Posted inଜାତୀୟ

ବଜାରକୁ ୫୦:୫୦ ବିସ୍କୁଟ ଆସିଛି କି’

ହାଇଦ୍ରାବାଦ,୪ା୧୧: ମହାରାଷ୍ଟ୍ରରେ ୫୦:୫୦ ସୂତ୍ରରେ କ୍ଷମତା ଭାଗବଣ୍ଟା ପାଇଁ ଶିବସେନା ଅଡ଼ିବସିଥିବାବେଳେ ଏହାକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ତଥା ହାଇଦ୍ରାବାଦ ଏମ୍‌ପି ଅସାଦୁଦ୍ଦିନ୍‌ ଓଓ୍ବାଇସି ତାଚ୍ଛଲ୍ୟ କରିଛନ୍ତି। ଲଗାଣ ବର୍ଷା ଯୋଗୁ ଫସଲହାନି ହୋଇଛି। କ୍ଷତିଗ୍ରସ୍ତ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଥିବାବେଳେ ଏମାନେ ୫୦:୫୦ କଥା କହୁଛନ୍ତି। ବଜାରକୁ ନୂଆ ଫିପ୍ଟି ଫିପ୍ଟି ବିସ୍କୁଟ ଆସିଛି କି ବୋଲି ଓଓ୍ବାଇସି ପ୍ରଶ୍ନ କରିଛନ୍ତି। ଏହାସହ ଭାଜପା କିମ୍ବା ଶିବସେନାକୁ ଏଆଇଏମ୍‌ଆଇଏମ୍‌ ସମର୍ଥନ ଦେବନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବକୁମାରଙ୍କ ଇଡି ରିମାଣ୍ଡ ବଢ଼ିଲା

ନୂଆଦିଲ୍ଲୀ,୧୪ା୯(ପି.ଟି.): କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କ ଇଡି ରିମାଣ୍ଡ ଅବଧିକୁ ଦିଲ୍ଲୀର ଏକ ଅଦାଲତ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ହାଜତରେ...

କରୋନା ଯୋଗୁ ଗଲା ଚାକିରି, ୪ ମାସର ଶିଶୁକୁ ଏତିକି ଟଙ୍କାରେ ବିକି ଦେଲେ ପିତା

ଗୁଆହାଟୀ,୨୩।୭: କରୋନା ଅନେକ ଲୋକ ଚାକିରି ହରାଇଛନ୍ତି। ସାଧାରଣତଃ ଶ୍ରମିକ ଶ୍ରେଣୀର ଲୋକେ ବହୁ ଅସୁବିଧାର ସାମ୍ନାକ କରୁଛନ୍ତି। ଦିନକୁ ଦିଓଳି ଖାଦ୍ୟ ଯୋଗାଡ କରିବା...

କାରଗିଲ ବିଜୟ ଦିବସକୁ ପୂରଣ ହେଲା ୨୧ ବର୍ଷ

ନୂଆଦିଲ୍ଲୀ,୨୬।୭: କାରଗିଲ ବିଜୟ ଦିବସକୁ ୨୧ ବର୍ଷ ପୂରଣ ହୋଇଥିବା ବେଳେ ଏବେ ସାରା ଦେଶ ଏହି ବିଜୟ ଗାଥାକୁ ମନେପକାଇ ଗୌରାବାନ୍ବିତ ହେଉଛି। ଆଜକୁ...

ଆଜି ଇସ୍ତଫା ଦେଇପାରନ୍ତି ଚନ୍ଦ୍ରାବାବୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଗୁରୁବାର ସୁଦ୍ଧା ନିଜ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ବିଧାନସଭା...

ହୃଦୟ ବିଦାରକ ସ୍ଥିତି

ନୂଆଦିଲ୍ଲୀ,୨୮ା୪: ରାଜନୈତିକ ରାଜଧାନୀ ଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ତାଲାବନ୍ଦ ହୋଇଛି। ଦୁଇ ବଡ଼ ସହରର ପ୍ରଶସ୍ତ ରାସ୍ତାଗୁଡ଼ିକରେ ସାଇରନ୍‌ ବଜାଇ ଆମ୍ବୁଲାନ୍ସ ଦୌଡ଼ୁଛି।...

୪୦୭ ବର୍ଷରେ ଭାରତୀୟ ନୌସେନା

ନୂଆଦିଲ୍ଲୀ, ୪।୧୨: ଭାରତୀୟ ନୌସେନାକୁ ଇତିମଧ୍ୟରେ ପୂରିଛି ୪ଶହ ୭ ବର୍ଷ। ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ବୀରତ୍ୱ ପାଇଁ ପ୍ରତିବର୍ଷ ଡିସେମ୍ବର ୪ ତାରିଖରେ...

ପଦୋନ୍ନତି ପରୀକ୍ଷାରେ ଫେଲ୍‌ ହେଲେ ୧୧୯ ବିଚାରପତି

ଅହମ୍ମଦାବାଦ୍‌,୮।୧୦: ଗୁଜରାଟରେ ଏକ ପଦୋନ୍ନତି ପରୀକ୍ଷାରେ ୧୧୯ ଜଣ ବିଚାରପତି ଫେଲ୍‌ ହୋଇଛନ୍ତି। ଜିଲା କୋର୍ଟରେ ୪୦ ବିଚାରପତି ନିଯୁକ୍ତି ପାଇଁ ଏହି ପରୀକ୍ଷା ଅନୁଷ୍ଠିତ...

ସରପଞ୍ଚ ଅଜୟ ପଣ୍ଡିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ

ଶ୍ରୀନଗର,୧୬।୬: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଜୁନ ୮ରେ କଶ୍ମୀରି ପଣ୍ଡିତ ସରପଞ୍ଚ ଅଜୟ ପଣ୍ଡିତାଙ୍କ ହୋଇଥିବା ହତ୍ୟାର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ଗତ ସପ୍ତାହ ଏନ୍‌କାଉଣ୍ଟରରେ ନିପାତ...

Advertisement
Archives

Model This Week