Posted inଜାତୀୟ

ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୧୫।୬: ଜୁନ୍‌ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍‌ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ ଅଛନ୍ତି। ସେମାନେ ହେଉଛନ୍ତି ମନମୋହନ ସିଂ ଏବଂ ଦେବଗୌଡ଼ା। ଦେବଗୌଡ଼ା ଲୋକ ସଭା ନିର୍ବାଚନରେ ପରାଜିତ ହୋଇଛନ୍ତି। ସେହିପରି ମନମୋହନ ସିଂଙ୍କ କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ମନମୋହନଙ୍କ ସହିତ ଏସ୍‌.କୁଜୁରଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ଫଳରେ ଏବେ ଆସାମରେ ୨ ରାଜ୍ୟ ସଭା ଆସନ ଖାଲିପଡ଼ିଛି। ପୂର୍ବରୁ ଏଠାରେ ମେ ମାସରେ ହୋଇଥିବା ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ଏବଂ ଏଆଇୟୁଡିଏଫ୍‌ କୌଣସି ପ୍ରାର୍ଥୀ ଦେଇ ନ ଥିଲେ। ଫଳରେ ଭାଜପା ଏବଂ ଆସାମ ଗଣପରିଷଦ ପ୍ରାର୍ଥୀ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏଠାରେ ୧୨୬ ବିଧାନସଭା ଆସନ ମଧ୍ୟରେ କଂଗ୍ରେସର ୨୬ ଜଣ ଏବଂ ଏଆଇୟୁଡିଏଫ୍‌ର ୧୩ ଜଣ ବିଧାୟକ ଅଛନ୍ତି। ଭାଜପାର ଏଠାରେ ୬୦ ଜଣ ବିଧାୟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୨୫।୧: ୭୪ତମ ସାଧରଣତନ୍ତ୍ର ଦିବସ ଅବସରରେ ବୁଧବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯିବ। ସେଥିମଧ୍ୟରୁ ୬ ଜଣଙ୍କୁ...

ଖରାପ ଗୋଳାବାରୁଦ ଯୋଗାଣ: ସ୍ଥଳସେନାର କ୍ଷତି ହୋଇଛି ୯୬୦ କୋଟି

ନୂଆଦିଲ୍ଲୀ, ୩୦।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ପାକିସ୍ତାନ-ଚାଇନା ସହିତ ଭାରତକୁ ସବୁବେଳେ ମୁହାଁମୁହିଁ ସ୍ଥିତିରେ ରହିବାକୁ ପଡୁଛି। ଏପରିସ୍ଥଳେ ଅର୍ଡିନାନ୍ସ୍‌ ଫ୍ୟାକ୍ଟ୍ରି ବୋର୍ଡ(ଓଏଫ୍‌ବି) ପକ୍ଷରୁ ସ୍ଥଳସେନାକୁ...

ବର୍ଷର ପ୍ରଥମ ’ମନ୍‌ କୀ ବାତ୍‌’: ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ, ୨୬।୧: ୬୧ତମ ‘ମନ୍‌ କୀ ବାତ୍‌’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ୍ତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶ ତଥା ବିଦେଶରେ ରହୁଥିବା...

ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର:ପାକ୍‌ ଆଣୁଛି ୧୦୦ ଆଫ୍‌ଗାନ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩ା୮(ପି.ଟି.):ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଆଫଗାନିସ୍ତାନରୁ ୧୦୦ ଆତଙ୍କବାଦୀଙ୍କୁ କଶ୍ମୀରକୁ ଆଣୁଛି। ସେମାନେ...

ବିହାର ବିଧାନସଭା ନିର୍ବାଚନ : ଚୂଡ଼ାନ୍ତ ପର୍ଯ୍ୟାୟରେ ୫୫.୨୨% ମତଦାନ

ପାଟନା,୭।୧୧-ବିହାର ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଶନିବାର ଶେଷ ହୋଇଛି। ୨୪୩ ଆସନ ଲାଗି ୩ଟି ପର୍ଯ୍ୟାୟରେ ମତଦାନ କରାଯାଇଥିବାବେଳେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ...

ଭାରତରେ ୧୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୩।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୮ହଜାର ୬୩୫ରେ ପହଞ୍ଚିଛି।...

କମ ଦରମା-ବିନା ପିପିଇରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କଲେ ନର୍ସିଂ ଷ୍ଟାଫ୍‌: ୧୦୦ରୁ ଅଧିକ ଦେଲେ ଇସ୍ତଫା

ଜୟପୁର,୨୭।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ରାଜସ୍ଥାନରେ ୧୦୦ରୁ ଅଧିକ ନର୍ସିଂ ଷ୍ଟାଫ୍‌ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ...

ବେଙ୍ଗାଲୁରୁ ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ଶୀର୍ଷରେ

ନୂଆଦିଲ୍ଲୀ,୪।୩: ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ମଧ୍ୟରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି। କେନ୍ଦ୍ରୀୟ ଆବାସ ଓ ସହର ବ୍ୟାପାର ପକ୍ଷରୁ ଇଜି ଅଫ୍‌ ଲିଭିଙ୍ଗ୍‌ ଇଣ୍ଡେକ୍ସ୍‌...

Advertisement
Archives

Model This Week