ବଗିଚାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଇଁସିରା ଗ୍ରାମର ଏକ ଆମ୍ବ ବଗିଚାରୁ ଶନିବାର ସକାଳେ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କୁଦାବେଡ଼ା ଗ୍ରାମର ବବୁଲ ନାଏକ(ଭୂମିଜ)।
ପ୍ରକାଶ ଯେ, ବବୁଲ ତିନି ମାସ ତଳେ ଝିଆରୀ ଘର ଟାଇଁସିରା ଗ୍ରାମକୁ ଯାଇ ସେଠାରେ ରହୁଥିଲେ। ତେବେ ବବୁଲଙ୍କୁ ପିଟି ପିଟି ମାରିଦିଆଯାଇଥିବା ତାଙ୍କ ସ୍ତ୍ରୀ ଶାନ୍ତି ପାଟଣା ଥାନାରେ ଅଭିଯୋଗ କରିଛନ୍ତି। ଘଟଣା ସ୍ଥଳରେ ପାଟଣା ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର କୁମାର ମଲ୍ଲିକ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଏହି ଘଟଣାରେ ପୋଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri