ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ଜାଣନ୍ତୁ ଏପରି…

ଏବେ ବଜାରରେ ନକଲି ଜିରା ମିଳୁଛି। ଏହା ଫୁଲଝାଡୁ, ପଥରଗୁଣ୍ଡ ଏବଂ ଗୁଡ଼ରୁ ପ୍ରସ୍ତୁତ ହେଉଛି। ଅସଲି ଜିରା ଦାମ କିଲୋପ୍ରତି ୪ଶହ ଟଙ୍କା ଥିବାବେଳେ ଏହି ନକଲି ଜିରା ଦାମ କିଲୋପ୍ରତି ୨୦ ଟଙ୍କା ରହିଛି। କେତେକ ଏହାକୁ ସିନ୍ଥେଟିକ୍‌ ଜିରା କହୁଛନ୍ତି। ତେବେ ଏହାକୁ ଖାଇବା ଦ୍ୱାରା ନାନା ପ୍ରକାର ଶାରୀରିକ ସମସ୍ୟା ଦେଖାଦେଇଥାଏ। ଶରୀରର ରୋଗପ୍ରତିରୋଧକ ଶକ୍ତି କମିଯାଇଥାଏ। ତେଣୁ ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ତାହା ଜାଣିବା ପାଇଁ ଏହାକୁ କିଛି ସମୟରେ ପାଣିରେ ପକାଇଲେ ଜଣାପଡ଼ିଥାଏ। ଯଦି ପାଣିରେ ପଡ଼ିବାର କିଛି ସମୟ ପରେ ଜିରାର ରଙ୍ଗ ପରିବର୍ତ୍ତନ ହେବା ସହିତ ଏହା ଭାଙ୍ଗିଯାଏ ଜଣା ପଡ଼ିବ ଯେ, ଏହା ନକଲି ବୋଲି। ତେଣୁ ଜିରା କିଣୁଥିବା ସମୟରେ ସତର୍କ ରହିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଆଉ କାମ ଦେବନି ଚାଇନାର ଚତୁରତା: ଭାରତ ଦେବ କଡ଼ା ଜବାବ

ନୂଆଦିଲ୍ଲୀ,୨ା୧୦: ଚାଇନାକୁ ଉପଯୁକ୍ତ ତଥା କଡ଼ା ଜବାବ ଦେବା ପାଇଁ ସୀମାରେ ଭାରତର କେ-୯ ବଜ୍ର ପ୍ରସ୍ତୁତ ରହିଛି। ଏବେ ଆଉ ଚାଇନାର କୌଣସି ଚତୁରତା...

କୋଭାକ୍ସିନ୍‌ରେ ମିଶାଯିବ ଆଲହାଇଡ୍ରୋକ୍ସିକ୍ୟୁଇମ୍‌-୨

ନୂଆଦିଲ୍ଲୀ, ୫।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ଭାରତ ବାୟୋଟେକ୍‌ ପକ୍ଷରୁ କୋଭାକ୍ସିନ୍‌ ପ୍ରତିଷେଧକ ଟିକା ପ୍ରସ୍ତୁତ କରାଯାଇଛି। ଅଧିକ ସୁଫଳ ମିଳିବା ପାଇଁ...

ନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ଆସନରେ ବସି ପାରିବେନି ନୀତୀଶ: ଚିରାଗ

ପାଟନା,୨୯ ।୧୦: ବିହାରରେ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନ ଲାଗି ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଡା ସୁରକ୍ଷା ମଧ୍ୟରେ ଓ କରୋନା...

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌...

ଶ୍ରଦ୍ଧା ହତ୍ୟା ମାମଲାର ପୁନରାବୃତ୍ତି, ସ୍ବାମୀଙ୍କୁ ୧୦ ଖଣ୍ଡ କଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୮।୧୧: ଶ୍ରଦ୍ଧା ହତ୍ୟା ମାମଲା ଭଳି ଦିଲ୍ଲୀରେ ଆଉ ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ତ୍ରିଲୋକପୁରୀର ପାଣ୍ଡବନଗର ପୋଲିସ ଷ୍ଟେଶନ ଅଞ୍ଚଳରୁ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର...

ବିପର୍ଯ୍ୟୟ ଆଣିଲା ମୌସୁମୀ ବର୍ଷା

ମୁମ୍ବାଇ/ଅହମ୍ମଦାବାଦ ୧୪ା୭: ଦେଶର ବିଭିନ୍ନ ସ୍ଥାନର ମୌସୁମୀଜନିତ ବର୍ଷା ଜଳପ୍ରଳୟ ସୃଷ୍ଟି କରିଛି। ଏକାଧିକ ରାଜ୍ୟରେ ବନ୍ୟା ଯୋଗୁ ଶତାଧିକ ଜୀବନ ହାନି ହେବା ସହ...

ଦୀର୍ଘ ୪୯ବର୍ଷ ପରେ ସଂସଦରେ ବଜେଟ ଉପସ୍ଥାପନ କଲେ ଜଣେ ମହିଳା

ନୂଆଦିଲ୍ଲୀ, ୫।୭: ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ନିର୍ମଳା ସାତାରାମନ୍‌। ୧୯୭୦-୭୧ରେ ପ୍ରଧାନମନ୍ତ୍ରୀ ଥିବାବେଳେ...

ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଖଜୁରୀ ପାଣି…

ଶରୀରକୁ ସୁସ୍ଥ ରଖିବା ପାଇଁ ଖଜୁରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ । ପ୍ରତିଦିନ ସକାଳେ ଅଧାକପ୍‌ ଖଜୁରୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ ।...

Advertisement
Archives

Model This Week