଆଠାରେ ଥିବା ଚର୍ଚ୍ଚ ପରିସରରେ ଶନିବାର ପୂର୍ବାହ୍ନରେ ୧୪୪...

Advertisement
Archives

Model This Week