ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର ଜମିରେ ୨୮ଟି ପ୍ଲଟ ହୋଇଛି। ଏହି ନକ୍ସାର ପ୍ଲଟଗୁଡ଼ିକ କେଉଁ ହିତାଧିକାରୀ ପାଇବେ ତାହା ପ୍ରାୟ ଚୂଡ଼ାନ୍ତ ସରିଛି। ତେବେ ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ ଉଠିଛି କେଁ। ପୂର୍ବରୁ ବାହାରୁ ଆସୁଥିବା ଯାତ୍ରୀ ଏଠାରେ ସ୍ବଳ୍ପ ମୂଲ୍ୟରେ ରହିପାରୁଥିଲେ। ମାତ୍ର ଏହା ଅସୁରକ୍ଷିତ ହେବପରେ ଭାଙ୍ଗିଦିଆଯାଇଥିଲା। ଏଠାରେ ନୂଆ କୋଠା ତିଆରି ଚାଲିଥିବାବେଳେ କାମ ବନ୍ଦ କରି ଏହାର ଜମି ବିସ୍ଥାପିତ ହେବାକୁଥିବା ଲଜ୍‌ ମାଲିକଙ୍କୁ ବାଣ୍ଟି ଦିଆଯାଇଛି। ଫଳରେ ବହାରୁ ଆସୁଥିବା ଯାତ୍ରୀ କେଉଁଠି ରହିବେ ତାକୁ ନେଇ ଉଠିଛି ପ୍ରଶ୍ନ।


Enter your email to get our daily news in your inbox.

All Right Reserved By Dharitri.Com

୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ସରପଞ୍ଚ

ବନ୍ତ,୩୦ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପରିପେକ୍ଷୀରେ ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଢତୀରା ପଞ୍ଚାୟତର ଚାରିପୋଖରିଆ, ଷଠତୀରା, ଷେଣ୍ଢତୀରା ଗ୍ରାମ ସମେତ ଷେଣ୍ଢତୀରା ବଜାର ଅଞ୍ଚଳକୁ...

୪୦ ଟଙ୍କାରେ ପିଆଜ ବିକି ଦରଦାମ୍‌ ବୃଦ୍ଧିର ପ୍ରତିବାଦ କଲା ଜିଲା ନଗର କଂଗ୍ରେସ

ବଲାଙ୍ଗୀର ଅଫିସ୍‌,୬।୧୨: ବଲାଙ୍ଗୀର ଜିଲା ନଗର କଂଗ୍ରେସ କମିଟି ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାର ଅହେତୁକ ପିଆଜର ଦରଦାମ୍‌ ବୃଦ୍ଧି ଓ ଅଭାବ ନେଇ...

ବଜ୍ରପାତରେ ଜଣେ ମୃତ

ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି...

ଶିଶୁ ଓ ନାବାଳିକା ଅସୁରକ୍ଷିତ : ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ

ଭଦ୍ରକ ଅଫିସ, ୫।୮ : ଭଦ୍ରକ ଜିଲାରେ ଦିନକୁ ଦିନ ବାଳ ଅପରାଧ ଘଟଣା ବଢ଼ିଚାଲିଛି। ଚଳିତବର୍ଷ ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ...

‘ଖବରକାଗଜ ବିତରକଙ୍କୁ ବୀମାଭୁକ୍ତ କରାଯାଉ’

ପୁରୀ ଅଫିସ,୭ା୫ : ଲକ୍‌ଡାଉନ ପରିପ୍ରେକ୍ଷୀରେ କୌଣସି ସରକାରୀ ସହଯୋଗ ପାଇ ନ ଥିବାରୁ ପୁରୀ ଖବରକାଗଜ ବିତରକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏକ ପ୍ରେସ୍‌...

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି...

ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର...

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି...

Play 250+ Trending Games
Archives

Model This Week

Why Dharitri