ବଜାଜ ଗ୍ରୁପ୍‌ ପକ୍ଷରୁ ୧୦ କୋଟି ଫନୀ ସହାୟତା

ଭୁବନେଶ୍ୱର,୨୯-୬ – ବଜାଜ ଗ୍ରୁପ କମ୍ପାନୀ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବଜାଜ ଅଟୋ ଲିମିଟେଡର ଆଞ୍ଚଳିକ ପ୍ରବନ୍ଧକ ସଦାନନ୍ଦ ସ୍ବାମୀ, ଲୋନ୍‌ ବିଜନେସ ଜାତୀୟ ପ୍ରବନ୍ଧକ ନିତ୍ୟେସ ମଲ୍ଲିକ, ଗ୍ରାହକ ଫାଇନାନ୍ସ ଜାତୀୟ ପ୍ରବନ୍ଧକ ସଞ୍ଜୀବ କୁମାର ପାଣିଗ୍ରାହୀ, ପ୍ରଡକ୍ଟ ପ୍ରବନ୍ଧକ ସଞ୍ଜୟ ପିରାଙ୍ଗୁଟେ, ପ୍ରୋଜେକ୍ଟ ସହକାରୀ ଅଧିକାରୀ ସ୍ନେହା ଘୋଙ୍ଗେ ଏବଂ ବଜାରର ସିଏସ୍‌ଆର୍‌ ଟିମ୍‌ ବଜାଜ ଅଟୋ ଓ ବଜାଜ ଫାଇନାନ୍ସ ପକ୍ଷରୁ ଅର୍ଥ ରାଶିର ଚେକ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ସଚିବାଳୟଠାରେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ଭାରତର ଜିଡିପି ୪.୫% ଖସିଯିବ: ପ୍ରମୁଖ ଏଜେନ୍ସି ଆଶଙ୍କା ପ୍ରକଟ କଲେ

ନୂଆଦିଲ୍ଲୀ,୨୫।୬ : ଚଳିତ ଆର୍ଥତ୍କ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ନକାରାତ୍ମକ ରହିବ। ଅର୍ଥାତ୍‌ ଏହି ସମୟରେ ଅଭିବୃଦ୍ଧି ଗଭୀର ଭାବେ...

୨ ଲକ୍ଷ କୋଟିର ଋଣ ରାଇଟଅଫ୍‌ କଲେ ବ୍ୟାଙ୍କ

ନୂଆଦିଲ୍ଲୀ,୩୦-୧୧: ଦେଶରେ ସୂଚୀଭୁକ୍ତ ୪୨ ବାଣିଜି୍ୟକ ବ୍ୟାଙ୍କ ୨୦୧୮-୧୯ରେ ୨.୧୨ ଲକ୍ଷ କୋଟି ଟଙ୍କାର ଋଣ ରାଇଟ ଅଫ୍‌ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ...

ଶ୍ରମ ଶକ୍ତିରେ ଅଧିକ ବୟସ୍କ

ନୂଆଦିଲ୍ଲୀ:  ବର୍ତ୍ତମାନ ସମୟରେ ବେକାରି ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଏହି ସମୟରେ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ଦେଶରେ ବେକାର ହୋଇ ରହିଥିବା...

ଏସ୍‌ବିଆଇ ଉପରେ ୧ କୋଟିର ଜରିମାନା

ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ଉପରେ ରିଜର୍ଭ ବ୍ୟାଙ୍କ ୧ କୋଟି ଟଙ୍କାର ଜରିମାନା ଲଗାଇଛି। ବ୍ୟାଙ୍କରୁ ଋଣ ନେଇଥିବା କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ...

ଦକ୍ଷିଣ ଭାରତ ବୁଲିବାକୁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୨।୧: ପରିଭ୍ରମଣକାରୀମାନଙ୍କ ପାଇଁ ରେଳବାଇ ପକ୍ଷରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଉକ୍ତ ଟ୍ରେନ୍‌ର ନାମ ରହିଛି ‘ଭାରତ ଦର୍ଶନ’, ଯେଉଁଥିରେ ପର୍ଯ୍ୟଟକମାନଙ୍କୁ ଦକ୍ଷିଣ...

୨୦୨୧-୨୨ରେ ୩ କୋଟିରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆଇଟିଆର୍‌ରେ ସାମିଲ

ଦେଶର ବିକାଶ ପାଇଁ ଦେଶବାସୀ ପ୍ରତ୍ୟକ୍ଷ ଭାବେ ସହଯୋଗ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଏହି ଅବସରରେ...

ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଉଲ୍ଲେଖନୀୟ ଅଭିବୃଦ୍ଧିି

ନୂଆଦିଲ୍ଲୀ,୨୭-୫: ୨୦୦୪ ପରଠାରୁ ଦେଶରେ ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଅଭିବୃଦ୍ଧି ଉଲ୍ଲେଖନୀୟ ରହିଛି। ନିର୍ବାଚନର ପ୍ରଭାବ ବର୍ତ୍ତମାନ ଶେୟାର ବଜାର ଉପରେ ପରିଲକ୍ଷିତ ହୋଇଛି। ଏଥିଯୋଗୁ...

ଚାଇନା ଉପରେ ବ୍ରିଟେନ୍‌ ଲଗାଇଲା କଟକଣା: ସହାୟତାକାରୀଙ୍କ ବିରୋଧରେ ହେବ ତଦନ୍ତ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ...

Advertisement
Archives

Model This Week