Posted inଜାତୀୟ

ବଜେଟ ଉପସ୍ଥାପନ ପୂର୍ବରୁ କଶ୍ମୀର କବିତା ପଢିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: କେନ୍ଦ୍ରୀୟ ବଜେଟକୁ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ଭାବେ ସେ ତାଙ୍କର ଦ୍ୱିତୀୟ ବଜେଟ ଉପସ୍ଥାପନ କରିବା ପୂର୍ବରୁ ଏକ କଶ୍ମୀର କବିତା ପଢିଥିଲେ। ଏହାକୁ ପରେ ସେ ହିନ୍ଦୀରେ ଅନୁବାଦ ମଧ୍ୟ କରିଥିଲେ। ପଣ୍ଡିତ ଦିନାନାଥ କୌଲଙ୍କ ଏହି କବିତା ମାଧ୍ୟମରେ ସେ ଦେଶପ୍ରେମ କଥା କହିଥିଲେ। ଏଥିରେ ଭାରତ ଡାଲ ହ୍ରଦରେ ଖେଳୁଥିବା ପଦ୍ମ ସଦୃଶ ବୋଲି ନିର୍ମଳା ଉଲ୍ଲେଖ କରିଥିଲେ। ବିଶ୍ୱର ସବୁଠାରୁ ସୁନ୍ଦର ଦେଶ ଭାରତ ବୋଲି ନିର୍ମଳା କହିଥିଲେ। ୩ଟି ପ୍ରମୁଖ ସ୍ତମ୍ଭକୁ ନେଇ ପ୍ରସ୍ତୁତ କରାଯାଇଥିବା ଏଥରର ବଜେଟ ଦେଶକୁ ନୂଆ ଦିଗ ଦେଖାଇବାରେ ସାହାଯ୍ୟ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏସ୍‌ଆଇ ପରିବାର କରୋନା ସଂକ୍ରମିତ: ପୋଲିସ କଲୋନୀର ୩ ବ୍ଲକ ସିଲ୍‌

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ବିରୋଧରେ ଲଢ଼େଇରେ ଜାରି ରଖିଥିବା ଯୋଦ୍ଧା ଏଥିରୁ ବର୍ତ୍ତି ପାରୁ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୯।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର...

ବନ୍ଦ ହେଲା ଅମୃତସର-ଲାହୋର ବସ୍‌ ସେବା

ନୂଆଦିଲ୍ଲୀ/ଇସଲାମାବାଦ,୧୦।୮: ବିଚଳିତ ପାକିସ୍ତାନ ଏବେ ଭାରତକୁ ନେଇ ଆଉ ଏକ ବଡ ନିଷ୍ପତ୍ତି ନେଇଛି। ପ୍ରଥମେ କୁଟନୈତିକ ସମ୍ପର୍କ, ପରେ ଟ୍ରେନ୍‌ ସେବା ବନ୍ଦ କରିଥିବା...

ଦିଲ୍ଲୀ ଅଧ୍ୟାଦେଶ ମାମଲା ଉପରେ ସମ୍ବିଧାନ ବେଞ୍ଚ କରିବେ ଶୁଣାଣି: ସିଜେଆଇ

ନୂଆଦିଲ୍ଲୀ,୧୭।୭: ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଦିଲ୍ଲୀ ସରକାର ଏବଂ କେନ୍ଦ୍ର ସରକାରଙ୍କ ବିବାଦ ଲାଗି ରହିଛନ୍ତି। ବର୍ତ୍ତମାନ ଏହି ମାମଲାର ଶୁଣାଣି ବେଳେ ଦେଶର ପ୍ରଧାନ...

ବିସ୍ଫୋରଣରେ ୬ ମୃତ

ଚିକ୍କାବଲପୁର, ୨୪।୨ : କର୍ନାଟକର ଚିକ୍କାବଲପୁର ଏବଂ ବେଙ୍ଗାଲୁରୁ ସୀମାନ୍ତ ଏକ ଗ୍ରାମରେ ମଙ୍ଗଳବାର ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ...

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ...

ମିଶନ ତାମିଲନାଡୁ ଆରମ୍ଭ: ରଜନୀକାନ୍ତଙ୍କୁ ଭେଟିବେ ଶାହା

ନୂଆଦିଲ୍ଲୀ,୨୧।୧୧: ଭାଜପାର ମିଶନ ତାମିଲନାଡୁ ଆରମ୍ଭ ହୋଇଛି। ଏହି ମର୍ମରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କୁ ଭେଟିବାର ଯୋଜନା ରହିଛି। ବିହାରରେ ଭାଜପା...

ପ୍ରଧାନମନ୍ତ୍ରୀ ସର୍ବଦଳୀୟ ବୈଠକର ଅଧ୍ୟକ୍ଷତା କରିବା ଉଚିତ୍‌: ଜୟରାମ ରମେଶ

ନୂଆଦିଲ୍ଲୀ,୨୪।୬: ମଣିପୁର ହିଂସାକୁ ନେଇ ସର୍ବଦଳୀୟ ବୈଠକ ପୂର୍ବରୁ କଂଗ୍ରେସ ଭାଜପାକୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଜୟରାମ ରମେଶ ଟ୍ବିଟ୍‌ କରି କହିଛନ୍ତି, ରାଜ୍ୟ...

Advertisement
Archives

Model This Week