Posted inଜାତୀୟ

ବଜେଟ୍‌ ‘ନୂଆ ବୋତଲରେ ପୁରୁଣା ମଦ’ ସଦୃଶ: ଅଧିର ରଞ୍ଜନ

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଏହି ବଜେଟର ଖୁବ୍‌ ପ୍ରଶଂସା କରିଥିବା ବେଳେ ବିରୋଧି କିନ୍ତୁ ଏହାର ସମାଲୋଚନା କରିଛି। ଲୋକସଭାରେ କଂଗ୍ରେସ ସଂସଦୀୟ ଦଳର ନେତା ଥିବା ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି, ବଜେଟରେ ଧନୀଙ୍କ ଉପରେ ଚାପ ପଡିଥିବା ବେଳେ ଗରିବଙ୍କୁ ଉପହାର ମିଳିଛି ହେଲେ ମଧ୍ୟବିତ୍ତମାନେ ଯେଉଁଠି ଥିଲେ ସେଇଠି ରହିଯାଇଛନ୍ତି। ତେଣୁ ବଜେଟରେ ନୂଆ କିଛି ହୋଇନାହିଁ। କେବଳ ପୁରୁଣା କଥାକୁ ଦୋହରା ଯାଇଛି। ଭାଜପା ଏହାକୁ ନୂଆ ଭାରତ ଗଠନ ବୋଲି କହୁଥିବା ବେଳେ ଏହା କିନ୍ତୁ ନୂଆ ବୋତଲରେ ପୁରୁଣା ମଦ ବୋଲି କହିଛନ୍ତି ଅଧିର ରଞ୍ଜନ ଚୌଧୁରୀ। ଏଥିରେ କିଛି ନୂଆ ନାହିଁ, ରୋଜଗାରର କୌଣସି ନୂଆ ଯୋଜନା ମଧ୍ୟ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋପୱେ ଦୁର୍ଘଟଣା: ୨ ଦିନ ହେବ ଫସି ରହିଥିବା ଲୋକଙ୍କ ନିକଟକୁ ଡ୍ରୋନ ସାହାଯ୍ୟରେ ପଠାଯାଉଛି ଖାଦ୍ୟ ସାମଗ୍ରୀ

ଦେବଘର,୧୨ ।୪: ଝାଡଖଣ୍ଡର ଦେବଘର ରୋପୱେରେ ଫସି ରହିଥିବା ଲୋକଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ପର୍ଯ୍ୟନ୍ତ ୩୭ ଜଣଙ୍କୁ ଉଦ୍ଧାର କରାଯାଇଥିବା...

ଧାରା ୩୭୦କୁ ନେଇ ଦ୍ୱନ୍ଦ୍ୱରେ କଂଗ୍ରେସ: ମୋଦି ସରକାରଙ୍କ ପ୍ରଶଂସା କରିବ ନା ସମାଲୋଚନା

ନୂଆଦିଲ୍ଲୀ,୬।୮: ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା।...

କରୋନାରୁ ସୁସ୍ଥ ହେବା ପରେ ପୁଣି ଥରେ ସଂକ୍ରମଣ ହେବ କି ନାହିଁ ତାହା ଡାକ୍ତରଙ୍କୁ ବି ଅଜଣା !

ନୂଆଦିଲ୍ଲୀ, ୧୮।୩: କରୋନା ସଂକ୍ରମଣକୁ ନେଇ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଏହାକୁ ନେଇ କିଛି ଗୁଜବ ମଧ୍ୟ ଉଠୁଛି। ତେବେ...

ମୋଦି ପ୍ରଥମେ ନିଅନ୍ତୁ କରୋନା ଭ୍ୟାକ୍ସିନ ତା’ପରେ ଆମେ ନେବୁ: ତେଜପ୍ରତାପ

ପାଟନା,୮ ।୧: କରୋନା ଭାଇରସ ସଂକ୍ରମଣ ଲୋକଙ୍କ ମନରେ ଯେତିକି ଭୟ ସୃଷ୍ଟି କରିଥିଲା ଏହାର ଭ୍ୟାକ୍ସିନ ବା ଟିକା ଆସିବା ପରେ ଲୋକଙ୍କ ମନରେ...

ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ: ଶାହା

କୋଲକାତା,୫ ।୧୧: ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ବାଙ୍କୁଡାରେ ଆୟୋଜିତ ଏକ ରାଲିରେ ସମ୍ବୋଧନ ଦେଇଛନ୍ତି ।...

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ମୁହଁ ଖୋଲିଲେ ଜନାର୍ଦ୍ଦନ

ନୂଆଦିଲ୍ଲୀ,୯।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏହାକୁ ନେଇ ଲାଗି ରହିଥିବା ଆଶା ଆଶଙ୍କାକୁ ଦେଖି ବରିଷ୍ଠ କଂଗ୍ରେସ ନେତା...

ବୈଦେଶିକ ନୀତି ଉପରେ ସହମତି ବିଶ୍ୱସ୍ତରର ମଞ୍ଚ ଉପରେ ହେବା ଭାରତ ପାଇଁ ଭଲ: ମୋଦି

ନୂଆଦିଲ୍ଲୀ,୭ ।୪: ୟୁକ୍ରେନର ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲୋକ ସଭାରେ ହୋଇଥିବା ଆଲୋଚନାର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଉଚ୍ଚ...

Advertisement
Archives

Model This Week