ବଇଣ୍ଡାକୁ କରାଗଲା ସମ୍ପୂର୍ଣ୍ଣ ସାନିଟାଇଜ

ବଇଣ୍ଡା,୧୨।୫(ଡି.ଏନ.ଏ.)-ଅନୁଗୋଳ ଜିଲାରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି। ବିଶେଷ କରି କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ମହାରାଷ୍ଟ୍ରରୁ ପ୍ରବାସୀଙ୍କୁ ନେଇ ଆସୁଥିବା ଏକ ଯାତ୍ରୀବାସୀ ବସ୍‌ ଏକ ହୋଟେଲରେ ରହି କିଛି ପ୍ରବାସୀ ଖାଉଥିବାବେଳେ ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଫଳରେ ମଙ୍ଗଳବାର ଉପଖଣ୍ଡ ପ୍ରଶାସନ ନିର୍ଦ୍ଦେଶକ୍ରମେ ବଇଣ୍ଡାକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯାଇଛି। ରେଲଓ୍ବେ ଷ୍ଟେଶନ, ମାର୍କେଟ କମ୍ପେକ୍ସ, ଏଟିଏମ, ଷ୍ଟେଟବ୍ୟାଙ୍କ, ଫାଣ୍ଡି ଡାକ୍ତରଖାନା, ସେସୁ କାର୍ଯ୍ୟାଳୟ, ପ୍ରବାସୀ ଖାଉଥିବା ସହ ବଇଣ୍ଡା ରାମଦେଓ ହାଇସ୍କୁଲରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରକୁ ସାନିଟାଇଜ କରାଯାଇଛି। ବାମୁର ଅଗ୍ନିଶମ ବିଭାଗର ଇନ୍‌ଚାର୍ଜ ପ୍ରକାଶ କୁମାର ବେହେରା, ରଞ୍ଜନ ନାୟକ, ପ୍ରଶାନ୍ତ ନାୟକ, ଗଣେଶ କୁମାର ଭଞ୍ଜ ପ୍ରମୁଖ ସାନିଟାଇଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: କରୋନା ସଙ୍କଟକୁ ନେଇ ଏବେ ଦେଶରେ ଚାଲିଛି ଲକ୍‌ଡାଉନ ୩.୦। ଦିନକୁ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହି...

କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ...

ଦିନରେ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ: ୬ ଲକ୍ଷ ଟଙ୍କାର ଗହଣା ଚୋରି

ଅନୁଗୋଳ ଅଫିସ, ୫।୧ – ସ୍ପଷ୍ଟ ଦିବାଲୋକରେ ଶନିବାର ଅନୁଗୋଳ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ। ଅନୁଗୋଳ ଇଣ୍ଡଷ୍ଟ୍ରିଆଲଷ୍ଟ୍ରିଟରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ...

ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର...

ନାଲ୍‌କୋ ଅଞ୍ଚଳରେ ବଢ଼ୁଛି ପ୍ରଦୂଷଣ: ଧୂଳି ଧୂଆଁରେ ଲୋକେ ଅତିଷ୍ଠ

ବଅଁରପାଳ, ୫।୬ (ଡି.ଏନ୍‌.ଏ.)- ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଅନେକ ସମୟରେ ପ୍ରଦୂଷଣରେ ଛଟପଟ ହେଉଥିବା ଅଭିଯୋଗ ହେଉଛି। ପ୍ଲାଣ୍ଟ କର୍ତ୍ତୃପକ୍ଷ...

ସ୍ବାସ୍ଥ୍ୟ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୨୭ା୪(ପି.ଟି.): କରୋନା ମୁକାବିଲାରେ ପ୍ରମୁଖ ଭୂମିକା ନେଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି ସୂଦନଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ରେ ଶେଷ ହେବାକୁ ଥିବାବେଳେ ଏହାକୁ ଆଉ...

ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୬, କଟକରୁ...

ଭୁବନେଶ୍ୱରରୁ ଆଜି ପୁଣି ୯ ପଜିିଟିଭ୍‌ ଚିହ୍ନଟ: ୮ ସୁସ୍ଥ

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ଜଣେ ରହିଥିବା ବେଳେ ଲୋକାଲ କେସ୍‌ ୮...

Advertisement
Archives

Model This Week